Home Left

‘ଶାମ୍ଭବୀ ପୁରସ୍କାର’ ପାଇଲେ ଇମ୍ରାନ ଅଲ୍ଲୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଚଳିତ ବର୍ଷ ଜଣେ ସାମାଜିକ ପରିବର୍ତ୍ତନକାରୀଙ୍କୁ ମିଳିଛି ‘ଶାମ୍ଭବୀ’ ପୁରସ୍କାର। ରାଜ୍ୟରେ ସ୍ବାସ୍ଥ୍ୟ ଓ ଆଡ୍‌ଭୋକେସି କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଡ. ମହମ୍ମଦ ଇମ୍ରାନ ଅଲ୍ଲୀଙ୍କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ସହ ୨ଲକ୍ଷ ୫୦ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଛି।…

ବଢ଼ିଚାଲିଛି ଚୋରା ମଦ କାରବାର

ବ୍ରହ୍ମବରଦା,୨୪ା୩(ଡି.ଏନ୍‌.ଏ.): ବ୍ରହ୍ମବରଦା ଥାନା ଅଞ୍ଚଳର ବହୁ ଗ୍ରାମରେ ବେଧଡ଼କ ଭାବେ ଚାଲିଛି ଚୋରା ମଦ କାରବାର। ବିଶେଷକରି ବ୍ରହ୍ମବରଦା ପଞ୍ଚାୟତରେ ୨ ସରକାରୀ ମଦ ଦୋକାନ ଥିବା ସତ୍ତ୍ୱେ ଚୋରା ମଦ ବେପାର ଓ ନିଶା କାରବାର ସହ ମଦ୍ୟପଙ୍କ ସଂଖ୍ୟା…

କମିବ ସିନ୍ଧୁ, ଗଙ୍ଗା, ବ୍ରହ୍ମପୁତ୍ର ନଦୀର ଜଳସ୍ରୋତ

ଜାତିସଂଘ, ୨୪ା୩:ତାପମାତ୍ରା ବୃଦ୍ଧି, ଜଳବାୟୁ ପରିବର୍ତ୍ତନ ଦ୍ୱାରା ସାରା ବିଶ୍ୱ ଏବେ ପ୍ରଭାବିତ। ଆଗାମୀ ଦିନରେ ଏହା ସମଗ୍ର ଜୀବଜଗତ ପାଇଁ ବଡ଼ ବିପଦ ସୃଷ୍ଟି କରିବା ନେଇ ଆଶଙ୍କା ଉପୁଜିଛି। ଜଳବାୟୁ ପରିବର୍ତ୍ତନ ଫଳରେ ହିମବାହ ବା ବିଶାଳ ବରଫ…

ଦାନଗଦିର ଅପପୁଷ୍ଟି ପୀଡ଼ିତ ଶିଶୁ

କଟକ ଅଫିସ,୨୪ା୩: ଯାଜପୁର ଜିଲା ଦାନଗଦି ବ୍ଲକ ଅନ୍ତର୍ଗତ ରଣାଗୁଣ୍ଡି ପଞ୍ଚାୟତ ଘାଟିସାହିର ୨ ଶିଶୁ ଅପପୁଷ୍ଟିର ଶିକାର ହୋଇ କଟକ ଶିଶୁଭବନରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ବାଙ୍କୁ ହେମ୍ବ୍ରମ୍‌ ଓ ତୁଳସୀ ହେମ୍ବ୍ରମ୍‌ଙ୍କ ୪ ବର୍ଷର ଝିଅ କୁନି…

ଓଡ଼ିଶା ଆତିଥ୍ୟକୁ ମମତାଙ୍କ ପ୍ରଶଂସା

ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଆତିଥ୍ୟ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କୁ ସେ ଭଲ ଭାବେ ଦର୍ଶନ କରିବାର ସୁଯୋଗ ପାଇଲେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଗଣମାଧ୍ୟମରେ ଏହା କହିଛନ୍ତି। ଏଥିସହିତ ପୁରୀରେ…

ବିଦ୍ୟାଳୟ ପରିଚାଳନା କମିଟି ଗଠନରେ ଅନିୟମିତତା ଘଟଣା: କମିଟିକୁ ବୈଧ ଘୋଷଣା କଲେ ବିଇଓ

ରସୁଲପୁର,୨୪ା୩(ଡି.ଏନ.ଏ.): ରସୁଲପୁର ବ୍ଲକ କଲଣ ପଞ୍ଚାୟତସ୍ଥିତ ମଧୁପୁର ସରକାରୀ ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ଗଠନରେ ଅନିୟମିତତା ଘଟଣା ଏବେ ପୁଣି ଚର୍ଚ୍ଚାରେ। ବିଦ୍ୟାଳୟ ପକ୍ଷରୁ କମିଟି ଗଠନରେ ଅନିୟମିତତା ହୋଇଥିବା ଅଭିଭାବକ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୁଦର୍ଶନ ମଲିକଙ୍କ…

ବଟି ଆଦାୟ ଅଣାୟତ୍ତ

ଯାଜପୁର ଅଫିସ,୨୪ା୩: ଯାଜପୁର ଜିଲାର ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ବ୍ୟାପକ ଦୁର୍ନୀତି ଚାଲିଛି। କର୍ମଚାରୀମାନେ ଦୀର୍ଘଦିନ ହେଲା ରହି ବେସରକାରୀ ଏଜେଣ୍ଟଙ୍କ ଜରିଆରେ ବେଆଇନ ଭାବେ ଅର୍ଥ ଆଦାୟରେ ମାତିଛନ୍ତି। ପରିବହନ ଅଧିକାରୀ ଉକ୍ତ ବେଆଇନ କାର୍ଯ୍ୟର ଭାଗୀଦାରି…

ରାହୁଲ ଗାନ୍ଧୀଙ୍କ ସଜାକୁ ନେଇ ରାଷ୍ଟ୍ରପତିଙ୍କୁ ଭେଟିବ କଂଗ୍ରେସ

ନୂଆଦିଲ୍ଲୀ,୨୪ ।୩: କଂଗ୍ରେସ ମାନହାନିର ଏକ ମାମଲାକୁ ନେଇ ସୁରଟ କୋର୍ଟଙ୍କ ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦିଆଯାଇଥିବା ଦୁଇ ବର୍ଷ ଜେଲ ଦଣ୍ଡ ସଜାର ଶୁଣାଣିକୁ ନେଇ ଆଇନଗତ ଲଢେଇ ଲଢିବା ସହ ଏହାକୁ ଏକ ବଡ ରାଜନୈତିକ…

ସ୍କୁଲ୍‌ ବସ୍‌ ଚଲାଉଥିବା ବେଳେ ଡ୍ରାଇଭରଙ୍କୁ ଆସିଲା ହାର୍ଟ ଆଟାକ୍‌, ଏମିତି ଜୀବନ ରକ୍ଷା କଲେ ପିଲା, ଭିଡିଓ ଦେଖିଲେ…

ସଡ଼କ ଦୁର୍ଘଟଣା ଯେକୌଣସି ସ୍ଥାନରେ, ଯେ କୌଣସି ମୁହୂର୍ତ୍ତରେ ବି ହୋଇପାରେ। ପ୍ରାୟତଃ ଲୋକମାନେ କୁହନ୍ତି, ସାମ୍ନାରେ ଥିବା ବ୍ୟକ୍ତିଙ୍କ ଦୋଷ ଯୋଗୁ ଦୁର୍ଘଟଣା ଘଟେ, ଏହା ମଧ୍ୟ ସମ୍ପୂର୍ଣ୍ଣ ସତ୍ୟ ନୁହେଁ। ବେଳେବେଳେ ଏହା ନିଜ ନିଜର ଦୋଷ ଏବଂ…

ପ୍ରଭୁ ଶ୍ରୀରାମ କେବଳ ହିନ୍ଦୁ ନୁହେଁ, ସମସ୍ତଙ୍କର ଭଗବାନ: ଫାରୁଖ ଅବଦ୍ଦୁଲ୍ଲା

ଶ୍ରୀନଗର,୨୪।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନସି)ର ସଭାପତି ଫାରୁକ ଅବଦୁଲ୍ଲା ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଏହି ଦଳ କେବଳ କ୍ଷମତାରେ ରହିବା ପାଇଁ ପ୍ରଭୁ ରାମଙ୍କ ନାମ ବ୍ୟବହାର କରେ, କିନ୍ତୁ ରାମ…

ଚାଇନା ସହ ସମ୍ପର୍କକୁ ନେଇ ଟିକଟକ ସିଇଓଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପଚରା ଉଚରା

ୱାଶିଂଟନ,୨୪ ।୩: ଆମେରିକାରେ ବଢି ଚାଲିଥିବା ସୁରକ୍ଷା ଚିନ୍ତା ଓ ଟିକଟକ କମ୍ପାନୀ ଉପରେ ଚାଇନ ସହ ସମ୍ଭାବିତ ପ୍ରଭାବ ମଧ୍ୟରେ ଟିକଟକର ସିଇଓ ଶାଉ ଜି ଚ୍ୟୁ ଗୁରୁବାର ଆମେରିକା କଂଗ୍ରେସ ସାମ୍ନାରେ ସାକ୍ଷି ଦେଇଛନ୍ତି । କଂଗ୍ରେସ ସମିତିର…

ମହାନଦୀରେ ବୁଡ଼ି ଚାଲିଗଲା ଜୀବନ

ବୌଦ୍ଧ, ୨୩।୩(ସ୍ବ.ପ୍ର): ବୌଦ୍ଧ ସହରର ଚନ୍ଦ୍ରଚୂଡ ଘାଟରେ ମହାନଦୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଚନ୍ଦ୍ରଚୂଡଘାଟକୁ ଜଣେ ଯୁବକ ଗାଧୋଇବାକୁ ଯାଇଥିବାବେଳେ ସେ ପାଣିରେ ବୁଡ଼ି ଯାଇଥିଲେ। ଉପସ୍ଥିତ ଲୋକେ ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri