Home Left

ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର, ପିଲାଙ୍କ ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ପ୍ରଧାନ ଶୁକ୍ରବାର ରାତିରେ ଉକ୍ତ ବିଦ୍ୟାଳୟର ଦୁଇ ମହିଳା…

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ଗ୍ରାମର ଭାସ୍କର ଗୋପାଳଙ୍କ ସ୍ତ୍ରୀ ପ୍ରେମଲତାଙ୍କ ଗତ ଗୁରୁବାର ଘର ମଧ୍ୟରେ ବେକରେ ରଶି ଲଗାଇ ମୃତ୍ୟୁ ଘଟିଥିଲା। ଶାଶୁଘର ଲୋକେ ପ୍ରେମଲତାଙ୍କ ପରିବାର ଲୋକଙ୍କୁ ନ ଜଣାଇ…

ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ବିରୋଧରେ ଏତଲା

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଷିପୁରା ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ବିରୋଧରେ ଶନିବାର ଟାଉନ ଥାନାରେ ଭିନ୍ନସକ୍ଷମ ସାଥୀଭରସା ସଂଘ ପକ୍ଷରୁ ଲିଖିତ ଏତଲା କରାଯାଇଛି। ଦିବ୍ୟାଙ୍ଗମାନଙ୍କୁ କଟୁ ଭାଷା ପ୍ରୟୋଗ ସହ ବିଧାୟକ ଥଟ୍ଟା ପରିହାସ…

ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ଅଭିଯୋଗ ଭିତ୍ତିହୀନ, ତଦନ୍ତ ପରେ ପଡ଼ିଲା ଜଣା

କେସିଙ୍ଗା,୧୨ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଉତକେଲା ପଞ୍ଚାୟତର କୋକୋଡ଼ମାଲ ଗ୍ରାମର ସୁଲୋଚନା ବାଗ୍‌ (୮୦) ଓ ସୁମିତ୍ରା ପଟ୍ଟନାୟକ ଏକ ବର୍ଷ ହେଲା ଭତ୍ତା ପାଇ ନ ଥିବାର କେସିଙ୍ଗା ବିଡିଓ କୌଣସି ସୂତ୍ରରୁ ଖବର ପାଇ ତଦନ୍ତ…

ଅଜବ ସ୍କୁଟର: ଦେଖିବାକୁ ଓଲଟା, ଗଡୁଛି ସିଧା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘ଇନ୍‌ଷ୍ଟାଗ୍ରାମ୍‌’ରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ଜଣେ ଯୁବକ ଏକ ଅଜବ ସ୍କୁଟର ଚଳାଉଥିବାର ନଜର ଆସିଛନ୍ତି। ସ୍କୁଟରକୁ ଏପରି ରୂପାନ୍ତରିତ କରାଯାଇଛି ଯେ, ଦେଖାଯାଉଛି ଆରୋହୀ ଏହାକୁ ଓଲଟା ଚଢୁଛନ୍ତି। ଏହାର ଡିଜାଇନ…

ଆଜାଙ୍କ ଦଶାହରେ ଚାଲିଗଲା ୨ ନାତିଙ୍କ ଜୀବନ

ସୋର,୧୨।୮: ଅଜାଙ୍କ ଦଶାହରେ ଚାଲିଗଲା ୨ ନାତିଙ୍କ ଜୀବନ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ବାଗୁଡ଼ି ଅଞ୍ଚଳରେ। ଲଣ୍ଡା ହୋଇ ଗାଧାଉଥିବା ବେଳେ ପାଣିରେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଦେଲେ ୱାଦା…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୮(ସୂର୍ଯ୍ୟକାନ୍ତ ବେହେରା): ଶନିବାର ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ ଯୁବକଙ୍କ ଗୋଡ଼ ଓ ଛାତିକୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବର୍ତ୍ତମାନ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜୀବନ

ଅହମ୍ମଦାବାଦ, ୧୨।୮: ଗୁଜରାଟର ଅହମ୍ମଦାବାଦ ଜିଲା ବାଭଲା- ବଗୋଦରା ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଶିଶୁ, ୫ ମହିଳାଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଗୁରୁତର ହୋଇଛନ୍ତି। ଖେଡ଼ା ଜିଲା…

ଆଖିରେ ପଟି ବାନ୍ଧି ପଢନ୍ତି ବହି, ବଲ୍‌ ଛୁଇଁ ଏହାର ରଙ୍ଗ କହିଦିଅନ୍ତି ଏହି କୁନି ପିଲା

କିଛି ସମୟ ପାଇଁ ଆଖି ବନ୍ଦ କଲେ ସବୁକିଛି ଯେମିତି ଅନ୍ଧାର ଦେଖାଯାଏ। ଆଖି ବୁଜି ପଢ଼ିବା କଥା ତ ବହୁ ଦୂରରେ। ମାତ୍ର ଜଣେ ପିଲା ଯିଏ କି ଆଖି ବୁଜି ବହି ପଢ଼ିଥାନ୍ତି। ଏପରିକି ବଲ୍‌ ଛୁଇଁ ଏହର…

ମୋରଡ଼ା ଗସ୍ତରେ ୫-ଟି ସଚିବ, ଛାତ୍ରୀଛାତ୍ରଙ୍କ ସହ ନେଲେ ସେଲ୍‌ଫି

ମୋରଡ଼ା,୧୨ା୮(ସ୍ମାରକୀ ମାଜୀ): ୫-ଟି ସଚିବ ଭି.କେ ପାଣ୍ଡିଆନ ଶୁକ୍ରବାରଠାରୁ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଥିବା ବେଳେ ଆଜି ଦ୍ୱିତୀୟ ଦିନରେ ହେଲିକପ୍ଟର ଯୋଗେ ମୋରଡ଼ା ବ୍ଲକ ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ ପହଞ୍ଚିଥିଲେ। ଆୟୋଜିତ ସଭାରେ ଯୋଗଦେଇ ଲୋକଙ୍କ ଅଭିଯୋଗ, ପ୍ରସ୍ତାବଗୁଡ଼ିକୁ…

ଯୁବକଙ୍କୁ ଘେରିଗଲେ ୩ ଭାଲୁ: ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଧର୍ମଗଡ଼ ବ୍ଲକ ଅଧୀନ ବଡ଼ଘୁମର ଗ୍ରାମର ଭୋଦେ ଗୋପାଳ(୩୦)। ତାଙ୍କୁ ଚିକିତ୍ସା ପାଇଁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା…

ପଞ୍ଚଭୂତରେ ବିଲୀନ ହେଲେ ବୀର ଯବାନ

ଆନନ୍ଦପୁର,୧୨।୮(ସନ୍ତୋଷ ରାଉତ): ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିଥିଲା। ପରେ ତାଙ୍କ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆନନ୍ଦପୁର ବୈତରଣୀ ନଦୀ କୂଳରେ ଶେଷକୃତ୍ୟ ସମ୍ପର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?