Home Left

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ ପରିବେଶ ମଞ୍ଜୁରୀ ନିମନ୍ତେ ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା ଶିକ୍ଷକ ବଂଶୀଧର ଶବରଙ୍କ ଘରୁ ଗୁରୁବାର ରାତିରେ ବଡ଼ଧରଣର ଚୋରି ହୋଇଛି। ସୂଚନା…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ଆଶା ଜୀବିତ ରଖିଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ…

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର ସାଉଦି ବିଦେଶ ମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ସାଉଦି ବିଦେଶ…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ। ଏହା ମାର୍ଚ୍ଚ ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସୁଦର୍ଶନ ଏଥର…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି ମାମଲା ବହୁ ବର୍ଷ ଧରି ରାଜନୈତିକ ପରିବେଶକୁ ଉଷ୍ମ କରିଥିଲା। ଅଭିଯୋଗ, ତଦନ୍ତ,…

ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ ଭାବରେ ଦେଖନ୍ତି। କିନ୍ତୁ ଯଦି ଆପଣ ସୁନା ETF ଭଳି ଦ୍ୱିତୀୟ ବଜାର…

ମଙ୍ଗଳବାର ଚନ୍ଦ୍ରଗ୍ରହଣ: ଏହି ରାଶି ଉପରେ ପଡିବ ବଡ଼ ପ୍ରଭାବ, ଗ୍ରହଣ ସମୟରେ କ’ଣ କରିବେ ଜାଣନ୍ତୁ…

ଆସନ୍ତା ମାର୍ଚ୍ଚ ୩ ତାରିଖ ୨୦୨୬ ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା)ମଙ୍ଗଳବାର ଦିନ କେତୁ ଗ୍ରାସ ଚନ୍ଦ୍ରଗ୍ରହଣ, ଗ୍ରହଣ ସ୍ପର୍ଶ ପୂର୍ବାହ୍ନ ୩.୨୦ ଘଟିକା ରହିଛି । ଗ୍ରହଣ ସର୍ବ ମୋକ୍ଷ ସନ୍ଧ୍ୟା ୬.୪୭ ଘଟିକା ଥିବାବେଳେ ସକାଳ ୬.୨୦ଘଟିକା ଠାରୁ…

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ଏବେ ତାଙ୍କ ହାତରୁ ଏକ ବଡ଼ ପ୍ରୋଜେକ୍ଟ ଖସିଛି। ଦୀପିକାଙ୍କୁ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ ବଗିଚାଠାରେ ଥିବା ରୂପଶକ୍ତି ବିଉଟିପାର୍ଲର ବନ୍ଦଥିଲା । ପାର୍ଲର ମାଲିକ ନ ଥିବା…

୬୦ ପ୍ରତିଶତ ପାର ହେବ କେନ୍ଦ୍ର କର୍ମଚାରୀଙ୍କ DA! ଆସନ୍ତା ମାସରେ ହୋଇପାରେ ବଡ଼ ଘେଷଣା, ମିଳିବ ଏତିକି ମାସର ଏରିୟର

ନୂଆଦିଲ୍ଲୀ,୨୭।୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଡିସେମ୍ବର ୨୦୨୫ ପାଇଁ CPI-IW (ଉଦ୍ୟୋଗିକ ଶ୍ରମିକଙ୍କ ପାଇଁ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ) ତଥ୍ୟ ପ୍ରକାଶ ପାଇବା ପରେ, ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri