Home Left

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ ଯାତ୍ରୀଙ୍କ ସୁବିଧାକୁ ନେଇ ସେ ଗୃହରେ କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ବରଗଡ଼…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନ ଥିବାରୁ ରବିଧାନ ବିକ୍ରି…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ କରିଥିବା, ବ୍ରହ୍ମା ପଦ୍ମ ଉପରେ ବସିଥିବା ଏବଂ ଶିବ ନୃତ୍ୟ କରିବା ସମୟରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର ଅନୁଯାୟୀ, ରାତି ୮ଟା୧୭ସୁଦ୍ଧା ଭାରତରେ ୧,୨୨୭ ରୁ ଅଧିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ବିଦ୍ୟୁତ ସେବା ବ୍ୟାହତ ହୋଇଥିଲା ।…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ରାଜ୍ୟ ବାହାରକୁ ନେଇଯାଇଥିବା ଜଣାପଡ଼ିଛି।…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି । ଦୁଇ ବେପାରୀଙ୍କୁ ଧରିବା ପାଇଁ ପୋଲିସ କର୍ମଚାରୀ ନାକେଦମ୍ ହୋଇ ଆସୁଥିବା ବେଳେ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ । ନିଶା ମଣିଷ ସମାଜର ପରମ ଶତ୍ରୁ । ନିଶା ନିବାରଣ ସାମ୍ପ୍ରତିକ ସମାଜ…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଏକ ସ୍ମାରକପତ୍ର ତହସିଲଦାର ବିନୋଦକୁମାର ବେହେରାଙ୍କୁ ପ୍ରଦାନ କରିଛନ୍ତି…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ ଦେଖିବାକୁ ମିଳିଛି । ଅନ୍ୟପଟେ ଏହାକୁ ନେଇ ତତ୍ପରତା ଦେଖାଇଛି ଖାଦ୍ୟ ଯୋଗାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri