ଆର୍ଥିକ ଅନଟନରେ ଯୁଝୁଛନ୍ତି ୪୦ ପରିବାର
କେନ୍ଦୁଝର,୮ା୫(ସ୍ବ.ପ୍ର.): ପ୍ରଥମେ କଂସା ଓ ଆଲୁମିନିୟମରେ ନିର୍ମିତ ବାସନର ଚାହିଦା ବହୁଳ ମାତ୍ରାରେ ଥିଲା। ଏବେ ପ୍ଲାଷ୍ଟିକ୍ ଓ ଷ୍ଟିଲ୍ ନିର୍ମିତ ସାମଗ୍ରୀ ପ୍ରତି ଲୋକେ ଆକୃଷ୍ଟ ହେଉଛନ୍ତି। ମାତ୍ର ଆଲୁମିନିୟମ, କଂସା ଓ ପିତ୍ତଳର ବ୍ୟବହାର ଆଗ ଭଳି ହେଉ…
ସ୍କୁଲ ଉନ୍ନତି ପାଇଁ ଦାନ କଲେ ପେନ୍ସନ ଟଙ୍କା
ଭଦ୍ରକ ଅଫିସ,୮।୫: ଦିନେ ଯେଉଁ ସ୍କୁଲରେ ସେ ପଢ଼ୁଥିଲେ, ତାହାର ଉନ୍ନତି ପାଇଁ ନିଜର ପେନ୍ସନ ଟଙ୍କା ଦାନ କରିଛନ୍ତି। ବିଦ୍ୟାଳୟର ବିକାଶ ନିମନ୍ତେ ପେନ୍ସନ ଟଙ୍କାରୁ ୧ ଲକ୍ଷ ସହାୟତା ପ୍ରଦାନ କରି ଏବେ ଚର୍ଚ୍ଚାରେ ରହିଛନ୍ତି ଭଦ୍ରକ ଜିଲା…
୨ ୱାର୍ଡରେ ପାନୀୟଜଳ ସମସ୍ୟା
ମଙ୍ଗୁଳି-ଜଗତପୁର,୮ା୫(ଡି.ଏନ.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କୟଳପଡା ପଞ୍ଚାୟତର ୨୦ ଓ ୨୧ ନମ୍ବର ୱାର୍ଡରେ ପ୍ରାୟ ଏକବର୍ଷ ହେବ ପାନୀୟଜଳ ସମସ୍ୟା ଲାଗିରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବାରମ୍ବାର ବିଡିଓ ଆଶୁତୋଷ ମିଶ୍ରଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରି…
ତାଲିକାରେ ନାଁ ନାହିଁ, ଅନେକ ବ୍ୟବସାୟୀ ନିରାଶ
ପୁରୀ ଅଫିସ,୮ା୫: ପୁରୀ ସହରରେ ପ୍ରଶାସନ ପକ୍ଷରୁ ନିର୍ମାଣ କରାଯାଉଥିବା ମାର୍କେଟ କମ୍ପ୍ଲେକ୍ସକୁ ବେଆଇନ ଭାବେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ହାତେଇଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ବିଶେଷକରି ମାର୍କେଟ ଛକସ୍ଥିତ ଦଇତାପଡ଼ାସାହି ମାର୍କେଟ କମ୍ପ୍ଲେକ୍ସ, ମୋଚି ସାହିସ୍ଥିତ ମହୋଦଧି ମାକେର୍ଟ…
ନିର୍ମାଣାଧୀନ ଟାଙ୍କିରୁ ବୋହିଯାଉଛି ପିଇବା ପାଣି
ଗୋପ,୮।୫(ଡି.ଏନ୍.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପିଇବା ପାଣି ସମସ୍ୟା ଦୂରୀଭୂତ କରିବାକୁ ବସୁଧା ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କ ଖର୍ଚ୍ଚରେ ପାଣି ଯୋଗାଉଛନ୍ତି। ମାତ୍ର ଗୋପ ଗ୍ରାମପଞ୍ଚାୟତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ନିକଟରେ ନିର୍ମାଣଧୀନ ବସୁଧା ପିଇବା ପାଣି…
ସଫେଇ ହେଉନି ଡ୍ରେନ୍, ରାସ୍ତାରେ ଜମୁଛି ପାଣି
ଜଟଣୀ,୮ା୫(ଡି.ଏନ୍.ଏ.): ଜଟଣୀ ପୌରାଞ୍ଚଳରେ ଡ୍ରେନ୍ ସଫେଇ ନ ହେବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ଅସରାଏ ବର୍ଷା ହେଲେ ସହରର ସାହିବସ୍ତିରୁ ଆରମ୍ଭକରି ମୁଖ୍ୟ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଗତ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ବର୍ଷା ହେବାରୁ…
ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ
ନିରାକାରପୁର,୮ା୫(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି ନିୟମ…
ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’
ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା ଭରା ପରିବେଶ ମଧ୍ୟରେ ଏହି ପାହାଡ଼ ଉପରେ ଶ୍ରୀରଘୁନାଥ ଜୀଉଙ୍କ ପୀଠ ଅବସ୍ଥିତ। ଏହା…
ମହଜୁଦକାରୀଙ୍କ ଲୁହାପଥର ଗୁଣ୍ଡର ଷ୍ଟକ୍ ଯାଞ୍ଚ ଦାବି
କେନ୍ଦୁଝର,୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଞ୍ଚଳରେ ବହୁ ବର୍ଷ ଧରି ବିଭିନ୍ନ କ୍ରଶର ଏବଂ ରେଲବାଇ ସାଇଡିଂରେ ଗଚ୍ଛିତ ଥିବା ଲୁହାପଥର ବିକ୍ରି ପାଇଁ ଖଣି ବିଭାଗ ତପତ୍ରତା ଦେଖାଇଛି। ଖଣିଜ ପଥର ଚୋରି ହୋଇ ଯାଉଥିବାରୁ ସରକାରଙ୍କ…
ନୂଆ ରୂପ ନେଉଛି ସିଲଭର ସିଟି ବୋଟ୍ କ୍ଲବ୍
କଟକ ଅଫିସ,୮ା୫: କଟକ ମାତାମଠସ୍ଥିତ ମହାନଦୀ କୂଳରେ ଥିବା ସିଲ୍ଭର ସିଟି ବୋଟ୍ କ୍ଲବ ଏବେ ନୂଆ ରୂପ ପାଇବାକୁ ଯାଉଛି। ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ଏହାର ପରିସରରେ ବିଭିନ୍ନ ଉନ୍ନୟନମୂଳକ…
ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ
ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ ୨୦୮…
ବାସହରା ହେଲେ ଅନାଥ ଭଉଣୀଭାଇ
ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ ପ୍ରଶାସନ…
Archives


