ପ୍ରଥମ ଦଳ ଭାବେ ପ୍ଲେ ଅଫ୍ରେ ଗୁଜରାଟ
ଅହମଦାବାଦ,୮ା୫: ଆଇପିଏଲ୍-୨୦୨୩ରେ ପ୍ରଥମ ଦଳ ଭାବେ ପ୍ଲେ ଅଫ୍ ବର୍ଥ ସୁରକ୍ଷିତ କରିଛି ଗୁଜରାଟ ଟାଇଟନ୍ସ। ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୫୬ ରନ୍ରେ ପରାସ୍ତ କରିଥିଲା। ୧୧ତମ ମ୍ୟାଚ୍ରୁ ଅଷ୍ଟମ ବିଜୟ ସହିତ ପ୍ରଥମ ଦଳ ଭାବେ…
ପ୍ରଥମ ସ୍ତ୍ରୀ ଥାଇ ଦ୍ୱିତୀୟ ବିବାହ କରୁଥିଲେ, ବରଙ୍କୁ ଉଠାଇ ଆଣିଲା ପୋଲିସ
ପାଟଣା,୮ା୫(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅ ଥାଇ ଜଣେ ବିବାହିତ ଯୁବକ ଲୁଚାଛପାରେ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରୁଥିବା ସମୟରେ ମନ୍ଦିରରୁ ପୋଲିସ ଉଠାଇ ଆଣିଛି। ଦିତୀୟ ବିବାହ କରୁଥିବା ଯୁବକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଯଶିପୁର ଥାନା…
ଲୁଚି ଗାଁକୁ ଫେରିଲେ ୩୦ ଦାଦନ ଶ୍ରମିକ
ଭବାନୀପାଟଣା,୮।୫(ସ୍ବ.ପ୍ର.): ତେଲଙ୍ଗାନାରେ କାମ କରିବାକୁ ଯାଇ ସେଠାରେ ନିର୍ଯାତିତ ହେବା ଯୋଗୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଲୁଚି ଗାଁକୁ ଫେରି ଆସିଥିଲେ। ପରେ ନ୍ୟାୟ ପାଇଁ ଗତ କିଛି ତଳେ ସେମାନେ କଳାହାଣ୍ଡି…
ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ
ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା ବେଳେ…
୨ ବର୍ଷ ପରେ ପୁଣି ମିଳିଲା ଏନ୍ସିଟିଇ ସ୍ବୀକୃତି
ଭବାନୀପାଟଣା,୮।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିଇଡି କଲେଜରେ ମାନବ ସମ୍ବଳ ଅଭାବ ଦର୍ଶାଇ ନ୍ୟାଶନାଲ କାଉନସିଲ ଫର୍ ଟିଚର ଏଜୁକେଶନ (ଏନ୍ସିଟିଇ) କମିଟି ୨୦୨୦-୨୧ ଶିକ୍ଷା ବର୍ଷଠାରୁ ଶିକ୍ଷାଦାନ ବନ୍ଦ ରହିଥିଲା। ଏହାକୁ ନେଇ ବିଇଡି ଆଶାୟୀ ଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ…
ଅଦାଚାଷର ବିକାଶ ପାଇଁ ପ୍ରୋତ୍ସାହନ ଅଭାବ
ଉମରକୋଟ,୮।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ସିଲାଟି ଓ ଯାମରୁଣ୍ଡା ଅଞ୍ଚଳର କେତେଜଣ ବଙ୍ଗୀୟ ଚାଷୀ ଅଦାଚାଷ କରିଛନ୍ତି, ଯାହାକି ବହୁତ ଭଲ ହୋଇଛି। ଉମରକୋଟ ଅଞ୍ଚଳର ଜଳବାୟୁ ଅଦା ଚାଷ ପ୍ରତି ଅନୁକୂଳ ରହିଥିବା ଏଥିରୁ ଜଣାପଡ଼େ। ଉମରକୋଟ, ରାଇଘର…
ଆରପିଡିଏସି ବୈଠକ ଡାକ
ବଲାଙ୍ଗୀର ଅଫିସ, ୮ା୫: ଚଳିତବର୍ଷ ବହୁପ୍ରତୀକ୍ଷିତ ଲୋୟର ସୁୁକତେଲ ଡ୍ୟାମ୍ରେ ପାଣି ଗଚ୍ଛିତ ରଖାଯିବ ବୋଲି ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ସୂଚନା ଦିଆଗଲାଣି। ବଲାଙ୍ଗୀରର ଜୀବନ ରେଖା କୁହାଯାଉଥିବା ଏହି ପ୍ରକଳ୍ପ ଚଳିତବର୍ଷ ଶେଷ ହେବ ବୋଲି ସରକାରଙ୍କ ଜଳସମ୍ପଦ…
ଓଡ଼ିଆ ଭାଷାରେ ନାମଫଳକ ନ ଥିବାରୁ ନୋଟିସ
ଜୟପୁର,୮ା୫ (ନି.ପ୍ର.): ଜୟପୁର ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାଲିକମାନଙ୍କୁ ପୂର୍ବରୁ ଓଡିଆ ଭାଷାରେ ପ୍ରତିଷ୍ଠାନର ନାମ ଲେଖିବାକୁ କୁହାଯାଇଥିଲା। ଏବେ ପ୍ରଶାସନ ପକ୍ଷରୁ ତଦାରଖ ଆରମ୍ଭ ହୋଇଛି। ଯେଉଁମାନେ ନିଜ ପ୍ରତିଷ୍ଠାନର ନାମ ଓଡ଼ିଆରେ…
ଥାନାରେ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
କୁଚିଣ୍ଡା,୮ା୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ମନ୍ତ୍ରୀମୁଣ୍ଡା ପ୍ରାଥମିକ ସ୍କୁଲ ଶିକ୍ଷକ ପୃଥ୍ବୀରାଜ ମହାନନ୍ଦ(୪୩) ଓରଫ ମଣ୍ଟୁଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାର ଇତିମଧ୍ୟରେ ୩୬ ଘଣ୍ଟା ବିତିଲାଣି। ହେଲେ ଶିକ୍ଷକଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ଏଭଳି ହତ୍ୟା କରାଗଲା…
ଚାପମୁକ୍ତ ଜୀବନ ଉପରେ ଗୁରୁତ୍ୱ
ସମ୍ବଲପୁର,୮ା୫(ବ୍ୟୁରୋ): ସମ୍ବଲପୁର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାପମୁକ୍ତ ଜୀବନ ଓ ଦିବ୍ୟ ନେତୃତ୍ୱ ଶୀର୍ଷକ ଆଧ୍ୟତ୍ମିକ କାର୍ଯ୍ୟକ୍ରମ ହୀରାକୁଦ ହିଣ୍ଡାଲକୋ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର କେନ୍ଦ୍ରର ନିର୍ଦ୍ଦେଶିକା ରାଜଯୋଗିନୀ ପାର୍ବତୀ, ବ୍ରହ୍ମକୁମାରୀ ବିଧାତ୍ରୀ ଯୋଗଦେଇ ବକ୍ତବ୍ୟ ପ୍ରଦାନ…
ତ୍ରିଶୂଳିଆଠାରେ କାଠଯୋଡ଼ିରେ ହେବ ଦ୍ୱିତୀୟ ସେତୁ
କଟକ ଅଫିସ,୮ା୫: କଟକର ତ୍ରିଶୂଳିଆ ନିକଟ କାଠଯୋଡ଼ି ନଦୀ ଉପରେ ଖୁବ୍ଶୀଘ୍ର ଦ୍ୱିତୀୟ ସେତୁ ନିର୍ମାଣ ହେବ। ଏହି ସେତୁ ୪ ଲେନ୍ ବିଶିଷ୍ଟ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗରେ ଏହି ସେତୁ…
ଅନିଶ୍ଚିତତାରେ ରବି ଧାନ ସଂଗ୍ରହ
ପଦ୍ମପୁର,୮।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ରବିଧାନ ସଂଗ୍ରହ କେବେ ହେବ ସେ ନେଇ ପ୍ରଶାସନିକ ସ୍ତରରେ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଧିଷ୍ଟ ତାରିଖ ଘୋଷଣା ହୋଇନାହିଁ। ଫଳରେ ଚାଷୀମାନେ ଧାନ ଅମଳ କରି ମଣ୍ଡିକୁ ଅପେକ୍ଷା କରିରହିଛନ୍ତି। ପଦ୍ମପୁର, ପାଇକମାଳ, ବିଜେପୁର,…
Archives


