କୂଅଖୋଳାରେ ସୀମିତ ଜଳପ୍ରକଳ୍ପ
ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ ଗଲାଣି। ଆଉ କେତେକ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ଏହା ଜଣାପଡିଲା…
୫ ଜିଲାର ୩୨୩ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଶନିବାର ୫ ଜିଲାର ୩୨୩ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲାର ୬୨ ହାଇସ୍କୁଲ, ବରଗଡ଼ ଜିଲାର ୬୨, ମୟୂରଭଞ୍ଜ ଜିଲାର…
ଡିସିପିଓଙ୍କ ଚିଠିକୁ ବିଡିଓ, ସିଡିପିଓ ଦେଇଥିଲେ ଅଧିକ ଗୁରୁତ୍ୱ
ସୋନପୁର, ୭ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଗ୍ରାମାଞ୍ଚଳରେ ସଚେତନତା ନମ୍ବର ପ୍ଲେଟ୍ ପ୍ରଦାନ ନାଁରେ ବଡ ଧରଣର ଠକେଇ ହୋଇଛି। ବିହାରର ରୋହତସ ଜିଲା ବହୁଆରା ଅଞ୍ଚଳର ମନୋଜ କୁମାର ଗୁପ୍ତା ନାମକ ବ୍ୟକ୍ତି ଜିଲା ପ୍ରଶାସନର ସହଯୋଗରେ ଲୋକଙ୍କୁ ଠକିଛନ୍ତି ।…
ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରଚାରକୁ ଓହ୍ଲାଇବେ ନବୀନ, ଧର୍ମେନ୍ଦ୍ର
ଭୁବନେଶ୍ୱର,୭।୫(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହେବ। ହାତରେ ଆଉ ମାତ୍ର ୨ ଦିନ ଥିବାରୁ ନିର୍ବାଚନ ପ୍ରଚାର ଶେଷସୀମାରେ ପହଞ୍ଚିଛି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀମାନେ ଘରଘର ବୁଲି…
ମଣ୍ଡି ଖୋଲିଲାନି, ରାସ୍ତା ଉପରେ ଧାନ
ବରଗଡ଼ ଅଫିସ୍/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ ମଣ୍ଡି ଗୁଡ଼ିକ ଖୋଲିଥାନ୍ତା ଏବଂ ଧାନ ସଂଗ୍ରହ ଆରମ୍ଭ ହୋଇଥାନ୍ତି। ତେବେ ବୈଠକର…
ଶୁଖୁଛି ନାଗାବଳୀ, କମୁଛି ପାଣି
ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର ଆଧାର ପାଲଟିଛି। କୃଷି କ୍ଷେତ୍ରରୁ ଆରମ୍ଭ କରି ଜନସାଧାରଣଙ୍କ ଶୋଷ ମେଣ୍ଟାଇବାରେ ପ୍ରମୁଖ…
୧୦ ଏକର ଜମିରେ ୮ଫୁଟ୍ର ପାଣି
ପାପଡ଼ାହାଣ୍ଡି, ୭ା୫ (ଡି.ଏନ୍.ଏ.) ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ବିରିଗୁଡା ଦେଇ ଯାଇଥିବା ଭାରତମାଳା ରାସ୍ତାରେ ପୋଲ ସ୍ଥାନାନ୍ତର ଯୋଗୁ ୧୦ ଏକର ଜମିରେ ପାଣି ଜମିଛି। କାଳ ବୈଶାଖୀ ବର୍ଷାରେ ବର୍ତମାନ ଜମିରେ ୮ ଫୁଟ ଉଚ୍ଚର ପାଣି ଜମି…
ସପ୍ତାହେ ନ ପୂରୁଣୁ ରାସ୍ତାରୁ ଉଠିଲାଣି ପିଚୁ
ଚନ୍ଦାହାଣ୍ଡି, ୭ା୫ (ଡି.ଏନ୍.ଏ.) ଗ୍ରାମାଞ୍ଚଳରେ ଯାତାୟାତକୁ ସୁଗମ କରିବା ଲକ୍ଷ୍ୟରେ ନବରଙ୍ଗପୁର ଜିଲା ଚନ୍ଦହାଣ୍ଡି ବ୍ଲକ ଭତାଝରରୁ ଧୁରୁଆପଡ଼ା ରାସ୍ତାକୁ ଏସ୍ଆର ଫଣ୍ଡରେ ସଡ଼କ ଯୋଜନାରେ ସାମିଲ କରି ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପକ୍କା ସଡକ ତିଆରି ହେଲା। ଟଙ୍କା…
୬ ଦିନ ହେଲା ବାଲିଯାତ୍ରା ପଡ଼ିଆ ଅନ୍ଧାର
ପାରାଦୀପ, ୭ା୫(ସ୍ବ.ପ୍ର.) ପାରାଦୀପର ସବୁଠାରୁ ଚିତ୍ତବିନୋଦନ ସ୍ଥାନ ବାଲିଯାତ୍ରା ପଡ଼ିଆ ତଥା ବତୀଘର ପାଖ ସମୁଦ୍ର ବେଳାଭୂମି ଗତ ୬ ଦିନ ହେଲା ଅନ୍ଧାରରେ ରହିଛି। ଏହାଦ୍ୱାରା ଉକ୍ତ ସ୍ଥାନ ସା ପରଠାରୁ ଶୂନଶାନ ହେବା ସହ ଭୟାତୁର ପରିବେଶ ସୃଷ୍ଟି…
ସରକାରୀ ଜମିରୁ ଚାଲିଛି ମାଟି ଚାଲାଣ
ପଟ୍ଟାମୁଣ୍ଡାଇ, ୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭା ଗ୍ରାମସ୍ଥ ବ୍ରାହ୍ମଣୀ ନଦୀ ପଠାରୁ ବେଆଇନ ଭାବେ ମାଟି ଖୋଳାଯାଇ ଚାଲାଣ କରାଯାଉଛି। ଜେସିବି ଲଗାଇ ନଦୀପଠାର ମାଟିକୁ ତଡ଼ାଯାଉଛି। ପରେ ଏହାକୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କୁ ବିକ୍ରି କରାଯାଉଛି।…
ଏନ୍ଜିଟି ନିୟମ ମାନୁନାହାନ୍ତି ଇଟା ବ୍ୟବସାୟୀ
କେନ୍ଦ୍ରାପଡ଼ା ଅଫିସ, ୭ା୫: ମେ’ମାସରେ ତାତି ବଢ଼ିଛି। ଗତ ସପ୍ତାହରେ ତାପମାତ୍ରା ୪୦ ଡିଗ୍ରୀ ଟପି ସାରିଛି। ଏହା ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ ନାଲି ଇଟା ଭାଟିରୁ ନିଆଁ ଲିଭୁନି। ସେହିପରି ବାଲି ଚୋରାଚାଲାଣ ଜିଲାର ନଦୀଶଯ୍ୟାକୁ ବେହାଲ କରୁଛି। ଏନ୍ଓସି…
୫ ଗାଁକୁ ଖୋଲିବ ରାସ୍ତା
ରାଇକିଆ,୬ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶର ପଞ୍ଚାୟତର କୁରୁଗୁଡ଼ା ପୋଲର ଶିଳାନ୍ୟାସ କରିଛନ୍ତି ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ୫ ଊଦ୍ଧର୍ବ ଗାଆଁକୁ ସଂଯୋଗ କରୁଥିବା ଏହି ଏହି ରାସ୍ତା ଉପରେ ପୋଲ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ…
Archives


