Home Left

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪:  ଦେଶର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶନିବାର ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ବିକାଶ ପାଇଁ କମ୍ପାନୀ ତା’ର ପ୍ରତିଶ୍ରୁତି…

ସୁରକ୍ଷା ମନ୍ତ୍ର…

କେତେବେଳେ ପ୍ରବଳ ଗରମ ତ କେତେବେଳେ ଲାଗି ରହୁଛି ପ୍ରବଳ ବର୍ଷା। ଆଉ ପୁଣି କେତେବେଳେ ହଠାତ୍‌ ଝଡ଼ ତୋଫାନ ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା। ତେବେ ପାଣିପାଗର ଏଭଳି ଅସ୍ବାଭାବିକ ପରିବର୍ତ୍ତନ କେବେ ସୃଷ୍ଟି କରୁଛି ସ୍ବାସ୍ଥ୍ୟ…

ଲରେନ୍ସ ଆଣ୍ଡ ମାୟୋର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୪: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ବାଣୀବିହାର ଛକ ନିକଟସ୍ଥ ମେଟ୍ରୋ ହାଉସ୍‌ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହା ପୂର୍ବରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲଠାରେ ବ୍ରାଣ୍ଡ୍‌ର ପ୍ରଥମ ଷ୍ଟୋର…

ଅନ୍ତର୍ଜାତୀୟ ଚିତ୍ରଶିଳ୍ପୀ ହେବାର ଲକ୍ଷ୍ୟ

ମାଣବସା ଗୁରୁବାର ଆସିଲେ ଯେବେ ମା’ ଘରେ ଏବଂ ଦୁଆରେ ଝୋଟି ଆଙ୍କୁଥିଲେ, ସେ ତାକୁ ଖୁବ୍‌ ଆଗ୍ରହରେ ଚାହିଁ ରହୁଥିଲେ। ନିଜେ ବି ଝୋଟି ଆଙ୍କିବାକୁ ଅଳି କରି ବସୁଥିଲେ। ଆଉ ତାଙ୍କ କୁନି କୁନି ହାତରେ ଆଙ୍କି ଦେଉଥିଲେ…

ମୋଦି ସରନେମ ମାମଲାରେ ସୋମବାର କୋର୍ଟ ଯାଇପାରନ୍ତି ରାହୁଲ

ନୂଆଦିଲ୍ଲୀ,୨।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ’ମୋଦି ସରନେମ’ ମାନହାନି ମାମଲାରେ ତାଙ୍କୁ ହୋଇଥିବା ୨ ବର୍ଷର ସଜା ବିରୋଧରେ ଏପ୍ରିଲ ୩ରେ ସେ ସୁରଟ କୋର୍ଟକୁ ଯାଇପାରନ୍ତି। ରାହୁଲଙ୍କୁ ନିକଟରେ ସୁରଟ କୋର୍ଟ ମୋଦି ସରନେମ ମାନହାନି ମାମଲାରେ ସଜା…

ମାର୍ଚ୍ଚରେ ୧.୬ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହା ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ମାର୍ଚ୍ଚର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ଶନିବାର ଅର୍ଥ ମନ୍ତ୍ରଣାଳୟ…

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ଦୁଇଫାଳ! ସିଦ୍ଧରମୈୟାଙ୍କ ପୁଅ କହିଲେ ବାପା ହୁଅନ୍ତୁ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨।୪: କର୍ନାଟକରେ ଆସନ୍ତା ମାସରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। କଂଗ୍ରେସ ଏବେ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ। ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତାମାନର ବିରୋଧି ଦଳ ନେତା ସିଦ୍ଧରମୈୟା ଚାହୁଁଛନ୍ତି ଯେ କାହା ପଛକୁ ରହିବେ ନାହିଁ।…

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର ତଥା ରାମେଶ୍ୱର ମନ୍ଦିରରେ ଅବସ୍ଥାନ କରିଥିଲେ। ତେବେ ଶୁକ୍ରବାର ମା’ ପାର୍ବତୀ ଅଭିମାନ…

ଶିକ୍ଷାନୁଷ୍ଠାନରେ କମ୍‌ ତାଲିକାରେ ଅଧିକ ଶିକ୍ଷକ

ନାଉଗାଁ,୨।୪(ସ୍ବ.ପ୍ର.): ନାଉଗାଁରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ସମୁଦାୟ ୭୯ଟି ରହିଛି। ଏସବୁ ବିଦ୍ୟାଳୟ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା ଓ ମଧ୍ୟାହ୍ନଭୋଜନର ତଦାରଖ ପାଇଁ ୯ଟି କ୍ଲଷ୍ଟର ରହିଛି। ଏହି ୯ କ୍ଲଷ୍ଟରରେ…

ଔଷଧର ବିଷକ୍ରିୟା ସମ୍ପର୍କରେ ସୂଚନା ଦେବ କୃତ୍ରିମ କିଡନୀ…

ସିଓଲ,୨।୪ : ଦକ୍ଷିଣ କୋରିଆର ପୋହଙ୍ଗ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏକ କୃତ୍ରିମ କିଡନୀ ବିକଶିତ କରିଛନ୍ତି। ଏହି କିଡନୀ ଔଷଧର ବିଷକ୍ରିୟା ଏବଂ ଏହାର ପାର୍ଶ୍ୱ ପ୍ରତିକ୍ରିୟାଗୁଡ଼ିକୁ ଚିହ୍ନିବାରେ ସାହାଯ୍ୟ କରିବ। କିଡନୀର ମୌଳିକ ଗଠନମୂଳକ ଏବଂ କାର୍ଯ୍ୟକ୍ଷମ ଏକକ ହେଉଛି…

୬ରେ ଅଟକିଛି ଆଦର୍ଶ ଗ୍ରାମ ଯୋଜନା

ଯାଜପୁର ଅଫିସ,୨।୪: ଆଦର୍ଶ ଗ୍ରାମ ଯୋଜନା ସାଧାରଣ ଲୋକଙ୍କୁ ସମ୍ମାନ ଓ ସ୍ବାଭିମାନର ସହ ଜୀବନ ନିର୍ବାହର ଏକ ସର୍ବୋତ୍ତମ ଯୋଜନା। କେବଳ ସରକାରୀ ବିଭାଗ ବା ଦାୟିତ୍ୱ ନିର୍ବାହକାରୀ ସଂସ୍ଥା କୌଣସି ଅଞ୍ଚଳର ବିକାଶ ବା ଉନ୍ନୟନ କରିବା ସମ୍ଭବ ନୁହେଁ।…

ବିଷାକ୍ତ ଛତୁ ଖାଇ ୯ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୨।୪ (ସ୍ବ.ପ୍ର.): ବିଷାକ୍ତ ଛତୁ ଖାଇ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଞ୍ଚାୟତ କଇଁକୁଳା ଗ୍ରାମର ୪ ପରିବାରର ୯ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ସୁକାନ୍ତି ସେଠୀ (୫୫), ପ୍ରେମଲତା ସେଠୀ (୫୦), ସାଗର ସେଠୀ (୧୮),…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri