Home Left

ରହିବନି ଆଖି ତଳ କଳାଦାଗ

ଟି ବ୍ୟାଗ୍‌: ଟି ବ୍ୟାଗ୍‌କୁ ପାଣିରେ ବୁଡ଼ାଇ କିଛି ସମୟ ଫ୍ରିଜ୍‌ରେ ରଖିଦିଅନ୍ତୁ। ଏହାକୁ ବାହାରକରି ଆଖିତଳେ ଲଗାଇ ୧୦-୧୫ ମିନିଟ୍‌ ରଖନ୍ତୁ। କିଛିଦିନ ଏପରି କଲେ ଆଖିତଳ କଳାଦାଗ ଦୂରହେବ। ଆଳୁ ଏବଂ କାକୁଡ଼ି: କଞ୍ଚା ଆଳୁ କିମ୍ବା କାକୁଡ଼ିକୁ…

ଆରସିବି ବିପକ୍ଷ ମ୍ୟାଚ ପୂର୍ବରୁ ମୁମ୍ବାଇକୁ ଝଟକା: ଆଇପିଏଲରୁ ବାଦ୍‌ ପଡିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୯।୫: ଆଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷ ମ୍ୟାଚ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ଏକ ବଡ଼ ଝଟକା ଲାଗିଛି। ଦଳର ଅଗ୍ରଣୀ ବୋଲର ଜୋଫ୍ରା ଆର୍ଚର ଆଇପିଏଲ ୨୦୨୩ରୁ ବାଦ୍‌ ପଡିଛନ୍ତି। ତେବେ ତାଙ୍କ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ…

ଡୋର୍‌-ଟୁ-ଡୋର୍‌ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍‌ସି ଚେଷ୍ଟା ଜାରି ରଖିଛି। ଏଥିପାଇଁ ବିଭିନ୍ନ ଯୋଜନା ହାତକୁ ନେବା ସହିତ ଲୋକଙ୍କ…

ଥାନାରେ ଅଭିଯୋଗକାରୀଙ୍କୁ ମାଡ଼

ବଳଙ୍ଗା,୯।୫(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଥାନାରେ ଗତ ଦୁଇଦିନ ତଳେ ଅଭିଯୋଗ କରିବାକୁ ଯାଇଥିବା ଜଣେ ଅଭିଯୋଗକାରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗକାରୀଙ୍କ ସ୍ତ୍ରୀ ସୋମବାର ନ୍ୟାୟ ପାଇଁ ଘଟଣା ସମ୍ପର୍କରେ ଏସ୍‌ପି ଓ ଡିଜିପିଙ୍କୁ ଚିଠି…

ମାଓବାଦୀ-ପୋଲିସ ଗୁଳି ବିନିମୟ: ୩ ମାଓବାଦୀ ନିହତ

ମ.ରାମପୁର,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ବନାଞ୍ଚଳ ଟାପରଙ୍ଗ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଡିଏସ୍‌ପି ଅତୁଲ ଦାସ ଆହତ…

ମୁକୁଳା ପଡ଼ିଛି ଡ୍ରେନ

ପୁରୀ ଅଫିସ,୯ା୫: ଆଗକୁ ମହାପ୍ରଭୁଙ୍କ ଘୋଷଯାତ୍ରା ଥିବାବେଳେ ପୁରୀ ସହରକୁ ରାଜ୍ୟ ତଥା ରାଜ୍ୟ ବାହାର ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ତେଣୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଉଥିବା ନେଇ ସୂଚନା ପ୍ରଦାନ କରାଯାଉଛି। ଏପରିକି ଘନଘନ ବୈଠକ କରାଯାଇ…

ମତଦାନ ପୂର୍ବରୁ ବଜରଙ୍ଗବାଲୀଙ୍କୁ ଦର୍ଶନ କଲେ କର୍ନାଟକ କଂଗ୍ରେସ ଅଧ୍ୟକ୍ଷ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଜାରି କରାଯାଇଥିବା ମନିଫେଷ୍ଟୋରେ ବଜରଙ୍ଗ ଦଳକୁ ନିଷିଦ୍ଧ କରିବାକୁ ପ୍ରତିଶ୍ରୁତି ଦେଇ କଂଗ୍ରେସ ଅଡୁଆରେ ପଡିଛି। ଏହାକୁ ନେଇ ଦଳର ନେତାମାନେ ନିଜର ସ୍ପଷ୍ଟୀକରଣ ଉପସ୍ଥାପନ କରୁଛନ୍ତି। ଅନ୍ୟପକ୍ଷରେ, ଏହାକୁ ଏକ ପ୍ରସଙ୍ଗ କରି…

ଗ୍ରାମକୁ ରାସ୍ତା ନାହିଁ, ଜିଲାପାଳଙ୍କୁ ଦାବିପତ୍ର

ଗୋପ,୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ସାଧାରଣ ଲୋକଙ୍କ ମୌଳିକ ସୁବିଧାକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ଗୋପ ବ୍ଲକ କୁଆଁପଡା ପଞ୍ଚାୟତ ଦଳିତ ନାୟକ ସାହି ଗ୍ରାମକୁ ଏପର୍ଯ୍ୟନ୍ତ ରାସ୍ତା ନାହିଁ। ଏହି ଗ୍ରାମରେ ୨୦ରୁ ଊଦ୍ଧର୍‌ବ ପରିବାର ବାସ କରୁଥିବାବେଳେ ବ୍ଲକ ପ୍ରଶାସନ…

ଆଶା, ନିରାଶା ଆଣିଲା ସୁପ୍ରିମକୋର୍ଟଙ୍କ ରାୟ

ପୁରୀ ଅଫିସ, ୯ା୫: ଶ୍ରୀମନ୍ଦିରରେ ଶୃଙ୍ଖଳିତ ବ୍ୟବସ୍ଥା କରାଯିବା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ୨୦୧୮ ଜୁନ୍‌ରେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ପରେ ରତ୍ନଭଣ୍ଡାର ଚାବି ହଜିବା, ରତ୍ନ ଅଳଙ୍କାର ଗଣତି ଓ ରତ୍ନଭଣ୍ଡାର ଖୋଲାଯିବା ପ୍ରଭୃତି…

ଭାଜପା ନେତାଙ୍କୁ ‘ଆନ୍ଧ୍ର ମଡେଲ’ ମନେପକାଇଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଓଡ଼ିଶାରେ ତାମିଲନାଡ଼ୁ ମଡେଲ ଶାସନ ଚାଲିଛି ଟିପ୍ପଣୀକୁ ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନଙ୍କୁ ବିଜେଡି କଟାକ୍ଷ କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ଜୀବନରେ ୱାର୍ଡ଼ମେମ୍ବର ଜିତି ପାରିନଥିବା ଭାଜପାର କୁହାଳିଆ ନେତା…

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ବିରୋଧରେ ବଜରଙ୍ଗ ଦଳର ପ୍ରଦର୍ଶନ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଅର୍ଥାତ୍‌ ୧୦ ମେ’ରେ ଭୋଟ ଗ୍ରହଣ ହେବାକୁ ଯାଉଛି। ଏହାର ଠିକ ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ସାରା ଦେଶରେ ହନୁମାନ ଚାଳିଶା ପାଠ…

କଂଗ୍ରେସରେ ପୁଣି ଖୋଲା ବିଦ୍ରୋହ

ଭୁବନେଶ୍ବର, ୯ା୫(ବ୍ୟୁରୋ): କଂଗ୍ରେସରେ ପୁଣିଥରେ ନେତୃତ୍ୱକୁ ନେଇ ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଆରମ୍ଭ ହୋଇଯାଇଛି। ବରିଷ୍ଠ ନେତାମାନେ ଖୋଲାଖୋଲି ଦଳର ରାଜ୍ୟ ନେତୃତ୍ୱକୁ କଟାକ୍ଷ କରିଛନ୍ତି। ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ଏଭଳି କରାଯାଇଛି। ଦୀର୍ଘଦିନ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri