ଦୀପାଳିଙ୍କ ଖଣ୍ଡାବୁଲା ଭିଡିଓ ଭାଇରାଲ
ସମ୍ବଲପୁର, ୧।୪ (ବ୍ୟୁରୋ): ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଶୁକ୍ରବାର ଏହା ଘୋଷଣା ହେବା ପରେ ଦୀପାଳି ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…
୨ ମାସର ଭତ୍ତା ଟଙ୍କା ଗାଏବ
ଭେଡେନ,୧।୪(ଡି.ଏନ୍.ଏ.): ସରକାର ଅସହାୟ ବୃଦ୍ଧାବୃଦ୍ଧ, ବିକଳାଙ୍ଗ ଏବଂ ବିଧବାମାନଙ୍କୁ ମାସିକ ୫ ଶହ ଏବଂ ୭୦ ବର୍ଷ ବୟସ ଟପିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ବିଗତ ଦିନରେ ଏହି ଟଙ୍କା ହିତାଧିକାରୀଙ୍କ ହାତକୁ ସିଧାସଳଖ ଦିଆଯାଉଥିଲା। ଏଥିରେ…
ପର୍ଯ୍ୟଟନ ବିଭାଗ ସୂଚନା ଫଳକକୁ ନେଇ ଚର୍ଚ୍ଚା
ସୋନପୁର,୧।୪(ନି.ପ୍ର.): ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳ ଓ ମନ୍ଦିର ସମ୍ପର୍କରେ ବାହାରୁ ଆସୁଥିବା ଜନସାଧାରଣଙ୍କ ଅବଗତି ପାଇଁ ସୂଚନା ଫଳକ ଲଗାଯାଉଛି। ଏଥିରେ ଓଡିଶା ପର୍ଯ୍ୟଟନର ଲୋଗୋ ସହ ପ୍ରମୁଖ ଛକ ସ୍ଥାନରୁ ପର୍ଯ୍ୟଟନ ସ୍ଥଳୀ ଓ ମନ୍ଦିରର…
ଏଏପି ରାଲି ପୂର୍ବରୁ କେଜିର୍ଓ୍ବାଲଙ୍କୁ ଚେତାବନୀ ଦେଲେ ହିମନ୍ତ ବିଶ୍ୱଶର୍ମା
ଦିଶପୁର,୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍ଓ୍ବାଲଙ୍କ ପ୍ରଥମ ରାଜନୈତିକ ରାଲି ଆସାମରେ ଆସନ୍ତା ଏପ୍ରିଲ ୨ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ରହିଛି। ତେବେ ରାଲି ପୂର୍ବରୁ ଅରବିନ୍ଦ କେଜିର୍ଓ୍ବାଲଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଖୋଲା…
ଓଡ଼ିଶା ଦିବସ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୪(ବ୍ୟୁରୋ): କଳିଙ୍ଗ, ଉତ୍କଳ ପରେ ଓଡ଼ିଶା ନାମରେ ପରିଚିତ ଏହି ପବିତ୍ର ଭୂଖଣ୍ଡ ୧୯୩୬ ଏପ୍ରିଲ ୧ରେ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ସେବେଠାରୁ ଏହି ଦିବସକୁ ଉତ୍କଳ ଦିବସ, ଆଉ ଏବେ ଓଡ଼ିଶା ଦିବସ ଭାବେ ପାଳନ କରାଯାଉଛି। ୮୮ବର୍ଷ…
୨ ଭାଜପା ନେତାଙ୍କ ନାଁରେ ମାମଲା
ନୂଆଦିଲ୍ଲୀ,୧।୪: ଜଣେ ବ୍ୟବସାୟୀଙ୍କୁ ଘର ନିର୍ମାଣ ଲାଗି ସୁଯୋଗ ଦେବା ନିମନ୍ତେ ୧୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ ଦିଲ୍ଲୀର ୨ ଜଣ ଭାଜପା ନେତା ସିୟାରାମ ଶାକ୍ୟ ଏବଂ ଧୀରଜ ପ୍ରଧାନଙ୍କ ନାମରେ ବଟି ଅସୁଲି ମାମଲା ରୁଜୁ…
ବିହାରରେ ଶୋଭାଯାତ୍ରା ବେଳେ ସଂଘର୍ଷ
ସାସାରାମ, ୧।୪: ବିହାରର ସାସାରାମ ଏବଂ ନାଳନ୍ଦାରେ ଶୁକ୍ରବାର ଅପରାହ୍ନରେ ରାମନବମୀ ଶୋଭାଯାତ୍ରାବେଳେ ସଂଘର୍ଷ ଘଟିଛି। ଦୁଇ ଗୋଷ୍ଠୀ ପରସ୍ପରକୁ ଟେକାମାଡ଼ କରିବା ସହ ପୋଡ଼ାଜଳା ହୋଇଛି। ସାସାରାମରେ କେତେକ ଘରକୁ ଦୁର୍ବୃତ୍ତମାନେ ପୋଡ଼ିଦେଇଛନ୍ତି। ଉକ୍ତ ସହରରେ ପୋଲିସ ଓ ପ୍ରଶାସନିକ…
ଖବରଦାତାଙ୍କୁ ଛାଡ଼ିବା ପାଇଁ ରୁଷିଆକୁ କହିଲେ ବାଇଡେନ୍
ଓ୍ବାଶିଂଟନ, ୧।୪: ଗୁପ୍ତଚର ବୃତ୍ତି ଅଭିଯୋଗରେ ଗିରଫ ହୋଇଥିବା ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲ(ଡବ୍ଲ୍ୟୁଏସ୍ଜେ) ଖବରଦାତା ଏଭାନ୍ ଗେର୍ଶକୋଭିଚ୍ଙ୍କୁ ମୁକ୍ତ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଶୁକ୍ରବାର ରୁଷିଆକୁ କହିଛନ୍ତି। ରୁଷୀୟ ସୁରକ୍ଷା ସଂସ୍ଥା ଫେଡେରାଲ ସିକ୍ୟୁରିଟି ସର୍ଭିସ୍ (ଏଫ୍ଏସ୍ବି)…
ଭାଜପା ଶାସନରେ ଦେଶର ଗଣତନ୍ତ୍ର ବିପନ୍ନ: କଂଗ୍ରେସ
ବ୍ରହ୍ମପୁର ଅଫିସ/ଫୁଲବାଣୀ ଅଫିସ, ୧ା୪: ଭାଜପା ନେତୃତ୍ୱାଧିନ କେନ୍ଦ୍ର ସରକାରଙ୍କ ଶାସନରେ ଦୁର୍ନୀତି ଓ ଭ୍ରଷ୍ଟାଚାର ବଢ଼ିଚାଲିଛି। ପ୍ରତିବାଦ ଓ ବିରୋଧ କଲେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ବିଭିନ୍ନ ଭାବରେ ହଇରାଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଶିଳ୍ପପତି…
କରାଚୀରେ ଦଳାଚକଟା: ୧୨ ମୃତ
କରାଚୀ,୧।୪ (ଆଇଏଏନ୍ଏସ୍): ପାକିସ୍ତାନର କରାଚୀ ସହରସ୍ଥିତ ଏସ୍ଆଇଟିଇ ଅଞ୍ଚଳରେ ଶୁକ୍ରବାର ମାଗଣା ରାଶନ ସାମଗ୍ରୀ ବଣ୍ଟନ ବେଳେ ଦଳାଚକଟାରେ ୧୨ ଜଣଙ୍କ ମୃତ୍ୟୁ ଘଟିବା ସହ ୧୫ ଜଣ ଆହତ ହୋଇଛନ୍ତି। କରାଚୀ ଶିଳ୍ପାଞ୍ଚଳରେ ଥିବା ଏକ ରଙ୍ଗ କାରଖାନା ନିକଟରେ…
ପ୍ୟାରିସ୍ ଜଳୁଛି, ଚାଇନାମୁହାଁ ମାକ୍ରଁ
ପ୍ୟାରିସ୍,୧।୪: ରୋମ୍ ଜଳୁଥିବାବେଳେ ସମ୍ରାଟ ନିରୋ ବଂଶୀ ବାଦନ କରୁଥିଲେ। ବିପତ୍ତି ମାଡ଼ିଆସିଲେ ମୁରବୀଙ୍କ ଦାୟିତ୍ୱହୀନତାକୁ ୬୪ ଖ୍ରୀଷ୍ଟାବ୍ଦର ‘ଗ୍ରେଟ୍ ଫାୟାର୍ ଅଫ୍ ରୋମ୍’ ସହ ଏଭଳି ଭାବେ ତୁଳନା କରାଯାଏ, ଯାହାକି ସମ୍ପ୍ରତି ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍ରଁଙ୍କ କ୍ଷେତ୍ରରେ…
କମିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୪: ଜାତୀୟ ରାଜଧାନୀରେ ହ୍ରାସ ପାଇଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦାମ। ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି। ତେବେ ଘରୋଇ ଏଲପିଜି ଗ୍ୟାସ ବ୍ୟବହାର କରୁଥିବା ଲୋକଙ୍କୁ କୌଣସି…
Archives


