Home Left

ଏସିଆ କପ୍ ପୂର୍ବରୁ ବାଲାଂଦେଶକୁ ମିଳିଲା ନୂଆ ଅଧିନାୟକ, ଏହି ଧୂରନ୍ଧର ନେବେ ନେତୃତ୍ବ

ନୂଆଦିଲ୍ଲୀ, ୧୧। ୮: ଆଇସିସି ଦିନିକିଆ ବିଶ୍ବକପକୁ ଆଉ ଦୁଇ ମାସରୁ କମ୍ ସମୟ ବାକି। ହେଲେ ଏହା ପୂର୍ବରୁ ଏସିଆ କପ୍ ଖେଳାଯିବ। ଅଗଷ୍ଟ ୩୧ରୁ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଏହା ଅନୁଷ୍ଠିତ ହେବ। ତେବେ ଏହି ଦୁଇ ଟୁର୍ନାମେଣ୍ଟ…

ଶିକ୍ଷକ ଆନ୍ଦୋଳନ : ଦାବି ପୁରଣ ନ ହେଲେ ଆସନ୍ତା ୧୬ରୁ ସମୁହ ଛୁଟି ଚେତାବନୀ

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର କେନ୍ଦୁଝରଠାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶିକ୍ଷକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ ଆଗରେ ଏକଜୁଟ ହୋଇ ବିକ୍ଷୋଭ ସଭାରେ ନିଜର…

ଭାରତୀୟ କୁସ୍ତି ମହାସଂଘ ନିର୍ବାଚନ ଉପରେ ରୋକ ଲଗାଇଲେ ହାଇକୋର୍ଟ, ଶନିବାର ହୋଇଥାନ୍ତା ଭୋଟିଂ

ଚଣ୍ଡିଗଡ, ୧୧। ୮: ପଞ୍ଜାବ-ହରିୟାଣା ହାଇକୋର୍ଟ ଭାରତୀୟ କୁସ୍ତି ମହାସଂଘ ନିର୍ବାଚନ ଉପରେ ରୋକ ଲଗାଇଛନ୍ତି। ଶନିବାର ଅର୍ଥାତ୍ ଅଗଷ୍ଟ ୧୨ରେ ନିର୍ବାଚନ ହେବାକୁ ଥିବା ବେଳେ ଆଗାମୀ ଆଦେଶ ପର୍ଯ୍ୟନ୍ତ ନିର୍ବାଚନ ଉପରେ ରୋକ ଲଗାଯାଇଛି। ସଂଘର ୧୫ ପଦ…

ସେନାଙ୍କ ସମର୍ଥନ ବିନା ଚାଲି ପାରିବ ନାହିଁ ସରକାର: ଶେହବାଜ ଶରିଫ

ଇସଲାମାବାଦ,୧୧।୮: ଶାସନ କ୍ଷମତାରେ ନ ଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ସ୍ବୀକାର କରିଛନ୍ତି ଯେ ତାଙ୍କ ସରକାର ଏକ ଶକ୍ତିଶାଳୀ ସୈନ୍ୟବାହିନୀର ସମର୍ଥନ ବିନା ଚାଲିପାରିବ ନାହିଁ। ଶରିଫଙ୍କ ବୟାନରେ ରାଜନୈତିକ ସଙ୍କଟରେ ଥିବା ଦେଶର ରାଜନୀତିରେ ସେନାର ଗୁରୁତ୍ୱପୂର୍ଣ୍ଣ…

ବିଶ୍ବକପରେ ଭାରତ-ପାକିସ୍ତାନ ମୁକାବିଲାକୁ ନୂଆ ନାମ ଦେଲେ ରୋହିତ୍

ନୂଆଦିଲ୍ଲୀ,୧୧। ୮: ଅକ୍ଟୋବର ୫ରୁ ଭାରତରେ କ୍ରିକେଟ ବିଶ୍ବକପ୍ ଖେଳାଯିବ। ଅର୍ଥାତ୍ ଏହି ଟୁର୍ଣ୍ଣାମେଣ୍ଟକୁ ଆଉ ୫୦ ଦିନ ବାକି। ଏହାର ପ୍ରଥମ ମ୍ୟାଚ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ହେଲେ ପ୍ରଶଂସକ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅକ୍ଟୋବର ୧୪ର ମୁକାବିଲାକୁ…

‘ହର ଘର ତ୍ରିରଙ୍ଗା’

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ୭୬ତମ ସ୍ବଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅଧୀନରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ନୂଆଦିଲ୍ଲୀ ସ୍ଥିତ ଡାକ ନିର୍ଦ୍ଦେଶାଳୟ…

ମିନି ଷ୍ଟାଡିୟମର ନାମକରଣକୁ ନେଇ ତେଜିଲା ବିବାଦ

ମୋରଡା,୧୧।୮(ସ୍ମାରକ ମାଜୀ): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଶନିବାର ମୟୂରଭଞ୍ଜ ଜିଲା ମୋରଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ବ୍ଲକର ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ହେଲେ ମିନି ଷ୍ଟାଡିୟମର…

କେବିସିର ପ୍ରତି ଏପିସୋଡ ଶୁଟିଂ ପାଇଁ କୋଟି କୋଟି ଟଙ୍କା ନିଅନ୍ତି ଅମିତାଭ

ମୁମ୍ବାଇ: ଟେଲିଭିଜନ ରିୟଲିଟି ସୋ ‘କୌନ ବେନଗା କରୋଡ ପତି’ ବର୍ଷ ବର୍ଷ ଧରି ଦର୍ଶକଙ୍କ ହୃଦୟରେ ରାଜ କରି ଚାଲିଛି। କେବିସି ହେଉଛି ଦେଶର ଦୀର୍ଘତମ ଚାଲୁଥିବା ରିଆଲିଟି ସୋ ମଧ୍ୟରୁ ଅନ୍ୟତମ। ଏହା ୨୦୦୦ମସିହାରେ ଆରମ୍ଭ ହୋଇଥିଲା ଏବଂ…

ଟିମ୍ ଇଣ୍ଡିଆରେ ମିଳିଲାନି ସୁଯୋଗ, ଧାଓ୍ବନ କହିଲେ…

ନୂଆଦିଲ୍ଲୀ, ୧୧। ୮: ବିସିସିଆଇ ପକ୍ଷରୁ ସେପ୍ଟେମ୍ବର-ଅକ୍ଟୋବରରେ ହେବାକୁ ଥିବା ଏସିଆନ୍ ଗେମ୍ସ ଲାଗି ଦଳ ଘୋଷଣା କରାଯାଇଛି। ଏଥିରେ ବରିଷ୍ଠ ଖେଳାଳି ଶିଖର ଧାଓ୍ବନ ଙ୍କୁ ନେତୃତ୍ବ ମିଳିବା ନେଇ କଳ୍ପନା ଜଳ୍ପନା କରାଯାଉଥିଲେ ହେଁ ତାଙ୍କୁ ବାଦ୍ ଦିଆଯାଇଛି।…

କେବିସି ୧୫: ବଦଳିବ ଲାଇଫ ଲାଇନ, ବଦଳିବ ଅମିତାଭଙ୍କ ଲୁକ

ମୁମ୍ବାଇ: ବଲିଉଡ ମହାନାୟକ ଅମିତାଭ ବଚ୍ଚନ ଅଗଷ୍ଟ ୧୪ରେ କୌନ ବନେଗା କରୋଡପତି ୧୫ସହ ପୁଣିଥରେ ଦର୍ଶକଙ୍କ ନିକଟକୁ ଫେରିବାକୁ ପ୍ରସ୍ତୁତ ହୋଇଗଲେଣି। ଏଥର କେବିସିରେ ବହୁତ କିଛି ପରିବର୍ତ୍ତନ କରାଯାଇଛି। ସେଟ ଡିଜାଇନଠାରୁ ଅମିତାଭଙ୍କ ଲୁକ ପର୍ଯ୍ୟନ୍ତ ସବୁକିଛି ପରିବର୍ତ୍ତନ…

ମୋଦି ଡିଗ୍ରୀ ମାମଲାରେ କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି

ଅହମ୍ମଦାବାଦ,୧୧।୮: ଗୁଜରାଟ ହାଇକୋର୍ଟ ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଏଏପି ନେତା ସଞ୍ଜୟ ସିଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ହାଇକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ସଞ୍ଜୟ ସିଂଙ୍କ ଅପରାଧିକ ମାନହାନି ମକଦ୍ଦମା ମାମଲାରେ ଅନ୍ତରୀଣ ରୋକ…

ମଣିପୁର ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ କହିଲେ ପାର୍ଲାମେଣ୍ଟରେ ୨ ଘଣ୍ଟା ଉପହାସ କଲେ, ସେନା ୨ ଦିନରେ ପରିସ୍ଥିତିକୁ ସମ୍ଭାଳି ପାରିଥାଆନ୍ତେ

ନୂଆଦିଲ୍ଲୀ,୧୧।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ଏକ ପ୍ରେସ କନଫରେନ୍ସର ଆୟୋଜନ କରିଛନ୍ତି। ସେ କହିଛନ୍ତିି ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟରେ ୨ ଘଣ୍ଟା ୧୩ ମିନିଟ ପର୍ଯ୍ୟନ୍ତ ଭାଷଣ ଦେଲେ, ଯାହାର ଶେଷରେ ୨ ମିନିଟ ମଣିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?