Home Left

ଜନସାଧାରଣ ଭୟଭୀତ ହେବାର ଆବଶ୍ୟକ ନାହିଁ: ଏସ୍‌ଆରସି

ଭୁବନେଶ୍ୱର,୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ପ୍ରେସମିଟ କରିଛନ୍ତି । ଏଥିରେ ସେ କହିଛନ୍ତି ଯେ, ଆଇଏମ୍‌ଡିଡିଜିଙ୍କ ସହ ଆମେ ସଂପର୍କରେ ରହିଛୁ । ଆଗୁଆ ପଦକ୍ଷେପ ନେବାରେ ରାଜ୍ୟ ସରକାର କୌଣସି କୋହଳ କରିନାହାନ୍ତି…

ରାଜ କପୁରଙ୍କ ମହଲର ମାଲିକାନା ଆବେଦନ ଖାରଜ…

ଇସଲାମାବାଦ,୨।୫ : ବଲିଉଡ କିମ୍ବଦନ୍ତୀ ରାଜ କପୁରଙ୍କ ମହଲର ମାଲିକାନା ଅଧିକାର ପାଇଁ ଦାଖଲ ହୋଇଥିବା ଆବେଦନକୁ ପେଶୱାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ପେଶୱାରରେ ଅବସ୍ଥିତ ଏହି ମହଲକୁ ସରକାର ଏକ ଜାତୀୟ ଐତିହ୍ୟ ବୋଲି ଘୋଷଣା କରିଛନ୍ତି। ପେଶୱାର ହାଇକୋର୍ଟର…

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି ବୈଠକ: ଆଗୁଆ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୬ ତାରିଖରେ ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଏହା ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଉଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି।…

ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ

ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ ଭାଇରାଲ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ବେହେରା ସାହିର ଏକ ଆମ୍ବ ଗଛରୁ ମଙ୍ଗଳବାର ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତ ମହିଳା ଜଣକ ହେଉଛନ୍ତି ଉକ୍ତ ଗ୍ରାମର ହେମନ୍ତ ବେହେରା…

ବଢ଼ୁଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୬ ତାରିଖରେ ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଏହା ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତର…

ବିମାନ ଦୁର୍ଘଟଣାଗ୍ରସ୍ତ: ୩ ମୃତ…

କାଲିଫର୍ନିଆ,୨।୫ : କାଲିଫର୍ନିଆ ମାଉଣ୍ଟେନ ବିମାନବନ୍ଦର ନିକଟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ବିମାନରେ ଥିବା ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ ଅନୁଯାୟୀ, ସୋମବାର ଅପାହ୍ନେପ୍ରାୟ ୨ ଟା ସମୟରେ…

ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଉଦ୍‌ଘାଟିତ

ଛତ୍ରପୁର,୨।୫( ଡିଏନଏ ): ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟର ଛତ୍ରପୁର ଠାରେ ପ୍ରଥମ କରି ମିଶନ ଶକ୍ତି ମିଲେଟ୍‌ ଆଉଟଲେଟ୍‌ ଓ ମିଶନ ଶକ୍ତି କାଫେ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ଉଦ୍‌ଘାଟନ କରିଛନ୍ତି। ମିଲେଟ୍‌ ଆଉଟଲେଟ୍‌ରେ…

ଶ୍ରମିକ ଦିବସକୁ କଳାଦିବସ ଭାବେ ପାଳିଲେ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ

କେନ୍ଦୁଝର,୨।୫(ସ୍ବ.ପ୍ର.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ତୋଳାଳି, ବନ୍ଧେଇ ଶ୍ରମିକ ଓ ସିଜିନାଲ କର୍ମଚାରୀମାନେ ଶ୍ରମିକ ଦିବସକୁ ମଙ୍ଗଳବାର କଳା ଦିବସ ଭାବେ ପାଳିଛନ୍ତି। ସୂଚନା ମୁତାବକ ଶ୍ରମିକ ଦିବସ ଅବସରରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବିଭିନ୍ନ ସମସ୍ୟା ପୂରଣ…

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଇଡିର ଚାର୍ଜସିଟରେ ରାଘବ ଚଡ୍ଡାଙ୍କ ନାଁ

ନୂଆଦିଲ୍ଲୀ,୨।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟିର ସମସ୍ୟା ଥମିବାର ନାଁ ନେଉନାହିଁ। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ ଦାଖଲ କରାଯାଇଛି। ଇଡିର ଏହି ଚାର୍ଜସିଟରେ ଅନେକ ବଡ଼ ଖୁଲାସା ହୋଇଛି।…

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନ-କେନ୍ଦୁଝର ଟ୍ରାଫିକ ପୋଲିସ ଷ୍ଟେଶନକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର, ୨।୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେଶନ ଭାବେ ଉନ୍ନୀତ କରାଯାଇଛି। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ…

ଯୋଗୀ ସରକାରଙ୍କ ଉପରେ ପୁଣି ବର୍ଷିଲେ ଓୱାଇସି କହିଲେ, ଯଦି ଗୁଳିର ଜବାବ ଗୁଳିରେ ଦିଆଯାଏ ତେବେ…

ଲକ୍ଷ୍ନୌ,୨।୫: ଉତ୍ତରପ୍ରଦେଶର ମୋରାଦାବାଦରେ ହେବାକୁ ଥିବା ନଗର ନିଗମ ନିର୍ବାଚନରେ ପ୍ରଚାର କରିବା ପାଇଁ ଏଆଇଏମଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଉମ୍ରି କାଲା ନାଗର ପଞ୍ଚାୟତରେ ପହଞ୍ଚିଛନ୍ତି। ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ଓୱାଇସି ଅତିକ୍‌ -ଅଶ୍ରଫଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri