ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର
ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪ ଜଣ ହିତାଧିକାରୀ ପଞ୍ଜୀକରଣ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ବର୍ଷା ଯୋଗୁ ବିଦ୍ୟୁତ…
ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ
ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ…
କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି
କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍ରେ ସର୍ବାଧିକ ୫୯ ମିମି ବର୍ଷା ରେକର୍ଡ ହୋଇଛି । ଜୟପୁରରେ ୫୪.୬, ଲମତାପୁଟରେ ୪୮, କୋଟପାଡ଼ ଓ ବୈପାରିଗୁଡ଼ାରେ…
ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ
ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୫୦ ରନର ଟାର୍ଗେଟର ଜବାବରେ ବାଂଲାଦେଶ ୭ ଉଇକେଟ ହରାଇ ୧୦୯…
ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….
ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍ର ସପୋର୍ଟ ଷ୍ଟାଫ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ BCCI ଏପର୍ଯ୍ୟନ୍ତ ତାଙ୍କ…
ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା
ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍ରୁ ଛିଟିକି…
ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….
ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮ ପ୍ରତିଶତ ରହିଛି । ଏହି ପ୍ରଦର୍ଶନ IMFର ଷ୍ଟାଫ୍ ଆକଳନ ଏବଂ ଅନେକ…
ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ଏକ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟ…
ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା
ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ ସମ୍ପଦ। ସୁବର୍ଣ୍ଣପୁର ଜିଲାର ଏଭଳି ଏକ ନିଆରା ଲୋକ ପରମ୍ପରା ହେଉଛି ପୂରାଉଁଆସ।…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା
ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ ବଦଳିବାକୁ…
ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା
ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍ ହୋମଲ୍ୟାଣ୍ଡ୍ ସିକ୍ୟୁରିଟି’ (ଡିଏଚ୍ଏସ୍) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଜ୍ଞାପନରେ ‘ମିଷ୍ଟର ସିଂ’ଙ୍କୁ ସ୍ବେଚ୍ଛାକୃତ ଭାବେ ଆମେରିକା ଛାଡ଼ିବାକୁ…
ବାରିପଦାରୁ ୨ ଅଡିଟ୍ ଅଫିସର୍ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍
ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ କରୁଥିବା ଦୁଇ ଅଫିସରକୁ ବାଲେଶ୍ବର ଭଜିଲାନ୍ସ ଚଢାଉ କରି ଅଟକ ରଖିଛି ।…

