ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ
ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ): ୟୁନିଟ-୬ ଆଥ୍ଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ପ୍ରତିଯୋଗିତା ଚଳିତ ମାସ ତୃତୀୟ ସପ୍ତାହରେ ଆରମ୍ଭ ହେବ। କୋଭିଡ୍ ମହାମାରୀ ଏବଂ ଅନ୍ୟ କେତେକ ଅନିବାର୍ଯ୍ୟ କାରଣ ବଶତଃ ଏହି ପ୍ରତିଯୋଗିତା ଗତ ୨-୩…
ଜାତୀୟ ଜାଭେଲିନ ଥ୍ରୋ ଦିବସରେ ପ୍ରତିଯୋଗିତା
କଟକ ଅଫିସ, ୮।୮ : (ସୁପ୍ରିୟା ପ୍ରିୟଦର୍ଶିନୀ): ଟୋକିଓ ଅଲିମ୍ପିକ୍ସରେ ଅଗଷ୍ଟ ୭ରେ ଭାରତର ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋରେ ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ଫଳରେ ଅଗଷ୍ଟ ୭କୁ ଆଥ୍ଲେଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ଜାତୀୟ ଜାଭେଲିନ୍…
ଅନୀତା, ସଞ୍ଜୟ ସଭାପତି ପ୍ରାର୍ଥୀ
ନୂଆଦିଲ୍ଲୀ, ୮ା୮: ଅଗଷ୍ଟ ୧୨ରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଚାରି ଉପସଭାପତି ପାଇଁ ୫ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ଭାରତୀୟ କୁସ୍ତିଯୋଦ୍ଧା କର୍ତ୍ତାର ସିଂ ଅଛନ୍ତି। କର୍ତ୍ତାର…
ପରାଜୟରୁ ଓଏଫ୍ସିର ଅଭିଯାନ
କୋକ୍ରାଝର୮ା୮: ଡୁରାଣ୍ଡ କପ୍ ଫୁଟବଲ ଟୁର୍ନାମେଣ୍ଟର ୧୩୨ ତମ ସଂସ୍କରଣରେ ପରାଜୟରୁ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ଏଫ୍ସି (ଓଏଫ୍ସି)। ଆସାମସ୍ଥିତ କୋକ୍ରାଝରରେ ଖେଳା ଯାଇଥିବା ମ୍ୟାଚରେ ଇଣ୍ଡିଆନ୍ ଆର୍ମି ୧-୦ ଗୋଲରେ ଓଏଫ୍ସିକୁ ପରାସ୍ତ କରିଛି। ଇଣ୍ଡିଆନ୍ ଆର୍ମି ପକ୍ଷରୁ…
ତିର୍ତ୍ତୋଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କଂଗ୍ରେସର ପ୍ରତିବାଦ
ବିରିଡି,୮।୮(ପ୍ରଶାନ୍ତ କୁମାର ରାଉତ): ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଯଥା ମଣିଜଙ୍ଗା, ରଘୁନାଥପୁର ଓ ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍ସି)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ପ୍ରତିବାଦରେ ସୋମବାର ବିରିଡି ସିଏଚ୍ସି ସମ୍ମୁଖରେ କଂଗ୍ରେସ ଦଳ ପକ୍ଷରୁ ଏକ ପ୍ରତିବାଦ…
ତେନ୍ଦୁଲକର ୟୁନିସେଫ୍ର ଗୁଡ୍ଓ୍ବିଲ ଆମ୍ବାସାଡର
କଲମ୍ବୋ,୮ା୮: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକରଙ୍କୁ ୟୁନିସେଫର ଗୁଡ୍ଓ୍ବିଲ ଆମ୍ବାସାଡର ଭାବରେ ନିଯୁକ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଚିନ୍ ସୋମବାର ଦୁଇଟି ସ୍କୁଲ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ଏହା ପୂର୍ବରୁ ୨୦୧୩ରେ ତାଙ୍କୁ ଦକ୍ଷିଣ…
ଭାରତ, ମାଲେସିଆ ସେମିରେ
ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ମାଲେସିଆ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଅନ୍ୟଏକ ମ୍ୟାଚରେ ପାକିସ୍ତାନ…
ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ
କଟକ, ୮ା୮(କାର୍ତ୍ତିକ ସାହୁ): ଜଣେ ଓଡ଼ିଆ ଗାୟିକାଙ୍କୁ ଯୌନ ଶୋଷଣ ଓ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ବଲିଉଡ୍ର କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ସୋମବାର କଟକ ମହିଳା ଥାନାରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଥିବା ଅଭିଯୋଗ ଆଧାରରେ ପୋଲିସ ତାଙ୍କୁ…
କଂଗ୍ରେସରେ ଆଜାଦଙ୍କ ଦଳର ୨୧ ନେତା
ନୂଆଦିଲ୍ଲୀ,୮ା୮:ଗୁଲାମ ନବୀ ଆଜାଦଙ୍କ ଡେମୋକ୍ରାଟିକ୍ ପ୍ରୋଗ୍ରେସିଭ୍ ଆଜାଦ ପାର୍ଟିର ୨୧ ଜଣ ନେତା ସୋମବାର ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ଅବସରରେ ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ, ଜମ୍ମୁ-କଶ୍ମୀର ଦାୟିତ୍ୱରେ ଥିବା ରଜନୀ…
ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ
ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ, ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ସହ ରାଜେନ୍ଦ୍ର…
ଥଣ୍ଡା ପାନୀୟ ଜଳ ଯାନର ଶୁଭାରମ୍ଭ
ଭୁବନେଶ୍ୱର,୮।୮: ଜିନ୍ଦଲ ଷ୍ଟିଲ୍ ଆଣ୍ଡ୍ ପାୱାର (ଜେଏସ୍ପି)ର ସାମାଜିକ ଅନୁଷ୍ଠାନ ଜେଏସ୍ପି ଫାଉଣ୍ଡେଶନ ପକ୍ଷରୁ ସୋମବାର ଏକ ଥଣ୍ଡା ପାନୀୟ ଜଳ ସେବା ଯାନର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ…
ବିଶ୍ୱବ୍ୟାପୀ ୧୦୦ କୋଟି ଡଲାର ଆୟ କଲା ‘ବାର୍ବି’
ମୁମ୍ବାଇ: ମାର୍ଗଟ ରୋବି ଏବଂ ଆରୟନ୍ ଗ୍ଲସିଂଙ୍କ ଅଭିନୀତ ଫାଣ୍ଟାସି କମେଡି ଫିଲ୍ମ ‘ବାର୍ବି’ ରିଲିଜ୍ ହେବାର ତୃତୀୟ ସପ୍ତାହରେ ବିଶ୍ୱବ୍ୟାପି ବକ୍ସ ଅଫିସରେ ୧ ବିଲିୟନ୍ ଡଲାର ଅତିକ୍ରମ କରିଛି। ଏନେଇ ଫିଲ୍ମ ନିର୍ଦ୍ଦେଶକ ଗ୍ରେଟା ଗେରୱିଗ ଇନ୍ଷ୍ଟାଗ୍ରାମରେ ଏକ…

