Home Left

ଖୁବ୍‌ଶୀଘ୍ର ଏସ୍‌ଏଚ୍‌ଜି ମହିଳାଙ୍କୁ ବଣ୍ଟାହେବ ଭେଣ୍ଡିଂଜୋନ୍‌

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ରାଜ୍ୟ ସରକାର ମହିଳା ସଶକ୍ତିକରଣକୁ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ମହିଳାମାନେ କିପରି ସ୍ବାବଲମ୍ବୀ ହେବେ ଏବଂ ଆଗକୁ ବଢିବେ ସେ ନେଇ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି କ୍ରମରେ ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏସ୍‌ଏଚ୍‌ଜି…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୨୭।୩: ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡର ଆଲୁମିନାର ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ ଲାଞ୍ଜିଗଡ ଏବଂ କଳାହାଣ୍ଡି ଜିଲା ଓଡ଼ିଶା ବ୍ଲଡ ସେଣ୍ଟରର ମିଳିତ ସହଯୋଗରେ…

କଟକରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ

କଟକ,୨୭।୩: ଦେଶର ପ୍ରମୁଖ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଟର୍ଟଲ ଓଡ଼ିଶା ବଜାର ପକ୍ଷରୁ ଆଉ ଏକ ନୂତନ ଆଉଟ୍‌ଲେଟର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ମଙ୍ଗଳାବାଗଠାରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌.ସ୍କୋୟାର ମାର୍କେଟିଂ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ…

ସବୁ ୱାର୍ଡରେ ଆମିଷ ବଜାର ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ବରର ଗଳିକନ୍ଦିଠାରୁ ଆରମ୍ଭ କରି ପ୍ରମୁଖ ରାସ୍ତା ଯାଏ ସବୁଠି ଆମିଷ ଦୋକାନ ଖୋଲୁଛି। ଫଳରେ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେବା ସହ ପରିବେଶ ଦୂଷିତ ହେଉଛି। ହକି ବିଶ୍ବକପ୍‌ ପୂର୍ବରୁ ବିଏମ୍‌ସି ପକ୍ଷରୁ ପ୍ରମୁଖ ରାସ୍ତାରୁ ଆମିଷ ବ୍ୟବସାୟୀଙ୍କୁ…

ଏଆଇସିଏଫ୍‌ ସଦସ୍ୟ ହେଲା କିଟ୍‌ ୟୁନିଭର୍ସିଟି

ଭୁବନେଶ୍ୱର, ୨୭ା୩ (ସ୍ପୋଟର୍‌ସ ବ୍ୟୁରୋ): ଦେଶ ଏକମାତ୍ର ତଥା ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌)ର ସଦସ୍ୟତା ହାସଲ କରିପାରିଛି କିଟ୍‌ ୟୁନିଭର୍ସିଟି। ଗତ ୧୫ବର୍ଷ ହେଲା ଓଡ଼ିଶା ଓ ଭାରତରେ ଚେସ୍‌ ଖେଳର ପ୍ରମୋଟ କରିବାରେ କିଟ୍‌ର…

ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ଅଣଦେଖା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ପୌରସଂସ୍ଥାରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମାନ ଗ୍ରାଚ୍ୟୁଇଟି ଟଙ୍କା ପ୍ରଦାନ କରାଯାଉ ନାହିଁ। ଅନ୍ୟ ସରକାରୀ କର୍ମଚାରୀଙ୍କୁ ମିଳୁଥିବା ଗ୍ରାଚ୍ୟୁଇଟି ପରିମାଣ ତୁଳନାରେ ପୌର କର୍ମଚାରୀଙ୍କୁ ଅଧା ଟଙ୍କା ମିଳୁଥିବାରୁ ଏଥିରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହୋଇଛି। ଯାହାକୁ…

ରାମେଶ୍ୱର ସ୍ପୋର୍ଟିଂର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ରାମେଶ୍ୱର ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ କମଳା ପରିଡ଼ା ସ୍ମାରକୀ (୫ମ ରାମେଶ୍ୱର କପ୍‌) କ୍ରିକେଟ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଛି। ଏହାର ପ୍ରଥମ ମ୍ୟାଚ୍‌ରେ ଅଧିନାୟକ ଶୁଭାଶିଷ ମଲିକଙ୍କ ବିସ୍ଫୋରକ ଶତକ ସହାୟତାରେ…

ଘୋଷଣାରେ ସୀମିତ ବାଲ୍ୟ ବିବାହମୁକ୍ତ ଗଞ୍ଜାମ

ଛତ୍ରପୁର,୨୭ା୩(ଡି.ଏନ୍‌.ଏ):ଗଞ୍ଜାମକୁ ବାଲ୍ୟବିବାହମୁକ୍ତ ଜିଲା ଭାବେ ୨୦୨୨ ଜାନୁଆରୀ ୩ରେ ଘୋଷଣା କରାଯାଇଥିଲା। ରାଜ୍ୟରେ ଏପରି ଘୋଷଣା ପ୍ରଥମ ବୋଲି ସେତେବେଳେ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେବେ ବାସ୍ତବରେ ଏହା ଘୋଷଣାରେ ସୀମିତ ରହିଛି। କାରଣ ଏବେବି ଜିଲାର ବିଭିନ୍ନ ସ୍ଥାନରେ ବାଲ୍ୟବିବାହ…

ରାଜ୍ୟ ବାହୁକୁସ୍ତି: କଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ରାଜ୍ୟ ବାହୁକୁସ୍ତି ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଜିଲାରୁ ମୋଟ ୧୫୦ ପ୍ରତିଯୋଗୀ ଭାଗ ନେଇଥିବାବେଳେ କଟକ ଦଳଗତ ଚାମ୍ପିୟନ ହୋଇଛି। ମହିଳା ବିଭାଗରେ ନଗ୍‌ମା ଆରା…

ଏମ୍‌କେସିଜିରେ ବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ

ବ୍ରହ୍ମପୁର ଅଫିସ,୨୭ା୩:ରାଜ୍ୟ ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ ଡାକ୍ତରଖାନାରେ ବାୟୋମେଟ୍ରିକ୍‌ ଉପସ୍ଥାନକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଡାକ୍ତର କେଉଁ ସମୟରେ ଆସୁଛନ୍ତି ଏବଂ କେତେବେଳେ ଯାଉଛନ୍ତି ତା’ର ଠିକ୍‌ ରେକର୍ଡ ରଖାଯାଇପାରିବ ବୋଲି ଆଶା କରାଯାଉଛି। ବ୍ରହ୍ମପୁର ବଡ…

ଭୁବନେଶ୍ୱର ସ୍କୁଲ୍ସ ଚେସ୍‌: ଲଳିତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୬ତମ ସ୍କୁଲ୍ସ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ୬ ରାଉଣ୍ଡବିଶିଷ୍ଟ ଏହି ପ୍ରତିଯୋଗିତାରେ କଟକ ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ଲଳିତ ରଞ୍ଜନ…

ଘରଭଡ଼ା ମିଳୁନି, ଥଇଥାନ ହୋଇପାରୁନାହାନ୍ତି କିନ୍ନର

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମରେ ରହୁଥିବା କିନ୍ନରମାନେ ଆଉ ଭିକ୍ଷା ମାଗିବେ ନାହିଁ। ଅନ୍ୟମାନଙ୍କ ଭଳି ସେମାନେ ମଧ୍ୟ ସ୍ବାବଲମ୍ବୀ ହେବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଭୁବନେଶ୍ୱରକୁ ଭିକ୍ଷୁକମୁକ୍ତ କରିବା ଅଭିଯାନର ଏକ ଅଂଶ ସ୍ବରୁପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri