Home Left

ଯୋଗୀ ସରକାରଙ୍କ ଉପରେ ପୁଣି ବର୍ଷିଲେ ଓୱାଇସି କହିଲେ, ଯଦି ଗୁଳିର ଜବାବ ଗୁଳିରେ ଦିଆଯାଏ ତେବେ…

ଲକ୍ଷ୍ନୌ,୨।୫: ଉତ୍ତରପ୍ରଦେଶର ମୋରାଦାବାଦରେ ହେବାକୁ ଥିବା ନଗର ନିଗମ ନିର୍ବାଚନରେ ପ୍ରଚାର କରିବା ପାଇଁ ଏଆଇଏମଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଉମ୍ରି କାଲା ନାଗର ପଞ୍ଚାୟତରେ ପହଞ୍ଚିଛନ୍ତି। ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ଓୱାଇସି ଅତିକ୍‌ -ଅଶ୍ରଫଙ୍କ…

ବିଲାଓ୍ବଲ ଭୁଟ୍ଟୋଙ୍କ ଭଉଣୀ ନିକାହ ପରେ କରାଚି ହିନ୍ଦୁ ମନ୍ଦିରରେ କଲେ ଦର୍ଶନ, ସୋସିଆଲ ମିଡିଆରେ ହଇଚଇ

କରାଚି,୨।୫: ଲେଖକ, ସମାଜିକ କର୍ମୀ ଓ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଜୁଲଫିକାର ଅଲି ଭୁଟ୍ଟୋଙ୍କ ନାତୁଣୀ ଫାତିମା ଭୁଟ୍ଟୋ ନିକାହ ପରେ ହିନ୍ଦୁ ମନ୍ଦିର ଦର୍ଶନ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଫାତିମାଙ୍କ ଏଭଳି ପଦକ୍ଷେପକୁ ନେଇ ସୋସିଆଲ…

କାନାଡା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ସାମିଲ ହେଲେ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡ

ଚଣ୍ଡିଗଡ଼,୨।୫: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସଓ୍ବୋଲା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡଙ୍କ ସମସ୍ୟା ବଢିବାରେ ଲାଗିଛି। କାନାଡା ପୋଲିସ ଦ୍ୱାରା ଜାରି କରାଯାଇଥିବା ୨୫ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କ ସୂଚିରେ ଗୋଲ୍ଡି ବରାଡଙ୍କ ନାମ ସାମିଲ କରାଯାଇଛି। ସେ…

ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁର ବୋଝେଇ ଟ୍ରକ: ଜଣେ ମୃତ

ପାଟଣା,୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲରକୁ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେଇଛି। ଟ୍ରଲର କଡ଼ରେ…

ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ…

ଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସ

କୋରାପୁଟ,୨/୫(ସ୍ବ.ପ୍ର.): ମାଛକୁଣ୍ଡ ପୋଲିସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇ ୫୦୨ କେଜି ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି। ଏନେଇ ମାଛକୁଣ୍ଡ ଥାନାରେ ୫୯/୨୦୨୩ରେ ଏକ ଏନଡିପିଏସ ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛିା ଏହି ଚଢାଉବେଳେ ଗଞ୍ଜେଇ ମାଫିଆମାନେ ଘଟଣାସ୍ଥଳରୁ…

ତିହାର ଜେଲରେ ଗ୍ୟାଙ୍ଗଷ୍ଟର ଟିଲୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ରୋହିଣୀ କୋର୍ଟରେ ଗୁଳିମାଡ଼ ଘଟଣାରେ ତିହାର ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଟିଲୁ ତାଜପୂରିୟା ଓରଫ ସୁନୀଲ ମାନକୁ ମଙ୍ଗଳବାର ସକାଳେ ହତ୍ୟା କରାଯାଇଛି। ସୂଚନାଯୋଗ୍ୟ, ଜେଲ ଭିତରେ ଥିବା ଟିଲୁଙ୍କ ବିପକ୍ଷ ଗୋଷ୍ଠୀର ସଦସ୍ୟମାନେ ତାଙ୍କୁ ଲୁହା ରଡ୍‌ରେ…

କର୍ନାଟକ ନିର୍ବାଚନ: ଘୋଷଣାପତ୍ର ଜାରି କଲା କଂଗ୍ରେସ

ବେଙ୍ଗାଲୁରୁ,୨।୫: କର୍ନାଟକ ବିଧାନସଭା ନିର୍ବାଚନ ଆଉ ଅଳ୍ପ ଦିନ ବାକି ଅଛି। ଏଥିନେଇ ରାଜନୀତି ସରଗରମ ରହିଛି। ତେବେ ଭାଜପା ପରେ ବର୍ତ୍ତମାନ କଂଗ୍ରେସ ମଧ୍ୟ ନିଜର ଘୋଷଣାପତ୍ର ଜାରି କରିଛି। କଂଗ୍ରେସ ଏହାର ଘୋଷଣାପତ୍ରରେ ଗୃହ ଜ୍ୟୋତି, ଗୃହ ଲକ୍ଷ୍ମୀ,…

କେରଳର ବନ୍ଦେ ଭାରତ ଏକ୍ସପ୍ରେସ ଉପରେ ପଥରମାଡ଼

ଥିରୁଭାନନ୍ତପୁରମ୍‌,୨।୫: କେରଳରେ ନିକଟରେ ଆରମ୍ଭ ହୋଇଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଉପରେ ସୋମବାର ପଥରମାଡ଼ ହୋଇଥିବା ରେଳ ଅଧିକାରୀମାନେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉତ୍ତର କେରଳରେ ଅବସ୍ଥିତ ଏହି ଜିଲାର ଥିରୁନବାୟା ଏବଂ ତିରୁର ମଧ୍ୟରେ ଟ୍ରେନ ଯାଉଥିବା…

ରାହୁଲ ଗାନ୍ଧୀଙ୍କ ଆବେଦନର ଆଜି ଶୁଣାଣି କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ,୨।୫: ସୁରଟ କୋର୍ଟ ଦ୍ୱାରା ଅପରାଧିକ ମାନହାନି ମାମଲାରେ ଦୁଇ ବର୍ଷ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ମଙ୍ଗଳବାର ଗୁଜରାଟ ହାଇକୋର୍ଟ ଶୁଣାଣି କରିବେ। ସୂଚନାଯୋଗ୍ୟ, ମୋଦି ସରନେମ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ…

ବାଥରୁମ୍‌ରେ କାହିଁକି ଖାଉଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ପ୍ରିୟଙ୍କା ଚୋପ୍ରା ଅନ୍ୟତମ। ସମଗ୍ର ବିଶ୍ୱରେ ସେ ବେଶ୍‌ ଜଣାଶୁଣା। ତାଙ୍କ ଅଭିନୟ ସହ ବ୍ୟକ୍ତିଗତ ଜୀବନ ପାଇଁ ଅନେକ ସମୟରେ ସେ ଚର୍ଚ୍ଚାରେ ରହିଥାନ୍ତି।ଏକ ସମୟ ଥିଲା ଯେତେବେଳେ ପ୍ରିୟଙ୍କା ହାଇସ୍କୁଲ ଅଧ୍ୟୟନ…

ଦିଲ୍ଲୀ ଏମ୍ସରେ ଚିକିତ୍ସା ହେଲେ ନେପାଳ ରାଷ୍ଟ୍ରପତି

କାଠମାଣ୍ଡୁ,୧।୫: ପଡୋଶୀ ଦେଶ ନେପାଳର ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ଦିଲ୍ଲୀ ଏମ୍ସରେ ଚିକିତ୍ସା ହୋଇ ବିମାନ ଯୋଗେ ନିଜ ଦେଶକୁ ଫେରିଛନ୍ତି। ତାଙ୍କର ଛାତି ସମ୍ବନ୍ଧୀୟ ରୋଗ ଥିଲା। ଅନେକ ଥର ତାଙ୍କୁ ଶ୍ୱାସ ନେବାରେ ଅସୁବିଧା ହୋଉଥିଲା। ତେବେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri