ଅର୍ଥ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ, ୨୫ା୩: ଆଦାନୀ ଗ୍ରୁପ୍ର ଷ୍ଟକ୍ ଜାଲିଆତି ଅଭିଯୋଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯିବା ଦାବିରେ ବିରୋଧୀ ଦଳଗୁଡ଼ିକ ଲୋକ ସଭାରେ ହଟ୍ଟଗୋଳ ଜାରି ରଖିଥିବାବେଳେ ୨୦୨୩-୨୪ ବର୍ଷ ଲାଗି ଅର୍ଥ ବିଲ୍ ୪୫ରୁ ଊର୍ଦ୍ଧ୍ୱ ସଂଶୋଧନ…
ଶିକ୍ଷା ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲଗୁଡ଼ିକୁ ୫-ଟି ମଡେଲରେ କେବଳ ପାକିସ୍ତାନୀ ରଙ୍ଗ ବୋଳିଲେ ହେବନାହିଁ। ଶିକ୍ଷାର ମାନ ବଢ଼ାଇବାକୁ ପଡ଼ିବ। ଯେଉଁଠି ଶିକ୍ଷା ନାହିଁ ସେଠାରେ ସାମାଜିକ କିମ୍ବା ଅର୍ଥନୈତିକ ବିକାଶ ହୋଇପାରିବ ନାହିଁ। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦେଶରେ…
ପଣ୍ୟ ବୋଝେଇ ପରିବହନରେ ରେକର୍ଡ
ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ ସପ୍ତାହେ ବାକି ଥିବାବେଳେ ଇତିମଧ୍ୟରେ ୨୩୨.୩୨ ନିୟୁତ ଟନ୍ ପଣ୍ୟ ବୋଝେଇ କରିପାରିଛି।…
ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ
ନୂଆଦିଲ୍ଲୀ,୨୫ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଦିନକ ପରେ ଶୁକ୍ରବାର ଲୋକ ସଭା ସେକ୍ରେଟାରିଏଟ୍ ତାଙ୍କ ସଦସ୍ୟ ପଦ ରଦ୍ଦ କରିଛି। ଏହି ଦଣ୍ଡାଦେଶ ଉପରେ…
କାଳବୈଶାଖୀ କ୍ଷୟକ୍ଷତି ଆକଳନ କଲେ ଅଧିକାରୀ
ବୈଶିଙ୍ଗା,୨୫ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଗତ ତିନିଦିନ ତଳେ ତାଣ୍ଡବ ରଚିଥିଲା। ଏଥିରେ ବୈଶିଙ୍ଗା ଥାନା ଅନ୍ତର୍ଗତ ପାଟଳିପୁରା ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀ ଅବବାହିକା ଓ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଥିଲା। ଏଥି ସହିତ…
ଟ୍ରକ୍ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ
ଭୁବନ, ୨୫ା୩(ଡି.ଏନ୍.ଏ.): ସରିଥିଲା ମାଟ୍ରିକ୍ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍ ପଛପଟୁ ବାଇକ୍କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା ଝିଅଙ୍କ…
ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ
ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି ହାତୀପଲ ପାହାଡ଼ ଉପରେ ବେଶ୍ ଉତ୍ପାତ କରିଥିଲେ। ସେଠାରେ ଥିବା କିଛି ଘର ଭଙ୍ଗାରୁଜା…
ପ୍ରଧାନ ଶିକ୍ଷକଙ୍କ ମାଡ଼ରେ ଛାତ୍ରୀଙ୍କ ହାତ ଭାଙ୍ଗିଲା
ବେଲପଡ଼ା,୨୫ା୩(ଡି.ଏନ୍.ଏ.): ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରାଯାଇଥିବା ସତ୍ତ୍ୱେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ କଦଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ପ୍ରଧାନ…
ପ୍ରଣବଙ୍କୁ ଭେଟିଲେ କାଉନ୍ସିଲର
ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ବିବାଦ ଓ ପୌରାଞ୍ଚଳର ବିକାଶଧାରାକୁ ସ୍ବାଭାବିକ କରିବା ଲକ୍ଷ୍ୟରେ ଶୁକ୍ରବାର କାଉନ୍ସିଲରମାନେ ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଭେଟି ଆଲୋଚନା କରିଛନ୍ତି। ଏଥି ସହିତ ଭୁବନେଶ୍ୱରଠାରେ ଘସିପୁରା ବିଧାୟକ…
ଟ୍ରେନ୍ ଧକ୍କାରେ ଯାଇଛି ୧୮୬ ଜଣଙ୍କ ଜୀବନ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଟ୍ରେନ ଧକ୍କା, ଟ୍ରେନ୍ରୁ ଖସି ଓ ଆତ୍ମହତ୍ୟାଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ଟ୍ରେନ୍ ଲାଇନ୍ରେ ଲୋକଙ୍କ ଜୀବନ ଯିବା ଘଟଣା ଉପରେ ରୋକ ଲାଗିପାରୁନି। ସାମାନ୍ୟ ଭୁଲ୍ ଓ ଅସାବଧାନତା ପାଇଁ ଅକାଳରେ ଜୀବନ ଚାଲିଯାଉଥିବାରୁ…
ଯକ୍ଷ୍ମା ନିୟନ୍ତ୍ରଣରେ ମୟୂରଭଞ୍ଜ ରାଜ୍ୟରେ ଶ୍ରେଷ୍ଠ
ବାରିପଦା ଅଫିସ,୨୫ା୩: ବିଶ୍ବ ଯକ୍ଷ୍ମା ଦିବସରେ ମୟୂରଭଞ୍ଜ ଜିଲାକୁ ଶ୍ରେଷ୍ଠ ଯକ୍ଷ୍ମା ରୋଗ ମୁକ୍ତ ଜିଲା ଭାବେ ରାଜ୍ୟସ୍ତରରେ ପୁରସ୍କୃତ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରୂପଭାନୁ ମିଶ୍ରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ମାର୍କ ଜୁକରବର୍ଗଙ୍କ ଘରକୁ ଆସିଲେ ନୂଆ ଅତିଥି, ଫେସବୁକରେ ଫଟୋ ଶେୟାର କରି କହିଲେ ଶିଶୁର ନାମ
ୱାଶିଂଟନ,୨୫ ।୩: ଫେସବୁକର ଫାଉଣ୍ଡର ମାର୍କ ଜୁକରବର୍ଗଙ୍କ ଘରକୁ ଆଉ ଜଣେ ନୂଆ ଅତିଥି ଆସିଛନ୍ତି । ତାଙ୍କ ପତ୍ନୀ ପ୍ରିଶିଲା ଚାଂନ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି । ଜୁକରବର୍ଗ ଫେସବୁକରେ ଏହାର ସୂଚନା ଦେଇଛନ୍ତି । ମାର୍କ…
Archives


