ବେଦାନ୍ତ ଆଲୁମିନିୟମର ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୧୨।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ କାର୍ଯ୍ୟ ପରିସରରେ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏପରିକି ସପ୍ତାହବ୍ୟାପୀ ଆୟୋଜିତ ଉକ୍ତ ଅଭିଯାନରେ ଉଭୟ ମା…
ପଞ୍ଜାବ ଓ ହରିୟାଣା ହାଇକୋର୍ଟଙ୍କ ରହିତାଦେଶ
ଚଣ୍ଡିଗଡ଼, ୧୨ା୮ଶନିବାର ହେବାକୁଥିବା ବହୁପ୍ରତୀକ୍ଷିତ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ଉପରେ ରହିତାଦେଶ ଜାରି କହିଛନ୍ତି ପଞ୍ଜାବ ଓ ହରିୟାଣା ହାଇକୋର୍ଟ। ଡବ୍ଲ୍ୟୁଏଫ୍ଆଇ ନିର୍ବାଚନରେ ହରିୟାଣା ଆମେଚର ରେସ୍ଲିଂ ଆସୋସିଏଶନ (ଏଚ୍ଏଡବ୍ଲ୍ୟୁଏ)କୁ ଭୋଟ ଦାନ ଅଧିକାର ମିଳିଥିବା ବେଳେ ସେମାନଙ୍କୁ…
ଏଏମ୍ଏନ୍ଏସ ଇଣ୍ଡିଆ ପକ୍ଷରୁ ରିଲିଫ୍ ସାମଗ୍ରୀ ପ୍ରଦାନ
ଭୁବନେଶ୍ୱର,୧୨।୮: ଆର୍ସଲରମିତଲ ନିପ୍ପନ୍ ଷ୍ଟିଲ୍ (ଏଏମ୍ଏନ୍ଏସ) ଇଣ୍ଡିଆ ବନ୍ୟା ପ୍ରପିଡିତ ଗ୍ରାମାଞ୍ଚଳଗୁଡିକରେ ରିଲିଫ ବିତରଣ ପାଇଁ ଆବଶ୍ୟକୀୟ ରିଲିଫ ସାମଗ୍ରୀ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ପ୍ରଶାସନକୁ ପ୍ରଦାନ କରାଯାଇଛି। ଏପରିକି କୁଜଙ୍ଗ ବ୍ଲକରେ ବନ୍ୟା ଯୋଗୁଁ ଜନଜୀବନ,ପଶୁସମ୍ପଦ ଓ ସମ୍ପତିରେ…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୧୨।୭: କ୍ରମାଗତ ୨ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର…
୬.୫୩ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ସଂଗ୍ରହ
ନୂଆଦିଲ୍ଲୀ,୧୨।୭ (ଅଭୟ ଦାଶ): କ୍ରମାଗତ ଭାବେ ଦେଶର ଟିକସ ସଂଗ୍ରହ ବୃଦ୍ଧି ପାଉଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷରେ ଟିକସରୁ ସରକାରଙ୍କ ଆୟ କ୍ରମାଗତ ଭାବେ ବୃଦ୍ଧି ପାଇଛି। ଶୁକ୍ରବାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସେସ୍ (ସିବିଡିଟି) ପକ୍ଷରୁ…
ଭାରତ-ମାଲେସିଆ ଫାଇନାଲ
ଚେନ୍ନାଇ, ୧୨।୮: ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟର ଫାଇନାଲ ଭାରତ ଓ ମାଲେସିଆ ମଧ୍ୟରେ ଅନୁଷ୍ଠିତ ହେବ। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ପୂର୍ବତନ ଚାମ୍ପିୟନ ଦକ୍ଷିଣ କୋରିଆକୁ ୬-୨ ଗୋଲରେ ହରାଇ ମାଲେସିଆ ପ୍ରଥମଥରପାଇଁ ଫାଇନାଲରେ ପ୍ରବେଶ…
ଓଡ଼ିଶା ମିଲେଟ୍ ମିଶନ ପାଇଁ ୧୨,୬୮୭ କୋଟି ମଞ୍ଜୁରୀ
ଭୁବନେଶ୍ୱର,୧୨ା୮(ଅନିଲ ଦାସ): ପୁଷ୍ଟି ଶସ୍ୟର ପ୍ରସାର ଏବଂ ଆଦିବାସୀ ଅଞ୍ଚଳରେ ଚାଷ ଜମି ଓ ଖାଦ୍ୟ ପ୍ରଣାଳୀରେ ପୁଷ୍ଟି ଶସ୍ୟର ପୁନଃପ୍ରଚଳନ ନିମନ୍ତେ ରାଜ୍ୟରେ ଓଡ଼ିଶା ମିଲେଟ୍ ମିଶନ ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ୨୦୧୭-୧୮ ଆର୍ଥିକ ବର୍ଷଠାରୁ କାର୍ଯ୍ୟକାରୀ ହେଉଛି।…
‘ନୂଆ ଉନ୍ନତ ଅଭିଳାଷ ଓଡ଼ିଶା’ ଯୋଜନାକୁ ବିରୋଧୀଙ୍କ ଟାର୍ଗେଟ
ଭୁବନେଶ୍ବର, ୧୨ା୮(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ସମୟ ପାଖେଇ ଆସୁଥିବା ବେଳେ ଯୁବ ଭୋଟରଙ୍କ ଉପରେ ବିଜେଡି ଫୋକସ୍ କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଶୁକ୍ରବାର ରାଜ୍ୟ ସରକାର କ୍ୟାବିନେଟ୍ରେ ନୂଆ ଉନ୍ନତ ଅଭିଳାଷା ଓଡିଶା ସମ୍ପର୍କିତ ନୂଆ…
ମଣିପୁର ଜଳୁଥିବାବେଳେ ପ୍ରଧାନମନ୍ତ୍ରୀ ମଜାକ ଉଡ଼ାଉଛନ୍ତି: ରାହୁଲ
ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁରରେ ଜଳୁଥିବା ହିଂସାର ନିଆଁକୁ ଲିଭାଇାକୁ ଚାହୁଁନାହାନ୍ତି, ଯାହା ହେଉଛି ବାସ୍ତବ ସତ୍ୟ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଗଣମାଧ୍ୟମକୁ କହିଛନ୍ତି। ପ୍ରଧାନମନ୍ତ୍ରୀ ଗୁରୁବାର ପାର୍ଲାମେଣ୍ଟରେ କହୁଥିବାବେଳେ ମଜାକ ଉଡ଼ାଉଥିଲେ। ଏନ୍ଡିଏ ସଦସ୍ୟମାନେ…
ବିଜେଡି, ଭାଜପା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ
ଭୁବନେଶ୍ବର, ୧୨ା୮(ସୁନିତ୍ ମିଶ୍ର): ୧୭ ମିଳିତ ବିରେଧୀ ଦଳର ଏକ ରାଜନୈତିକ ସମ୍ମିଳନୀ ଭୁବନେଶ୍ୱରଠାରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମ୍ପ୍ରତିକ ରାଜନୈତିକ, ସାମାଜିକ ତଥା ଅର୍ଥନୈତିକ ପରିସ୍ଥିତି ସମ୍ପର୍କରେ ଦୀର୍ଘ…
ବନ ବିଭାଗ ଦ୍ୱାରା ୧୩ ଦେଶୀ କୁଜି କଇଁଛ ଜବତ
ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦେଶୀ କଇଁଛ ମାଂସ ସହରକୁ ଚାଲାଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳୁଛି। ଏହାର ଚାହିଦା ସହର ଅଞ୍ଚଳରେ ରହିଛି ବୋଲି କୁହାଯାଇଛି। ଏହି ଅଞ୍ଚଳର କେତେଜଣ କଇଁଛ ବେପାରୀ…
ବନ୍ୟାରେ ଧୋଇଗଲା ଗ୍ରାମ୍ୟ ଉନ୍ନୟନ ରାସ୍ତା
ବରୀ,୧୨ା୮(ମହେନ୍ଦ୍ର ସ୍ବାଇଁ): ବରୀ କଳାମାଟିଆ ରାସ୍ତାଠାରୁ ବାଲୁଙ୍କେଶ୍ୱର ମନ୍ଦିର ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଚଳିତ ବର୍ଷ ସାମାନ୍ୟ ବନ୍ୟାରେ ଧୋଇଯାଇଛି। ଫଳରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବ୍ଲକ କାର୍ଯ୍ୟାଳୟ, ବରୀ-ରାମଚନ୍ଦ୍ରପୁର ଥାନାକୁ ଆସୁଥିବା ଲୋକେ…

