Home Left

ମରିନାହାନ୍ତି ‘ରେହମାନ ଡାକାୟତ୍’, ଫ୍ୟାନ୍ସଙ୍କ ଦାବି ପରେ ଧୁରନ୍ଧର ନିର୍ଦ୍ଦେଶକ ନେଲେ ବଡ ନିଷ୍ପତି

ମୁମ୍ବାଇ: ବକ୍ସ ଅଫିସରେ ଐତିହାସିକ ସଫଳତା ପାଇଥିବା ଚଳଚ୍ଚିତ୍ର ‘ଧୁରନ୍ଧର’ର ସିକ୍ୱେଲକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦର୍ଶକଙ୍କ ପ୍ରବଳ ଦାବି ଏବଂ ‘ରେହମାନ ଡାକାୟତ୍’ ଚରିତ୍ରର ଲୋକପ୍ରିୟତାକୁ ଦେଖି ନିର୍ଦ୍ଦେଶକ ଆଦିତ୍ୟ ଧର ‘ଧୁରନ୍ଧର-୨’ର କାହାଣୀରେ ପରିବର୍ତ୍ତନ…

ଶିଶୁକୁ ବି ଛାଡିଲେନି….୫ ବର୍ଷର ଶିଶୁଙ୍କୁ ସରପଞ୍ଚଙ୍କ ଯୌନ ନିର୍ଯାତନା, ମାଡ଼ ମାରି….

ନୂଆଦିଲ୍ଲୀ,୧୪।୧:   ତେଲେଙ୍ଗାନାର ୟଦାଦ୍ରି ଭୁବନଗିରି ଜିଲ୍ଲାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି ।ଭୁବନଗିରି ମଣ୍ଡଳର ପେଞ୍ଚଲାପାଡୁ ଗାଁରେ, ସମାଜର ରକ୍ଷକ ଭାବରେ ବିବେଚିତ ପୂର୍ବତନ ସରପଞ୍ଚ ଏଲାୟା ଭକ୍ଷକ ସାଜିଛନ୍ତି । ଅଭିଯୁକ୍ତ ଏଲାୟାଙ୍କ ବିରୁଦ୍ଧରେ ଜଣେ ୫ ବର୍ଷର…

ଶତକ ମାରିବା ପରେ ବ୍ୟାଟ୍‌ ଉଠାଇ ସିଟି ମାରିଲେ କେ ଏଲ୍‌ ରାହୁଲ? ସେଲିବ୍ରେଶନ ପଛର କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୪।୧: ଯେତେବେଳେ ଟିମ ଇଣ୍ଡିଆ ବ୍ୟାକଫୁଟ୍‌ରେ ଥାଏ ଅର୍ଥାତ ରୋହିତ ଶର୍ମା, ଶୁଭମନ ଗିଲ, ବିରାଟ କୋହଲି ଓ ଶ୍ରେୟସ ଅୟରଙ୍କ ଭଳି ବଡ଼ ବଡ଼ ବ୍ୟାଟ୍ସମ୍ୟାନ ନିରାଶ କରନ୍ତି, ସେହି ସମୟରେ ଏକମାତ୍ର ଖେଳାଳି ଯିଏକି ବାରମ୍ବାର କମାଲ କରି…

ମହାଆଡ଼ମ୍ବରରେ କୁଶୁର୍ଲାରେ ଆରମ୍ଭ ହେଲା ମକର ମେଳା, ମକର ଚାଉଳ ପାଇ…

କର୍ଲାମୁଣ୍ଡା,୧୪।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ଗ୍ରାମ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠରେ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ.ରାମପୁର ଆଦି ବ୍ଲକ ଅଞ୍ଚଳର ୪୪ ଖଣ୍ଡ ଗ୍ରାମକୁ ନେଇ ଗଠିତ ହୋଇଥିବା ମିଳିତ…

ଜୁବିନ୍ ଗର୍ଗଙ୍କ ମୃତ୍ୟୁ ମାମଲା: ବଡ ଖୁଲାସା କଲା ସିଙ୍ଗାପୁର ପୋଲିସ

ନୂଆଦିଲ୍ଲୀ,୧୪।୧: ଲୋକପ୍ରିୟ ଆସାମୀ ସଙ୍ଗୀତଶିଳ୍ପୀ ଜୁବିନ୍ ଗର୍ଗଙ୍କ ମୃତ୍ୟୁକୁ ନେଇ ସିଙ୍ଗାପୁର କୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଯାଇଛି। ସିଙ୍ଗାପୁର ପୋଲିସର ତଦନ୍ତ ଅନୁସାରେ, ଜୁବିନ୍‌ଙ୍କ ମୃତ୍ୟୁ ପଛରେ କୌଣସି ଅପରାଧିକ ଷଡ଼ଯନ୍ତ୍ର ନାହିଁ। ବୁଧବାର କରୋନର୍ କୋର୍ଟରେ ଦାଖଲ ହୋଇଥିବା…

୨୦ କେଜିର ଗଞ୍ଜେଇ ଜବତ କଲା ପାଟପୁର ପୋଲିସ, ନୂଆଦିଲ୍ଲୀର ଦୁଇ ଯୁବକ ଗିରଫ

ଦିଗପହଣ୍ଡି,୧୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବସଷ୍ଟାଣ୍ଡ ନିକଟରୁ ବୁଧବାର ସକାଳେ ୨୦ କେଜି ୮ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହାସହ ସେଣ୍ଟ୍ରାଲ ନୂଆଦିଲ୍ଲୀ ପଟେଲ ନଗରର ଦୁଇଜଣ ଅଣଓଡ଼ିଆ ଯୁବକଙ୍କୁ ପାଟପୁର…

ଗ୍ରୀନଲ୍ୟାଣ୍ଡ ଉପରେ ଆମେରିକାର ନିୟନ୍ତ୍ରଣ ଜରୁରୀ: ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ,୧୪।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ପୁଣି ଥରେ ଏକ ବଡ଼ ବୟାନ ଦେଇଛନ୍ତି। ବୁଧବାର ସେ କହିଛନ୍ତି ଯେ, ଆମେରିକାର ଜାତୀୟ ସୁରକ୍ଷା ଏବଂ ନୂତନ ମିସାଇଲ ପ୍ରତିରକ୍ଷା ପ୍ରଣାଳୀ ‘ଗୋଲ୍ଡେନ ଡୋମ’ର ସଫଳତା ପାଇଁ ଗ୍ରୀନଲ୍ୟାଣ୍ଡ…

ମିଲର୍ସଙ୍କ ମନମାନି ପାଇଁ ଚାଷୀ ଖର୍ଚ୍ଚରେ ଯାଉଛି ଧାନ, ମଣ୍ଡି ପରିଦର୍ଶନ କଲେ ସମବାୟ ଉପନିବନ୍ଧକ

କୁନ୍ଦୁରା, ,୧୪।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ଅଧୀନରେ ଚାଲିଥିବା ଖରିଫ ମଣ୍ଡି ପରିଦର୍ଶନ କରିଛନ୍ତି ଡିଆରସିଏସ । ଚଳିତ ଖରିଫ ଋତୁରେ ଦେଖିବାକୁ ମିଳୁଛି ଅଜବ ସମସ୍ୟା। ଚାଷୀଙ୍କ ଧାନ ନେବାକୁ ଗାଡି ପଠାଉ ନାହାନ୍ତି ମିଲର୍ସ ।…

ଝଲସୁଛି ସହିଦ ରେଣ୍ଡୋ ମାଝୀ ମଞ୍ଚ, ୨୫ଦିନରେ ତିଆରି କରିଛନ୍ତି ୧୫ କାରିଗର

ଭବାନୀପାଟଣା,୧୪।୧( ଉତ୍ତମ କୁମାର ଦାଶ): ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ମୁଖ୍ୟ ଆକର୍ଷଣ ହେଉଛି ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ସହିଦ ରେଣ୍ଡୋ ମାଝୀ ମଞ୍ଚ। ମଞ୍ଚ ପ୍ରସ୍ତୁତି କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ କଳାହାଣ୍ଡି କଲେଜ ଅଫ ଆର୍ଟ…

ବାଇକରେ ଯାଉଥିବା ବେଳେ ଅଘଟଣ, ମାଞ୍ଜାସୂତା ଲାଗି କଟିଗଲା ଯୁବକଙ୍କ ନାକ…

ଢେଙ୍କାନାଳ,୧୪।୧(ରତନ ନାୟାର): ମାଞ୍ଜାସୂତା ଲାଗି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଢେଙ୍କାନାଳ ସହରର ପ୍ରମୁଖ ବଜାର ମୀନାବଜାର ଅଂଚଳରେ ବୁଧବାର ଅପରାହ୍ନରେ କିଛି ଯୁବକ ମାଞ୍ଜା ସୂତା ଲଗାଇ ଗୁଡି ଉଡାଉଥିଲେ । ସେହି ସମୟରେ ପ୍ରମୁଖ ରାସ୍ତାରେ ବାଇକରେ…

Post Officeର RD ସ୍କିମ୍‌ରେ ମାସକୁ ରଖନ୍ତୁ ୧୦,୦୦୦ ଟଙ୍କା, ୫ ବର୍ଷ ପରେ ମାଲାମାଲ !

ନୂଆଦିଲ୍ଲୀ,୧୪।୧: ଶେୟାର ବଜାର ଲଗାତାର ନିବେଶକଙ୍କୁ ନିରାଶ କରୁଛି। ୨୦୨୫ରେ ଭଲ ରିଟର୍ନ ନ ମିଳିବା ପରେ ୨୦୨୬ର ଆରମ୍ଭ ମଧ୍ୟ ଭଲ ହୋଇନାହିଁ। ବଜାର ନିରନ୍ତର ତଳକୁ ଯାଉଛି ଏବଂ ନିବେଶକମାନେ ଏବେ ପୁଣିଥରେ ସୁରକ୍ଷିତ ବିକଳ୍ପ ଆଡ଼କୁ ଫେରୁଛନ୍ତି।…

ଲୋକଙ୍କ ସୁଖଦୁଃଖ ସମୀକ୍ଷା କଲେ ଛାତ୍ରୀଛାତ୍ର, ଶୀତକାଳୀନ ସ୍ଵତନ୍ତ୍ର ସେବା…

ଭଞ୍ଜନଗର,୧୪/୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଚାଲିଥିବା ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ବୁଧବାର ତୃତୀୟ ଦିବସରେ ପହଞ୍ଚିଛି । ଆଜି ଛାତ୍ରୀଛାତ୍ରମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri