ପୋଲ ନିର୍ମାଣରେ ବାଧକ ସାଜିଛି ବେଆଇନ ଇଟାଭାଟି
ନୀଳଗିରି,୨୯।୪:(ସ୍ବ.ପ୍ର) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁରରୁ ପିଠାହତା ପଞ୍ଚାୟତକୁ ସଂଯୋଗ କରୁଥିବା ନିର୍ମାଣାଧିନ ଏକ ପୋଲ ପାଇଁ ବାଧକ ସାଜିଛି ବେଆଇନ ଇଟାଭାଟି। ଅଞ୍ଚଳବାସୀ ଏହାକୁ ବିରୋଧ କରିବା ସହ ଉପ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ସୂଚନା…
ମହୁଲ ମୂଲ୍ୟ ମିଳୁନି
ଗୋପବନ୍ଧୁନଗର,୨୯।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଚାଷ ଏହି ଅଞ୍ଚଳ ଲୋକଙ୍କ ପ୍ରଧାନ ଜୀବିକା ହୋଇଥିଲେ ମଧ୍ୟ ଜଙ୍ଗଲଜାତ ଦ୍ରବ୍ୟ ବିକ୍ରି କରି ସେମାନେ ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ମହୁଲ, ଝୁଣା, ଲାଖ,…
ମତ୍ସ୍ୟଜୀବୀଙ୍କୁ ଦୁଃଖ ଦେଉଛି ସମୁଦ୍ର ପ୍ରବେଶ କଟକଣା
ମହାକାଳପଡ଼ା,୨୯ା୪ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପକୂଳ ଅଞ୍ଚଳରେ ୧୦ ହଜାରରୁ ଅଧିକ ପଞ୍ଜୀକୃତ ଓ ଅଣ ପଞ୍ଜୀକୃତ ମତ୍ସ୍ୟଜୀବୀ ନଦୀ, ସମୁଦ୍ର ଉପରେ ନିର୍ଭର କରିଥାନ୍ତି। ପରିବାର ପ୍ରତିପୋଷଣ ପାଇଁ କେବଳ ମାଛ ଧରିବା ଭରସା। ନଦୀ ସମୁଦ୍ରରୁ ମାଛ…
ଶ୍ରୀମନ୍ଦିର ସଂସ୍କାର ମାମଲା: ୧ରେ ଶୁଣାଣି
ନୂଆଦିଲ୍ଲୀ,୨୯।୪: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସଂସ୍କାର ସମ୍ପର୍କିତ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧ତାରିଖରେ ହେବ। ଆବେଦନକାରିଣୀ ମ୍ରିଣାଳିନୀ ପାଢ଼ୀଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି ବିଚାରପତି ଏମ୍.ଆର୍.ଶାହ ଏବଂ ଜଷ୍ଟିସ ସି.ଟି. ରବିକୁମାରଙ୍କ ଖଣ୍ଡପୀଠରେ ହେବ। ପୂର୍ବରୁ ଏହି ମାମଲରେ ଉଭୟ…
ଚାଷୀଙ୍କୁ ମିଳିବ ୯୫୦୦ କୋଟିର ଖରିଫ ଋଣ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ସମବାୟ ବିଭାଗ ପକ୍ଷରୁ ୨୦୨୩ ଖରିଫ ଫସଲ ନିମନ୍ତେ ୯୫୦୦ କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ମୋଟ ଫସଲ ଋଣର ସିଂହଭାଗ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ…
ଓଡ଼ିଶା ବିଜୁ ପକ୍କାଘରେ ଆନ୍ଧ୍ରର ଷ୍ଟିକର
ପଟ୍ଟାଙ୍ଗି, ୨୯।୪୪(ଡି.ଏନ୍.ଏ.): ଓଡ଼ିଶାରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ବିଭିନ୍ନ ସରକାରୀ ଯୋଜନା ମାଧ୍ୟମରେ ଲୋକଙ୍କୁ ଆନ୍ଧ୍ର ପ୍ରଭାବିତ କରିବାରେ ଲାଗିଛି। କିଛି ଦିନ ତଳେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର କିଛି ଗ୍ରାମରେ ଆନ୍ଧ୍ରର ଅଧିକାରୀମାନେ ଆଧାର…
ପୁଣି ଅନୁଗୋଳରେ ହାତୀ ଆତଙ୍କ: ବୃଦ୍ଧଙ୍କୁ କଚାଡ଼ି ମାରିଲା
ଅନୁଗୋଳ ଅଫିସ,୨୯।୪: ଅନୁଗୋଳରେ ପୁଣି ହାତୀ ଆତଙ୍କ ଦେଖାଦେଇଛି। ହାତୀ ଆକ୍ରମଣରେ ଶନିବାର ସକାଳେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳର ମରଣ୍ଡା ଗାଁର ଝଟକ ବେହେରା(୬୫)। ମିଳିଥିବା ସୂଚନା ମୁତାବକ, ସକାଳେ ଝଟକ…
ଦକ୍ଷତା ବିକାଶ ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ
ଭୁବନେଶ୍ୱର, ୨୯।୪(ବ୍ୟୁରୋ): ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଏହି ୩ ଦିନିଆ ବୈଠକ ଓ ସେମିନାରରେ ପ୍ରାଥମିକ କ୍ଷେତ୍ର ଯଥା-କ୍ଷମତା ନିର୍ମାଣ ଓ ଭବିଷ୍ୟତର କାର୍ଯ୍ୟ କ୍ଷେତ୍ରରେ ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ ଉପରେ ବିଚାରବିମର୍ଶ କରାଯାଇଥିଲା।…
ସ୍ପେଶାଲିଷ୍ଟ, ସୁପରସ୍ପେଶାଲିଷ୍ଟ ଡାକ୍ତରଙ୍କୁ ମିଳିବ ଇନ୍ସେନ୍ଟିଭ
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ସ୍ପେଶାଲିଷ୍ଟ ଏବଂ ସୁପରସ୍ପେଶାଲିଷ୍ଟ ଡାକ୍ତରଙ୍କୁ ଆକୃଷ୍ଟ କରିବାକୁ ପ୍ରୋତ୍ସାହନ ରାଶି (ଇନ୍ସେନ୍ଟିଭ) ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯେଉଁ ଡାକ୍ତରମାନଙ୍କ ଡିପ୍ଲୋମେଟ୍ ଅଫ୍ ନ୍ୟାଶନାଲ (ଡିଏନ୍ବି) ସ୍ପେଶାଲିଷ୍ଟ ଏବଂ ସୁପରସ୍ପେଶାଲିଷ୍ଟ ଡିଗ୍ରୀ ଥିବ ସେମାନଙ୍କୁ ନ୍ୟାଶନାଲ ମେଡିକାଲ…
ଘରୋଇ ହସ୍ପିଟାଲରେ ହେବ ସି-ସେକ୍ସନ ଅଡିଟ୍
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ସିଜରିିଆନ ପ୍ରସବ (ଡେଲିଭରି) ଚିନ୍ତାଜନକ ସ୍ଥିତିକୁ ଗଲାଣି। ସ୍ବାଭାବିକ ପ୍ରସବଠାରୁ ସିଜରିଆନ ଡେଲିଭରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଉଦ୍ବେଗ ପ୍ରକାଶ କରିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଘରୋଇ ହସ୍ପିଟାଲରେ ପ୍ରସବଜନିତ…
ବିଓଏମ୍ର ୪ର୍ଥ ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୨୯।୪: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୪ର୍ଥ ତ୍ରୈମାସରେ ବିଓଏମ୍ ମୋଟ ୮୪୦ କୋଟି ଟଙ୍କାର ନେଟ୍ ଲାଭ ହାସଲ କରିଛି ବୋଲି ବ୍ୟାଙ୍କ…
ମାର୍ଚ୍ଚରେ କମିଲା ଶିଳ୍ପ ଅଭିବୃଦ୍ଧି
ନୂଆଦିଲ୍ଲୀ,୨୯।୪: ଗତ କିଛି ମାସ ହେବ ଦେଶରେ ଉତ୍ପାଦନ ହ୍ରାସ ପାଇବାରେ ଲାଗିଛି। ଏପରିକି ଜାତୀୟ ସମସ୍ୟା ଓ ମାନ୍ଦାବସ୍ଥା ଯୋଗୁ ଶିଳ୍ପକ୍ଷେତ୍ରରେ ଉତ୍ପାଦନ ହ୍ରାସ ପାଇଥିବା ଆକଳନ କରାଯାଇଛି। ଏ ନେଇ ଶୁକ୍ରବାର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ…
Archives


