Home Left

ଜାହାଜରୁ ଖସିପଡ଼ିଲେ ଋଷୀୟ ନାବିକ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ପାରାଦୀପ,୧ା୫(ସ୍ବ.ପ୍ର.): ପାରାଦୀପ ବନ୍ଦର ଏସ୍‌କ୍ୟୁ ବର୍ଥରେ ସୋମବାର ପୂର୍ବାହ୍ନରେ ଲାଗିଥିବା ଏକ ପଣ୍ୟବାହୀ ଜାହାଜରେ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଋଷୀୟ ନାବିକ ଗୁରୁତର ହୋଇଛନ୍ତି। ତାଙ୍କୁ ବନ୍ଦର ବିଭାଗୀୟ କର୍ମଚାରୀମାନେ ଉଦ୍ଧାର କରି ବନ୍ଦର ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ…

ଜାଲ୍‌ ଚେକ୍‌ ମାଧ୍ୟମରେ ୪୨ଲକ୍ଷ ଟଙ୍କା ଉଠାଇନେବାକୁ ଉଦ୍ୟମ: ଥାନାରେ ଏତଲା ଦେଲେ ଇଓ

ଭବାନୀପାଟଣା,୧।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିର ଏକ ଜାଲ୍‌ ଚେକ୍‌ ମାଧ୍ୟମରେ ଜଣେ ବ୍ୟକ୍ତି ସ୍ଥାନୀୟ ଆକ୍ସିସ ବ୍ୟାଙ୍କରୁ ୪୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେବାକୁ ଚେଷ୍ଟା କରିଥିଲେ। ଏପରିକି ବ୍ୟକ୍ତି ଜଣକ ନିଜକୁ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବୋଲି ପରିଚୟ…

ଶିମିଳିପାଳରେ ଦନ୍ତାହାତୀ ଶିକାର

ବାରିପଦା ଅଫିସ,୧ା୫: ଶିମିଳିପାଳ ଅଭୟାରଣ୍ୟରେ ଦନ୍ତାହାତୀ ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ଡିସିଏଫ୍‌ ଯୁଗ୍ମ ଟାସ୍କଫୋର୍ସ ସହିତ ଘଟଣାସ୍ଥଳକୁ ଯାଇଛନ୍ତି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ…

ବିଶ୍ୱକୁ ପ୍ରଭାବିତ କରିଥିଲା ଶିକାଗୋ ଶ୍ରମିକ ଆନ୍ଦୋଳନ

ମେ’ ପହିଲା ହେଉଛି ବିଶ୍ୱ ଶ୍ରମିକ ଦିବସ ବା ମେ’ ଡେ। କେତେକ ଦେଶରେ ଏହା ଅନ୍ତର୍ଜାତୀୟ ଶ୍ରମିକ ଦିବସ ନାମରେ ମଧ୍ୟ ପାଳିତ ହୁଏ। ଆମେରିକାନ ଫେଡେରେଶନ ଅଫ୍‌ ଅର୍ଗାନାଇଜ୍‌ଡ ଟ୍ରେଡ୍‌ସ ଆଣ୍ଡ୍‌ ଲେବର ୟୁନିୟନ୍ସର ନିଷ୍ପତ୍ତି କ୍ରମେ ‘୮…

ଶ୍ୱେତପତ୍ର ପ୍ରକାଶ କରନ୍ତୁ ରାଜ୍ୟ ସରକାର : ମନମୋହନ

ସମ୍ବଲପୁର,୧ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ପାଇଁ ସରକାର ଦାୟୀ । ଗୃହ ବିଭାଗ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି। ସେ ଏହି ଘଟଣାରେ ସମ୍ପୂର୍ଣ୍ଣ ଦାୟୀ। ତେଣୁ ନିଜ ଭୁଲ୍‌କୁ ମୁଖ୍ୟମନ୍ତ୍ରୀ ସ୍ବୀକାର…

ଟ୍ରେନ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ଜୀବନ ଗଲା, ନ୍ୟାୟ ଦାବିରେ ରେଳରୋକୋ

ବାରିପଦା ଅଫିସ,୧ା୫: ସୋମବାର ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ କଷ୍ଣଚନ୍ଦ୍ରପୁର ରେଳଧାରଣା ପାର ବେଳେ ଟ୍ରେନ୍‌ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମତ୍ୟୁ ଘଟିଛି। ବ୍ୟକ୍ତି ଜଣକ ବାଇକ୍‌ରେ ରେଳ ଧାରଣା ଉପରେ ପାର୍‌ ହେବା ବେଳେ କୋଲକାତାରୁ ବାରିପଦା ଆସୁଥିବା…

ଡିବିରି ଆଲୁଅରେ ଦିନକାଟୁଛନ୍ତି ଗ୍ରାମବାସୀ

ଭବାନୀପାଟଣା,୧ା୫(ସ୍ବ.ପ୍ର): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଲାଣି। ଏହା ଭିତରେ ସରକାରଙ୍କ ମାଳ ମାଳ ଯୋଜନା ହୋଇଛି। ହେଲେ ଏବେ ବି ବିଜୁଳି ଭଳି ମୌଳିକ ସୁବିଧାରୁ ବଞ୍ଚିତ ରହିଛି ଓଡ଼ିଶାର ଅନେକ ଗାଁ। ଡିବିରି ଆଲୁଅରେ ଦିନ କାଟୁଛନ୍ତି…

୭ ଚନ୍ଦନ ଗଛ କାଟିନେଲେ

ଲାଞ୍ଜିଗଡ଼,୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ପଞ୍ଚାୟତ କେନ୍ଦୁଗୁଡ଼ା ଗଁାରେ କେତେକ ଦୁବୃର୍ତ୍ତ ମୁରଲୀଧର ସାହୁଙ୍କ ୭ଟି ଚନ୍ଦନ ଗଛ କାଟି ଚୋରି କରି ନେଇଛନ୍ତି। ନେଇ ଏହାର ମୂଲ୍ୟ ୭ ଲକ୍ଷରୁ ଅଧିକ ହେବ ବୋଲି ମୁରଲୀଧର କହିଛନ୍ତିି।…

ଡାକ୍ତର ଅନୁପସ୍ଥିତିକୁ ନେଇ ଉଦ୍‌ବେଗ

ବଲାଙ୍ଗୀର ଅଫିସ, ୧ା୫: ବଲାଙ୍ଗୀର ନାଗରିକ କମିଟିର କାର୍ଯ୍ୟକାରୀ ବୈଠକ ସଭାପତି ଇଂ. ବେଲାର ସିଂଭୋଇଙ୍କ ସଭାପତିତ୍ୱରେ ରବିବାର ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା। କମିଟି ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ବିଭିନ୍ନ ପ୍ରସ୍ତାବ ଆଗତ କରି…

ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ

ଛତ୍ରପୁର,୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ…

ଏହି ଦାମୀ ଜିନିଷକୁ ଭଲପାଆନ୍ତି ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଆଜି ଅର୍ଥାତ୍‌ ମେ’ ୧ରେ ହେଉଛି ଜନ୍ମଦିନ। ଆଜିର ଏହି ଖାସ୍‌ ଦିନରେ କେଉଁ ଜିନିଷ ପ୍ରତି ଅନୁଷ୍କାଙ୍କର ରୁଚି ରହିଛି ସେ ସମ୍ପର୍କରେ ଜାଣନ୍ତୁ… ଅନୁଷ୍କାଙ୍କ…

୨ସନ୍ତାନ ସହ ମା’ଙ୍କ ମିଳୁନି ପତ୍ତା: ଥାନାରେ ଏତଲା

ଲହୁଣୀପଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଶସ୍ୟକଳା ପଞ୍ଚାୟତ ବରସୁଆଁ ବସଷ୍ଟାଣ୍ଡ ନିକଟରେ ରହୁଥିବା ଜଣେ ମହିଳା ୨ ସନ୍ତାନ ସହ ନିଖୋଜ ହୋଇଯାଇଛନ୍ତି। ନିଜ ସ୍ବାମୀକୁ ନ ଜଣାଇ ପୁଅ ଝିଅଙ୍କୁ ସାଙ୍ଗରେ ନେଇ କୁଆଡ଼େ ଚାଲି ଯାଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri