ଅଟ୍ରୀ ଉଷ୍ଣ ପ୍ରସ୍ରବଣ ବିକାଶ ପାଇଁ ନକ୍ସା ପ୍ରସ୍ତୁତ
ବାଘମାରୀ,୧୪।୮(ଶୁଭକାନ୍ତ ମହାପାତ୍ର): ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପଞ୍ଚାୟତର ଅନତୀ ଦୂରରେ ରହିଛି ବାବା ହଟକେଶ୍ୱରଙ୍କ ପୀଠ। ଏଠାରେ ଥିବା ଅଟ୍ରୀ ଉଷ୍ଣ ପ୍ରସ୍ରବଣ ଅବହେଳିତ ଅବସ୍ଥାରେ ରହିଛି। ତେବେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ପ୍ରତିଶ୍ରୁତି ମୁତାବକ ଏହାର…
ଡିଜାଇନ୍ରେ ତ୍ରୁଟି ଯୋଗୁ ଭୁଶୁଡ଼ିଥିଲା ପୋଲ
ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ ପରେ ରାଜପଥ କର୍ତ୍ତୃପକ୍ଷଙ୍କ ରିପୋର୍ଟ ହସ୍ତଗତ ହୋଇଛି। ଡିଜାଇନରେ ତ୍ରୁଟି ଯୋଗୁ ପୋଲ…
ପାଇପ ବିଛାଇବା ପାଇଁ ଖୋଳି ଦେଉଛନ୍ତି ଗ୍ରାମ୍ୟ ରାସ୍ତା
ଭାପୁର,୧୪।୮(ଭରତ କୁମାର ବେହେରା): ରାଜ୍ୟ ସରକାର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ମେଗା ପ୍ରକଳ୍ପର ପରିକଳ୍ପନା କରିବା ସହିତ ଏଥିପାଇଁ ସ୍ବତନ୍ତ୍ର ଅର୍ଥର ବ୍ୟବସ୍ଥା କରିଛନ୍ତି। ତେବେ କାମ କରୁଥିବା ଠିକା ସଂସ୍ଥାର ମନମୁଖୀ କାମ…
ବିଣ୍ଡା ସିମେଣ୍ଟରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ
ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଛି। ତେବେ ଅଭିଯୋଗ ଶୁଣିବା ପରେ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ କୌଣସି ଅନିୟମିତତାକୁ…
ବାରଣ୍ଡାରେ ଚିକିତ୍ସିତ ହେଉଛନ୍ତି ରୋଗୀ
ନୟାଗଡ଼,୧୪ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଶୋଇ ଚିକିସତ୍ିତ ହେଉଛନ୍ତି। ଏଭଳି ଘଟଣା ଦିନକର ନୁହେଁ। ପ୍ରାୟ ୧୫ ଦିନ ହେଲା ଏହି ଅବ୍ୟବସ୍ଥା ଲାଗି ରହିଛି। ସେପଟେ ସରକାରୀ ରେକର୍ଡ କହୁଛି…
ରାଜ୍ୟ ସ୍କୁଲ ଓପନ ଚେସ୍: ସାଇ ରଞ୍ଜନ ଚାମ୍ପିୟନ
ଭୁବନେଶ୍ୱର, ୧୪ା୮, (ବିଜୟ ରଣା): ଡିଏଭି ପବ୍ଲିକ ସ୍କୁଲ ୟୁନିଟ୍-୮ ଓ ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ (ଓଏସ୍ସିଏ)ର ମିଳିତ ଆନୁକୂଲ୍ୟରେ ରାଜ୍ୟ ସ୍କୁଲ ଓପନ ଚେସ୍ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ଟାଉନ୍ର ସାଇ ରଞ୍ଜନ ମିଶ୍ର ୫.୫…
ପାହାଳରେ ୟାମାହାର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୧୪।୮(ଅଭୟ ଦାଶ): ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ‘ୟାମାହା ମୋଟର ଇଣ୍ଡିଆ’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱର ନିକଟସ୍ଥ ପାହାଳଠାରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଇଷ୍ଟର୍ନ ଇଣ୍ଡିଆରେ ଏହା ସର୍ବବୃହତ ୟାମାହା ଦୁଇ ଚକିଆ ଗାଡି ଶୋ’ରୁମ୍…
କଅଁଳ କାନ୍ଧରେ ବସ୍ତାନି ବୋଝ
ମହାକାଳପଡ଼ା,୧୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ପିଲାମାନଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହେବା ପାଇଁ ପ୍ରଚୁର ପରିମାଣରେ ଭିଟାମିନ ଆବଶ୍ୟକତା ରହିଛି। ତେବେ ଏହି କୋମଳମତି ପିଲାମାନଙ୍କର ପ୍ରାରମ୍ଭ କାଳରୁ ଶରୀର ଗଠନ ବିକଶିତ ହେବା ପୂର୍ବରୁ ଶାରୀରିକ କଷ୍ଟ ଅନୁଭବ…
ଫିଲିଙ୍ଗ ଷ୍ଟେଶନ ଉଦ୍ଘାଟିତ
ଭୁବନେଶ୍ୱର,୧୪।୮: ସ୍ମାର୍ଟସିଟି ଭୁବନେଶ୍ୱରର ଖାଦ୍ୟପ୍ରିୟ ଲୋକଙ୍କ ପାଇଁ ଖାରବେଳ ନଗରଠାରେ ଏକ ନୂଆ ମଲଟି କ୍ୟୁଜେନ ରେଷ୍ଟୁରାଣ୍ଟ (ରେସ୍ତୋରାଁ) ଫିଲିଙ୍ଗ ଷ୍ଟେଶନ୍ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥି…
ସେନ୍କୋର ସ୍ବତନ୍ତ୍ର ଫ୍ରିଡମ୍ ଅଫର
ଭୁବନେଶ୍ୱର,୧୪।୮: ସେନ୍କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡ୍ସ ପକ୍ଷରୁ ଏକ ଆକର୍ଷଣୀୟ ଏବଂ ସ୍ବତନ୍ତ୍ର ଫ୍ରିଡମ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ସ୍ବାଧୀନତା ଦିବସ ଉପଲକ୍ଷେ ସେନ୍କୋର ସ୍ବତନ୍ତ୍ର ଫ୍ରିଡମ୍ ଅଫର ସମସ୍ତ ସେନ୍କୋ ଷ୍ଟୋରରେ ଶୁଭାରମ୍ଭ କରାଯାଇଛି।…
ବେଦାନ୍ତର ଦକ୍ଷତା ପ୍ରଶିକ୍ଷଣ ସମ୍ପ୍ରସାରିତ
ଭୁବନେଶ୍ୱର,୧୪।୮ (ଅଭୟ ଦାଶ): ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଓଡିଶା ଏବଂ ଛତିଶଗଡ ୟୁନିଟ କାର୍ଯ୍ୟ ପରିସର ମଧ୍ୟରେ ଯୁବକମାନଙ୍କ ପାଇଁ ବିଶେଷ…
ଅବଧିର ୪ ବର୍ଷ ପରେ ବି ସରିଲାନି ନିର୍ମାଣ
ଯାଜପୁର ଅଫିସ,୧୪ା୮: ପରସେଣ୍ଟେଜ୍(ପିସି) କାରବାରର ଅବସାନ ଏବଂ ପ୍ରଶାସନର ସ୍ବଚ୍ଛତା ପାଇଁ ରାଜ୍ୟ ସରକାର ସ୍ଲୋଗାନ ଦେଇ ଚାଲିଥିବାବେଳେ ଏହାର ବିପରୀତ ଦୃଶ୍ୟ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗରେ ଦେଖିବାକୁ ମିଳୁଛି। ଏହି ବିଭାଗରେ ବାର୍ଷିକ ବିପୁଳ କୋଟି ଟଙ୍କା…

