Home Left

ପିଏମ୍‌ଏଲ୍‌-ଏନ୍‌ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ

ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍‌ଏଲ୍‌-ଏନ୍‌ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍‌ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ତାଙ୍କ ଭାଇ ତଥା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ କହିଛନ୍ତି। ଲାହୋରଠାରୁ…

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୮ା୮: ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି ମତରେ…

ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି

ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍‌ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଉପରୋକ୍ତ ଉତ୍ତର ରଖିଥିଲେ। ଜନସାଧାରଣଙ୍କ ଭାବାବେଗକୁ ଦୃଷ୍ଟିରେ ରଖି…

୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ

ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ ତା’ର ନିମ୍ନ କକ୍ଷ ପଥରେ ୧୭ ତାରିଖରେ ପହଞ୍ଚିବ। ଚଳିତ ଥର…

ଟ୍ରେନ୍‌ରେ ଗୁଳିକାଣ୍ଡ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ସାମ୍ପ୍ରଦାୟିକ ଶତ୍ରୁତା ଧାରା ଲାଗିଲା

ମୁମ୍ମାଇ,୮ା୮:ଜୟୁପର-ମୁମ୍ବାଇ ସୁପରପାଷ୍ଟ ଏକ୍ଟପ୍ରେସରେ ଗତମାସ ୩୧ରେ ଆରପିଏଫ କନଷ୍ଟେବଳ ଚେତନ ସିଂ ତାଙ୍କ ସିନିୟର ଅଫିସର ଏଏସଆଇ ଟିକାରାମ ମୀନାଙ୍କ ସମେତ ଚାରିଜଣଙ୍କୁ ଗୁଳିମାରି ହତ୍ୟା କରିଥିଲେ। ତାଙ୍କ ବିରୋଧରେ ଏବେ ସାମ୍ପ୍ରଦାୟିକ ଶତ୍ରୁତା ଉସୁକାଇବା ଭଳି ଧାରା ଲାଗିଥିବା ରେଳବାଇ…

ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ କମାଣ୍ଡର ନିହତ

ଶ୍ରନଗର, ୮ା୮: ଜାମ୍ମୁ କାଶ୍ମୀରର ପୁଞ୍ଜ ସେକ୍ଟରରେ ସୋମବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ ମୁଜାହିଦ୍ଦିନ ସଂଗଠନର ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପୁଞ୍ଚ୍‌ ଜିଲ୍ଲା ଅନ୍ତର୍ଗତ ବାଗଲାଦ୍ରାର ମୁନୀର ହୁସେନ। ସେ ୧୯୯୩ରେ ପିଓକେ ଯାଇ ଅସ୍ତ୍ରଚାଳନା…

ନୁହ ଉଚ୍ଛେଦ ଅଭିଯାନରେ ରୋକ ଲଗାଇଲେ ହାଇକୋର୍ଟ

ଗୁରୁଗ୍ରାମ/ଚଣ୍ଡିଗଡ଼,୮ା୮: ହରିୟାଣାର ନୁହ ଜିଲାରେ ପ୍ରଶାସନ ପକ୍ଷରୁ ଚାଲିଥିବା ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ଉପରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ରୋକ ଲଗାଇଛନ୍ତି। ନୁହ ଜିଲାରେ ପ୍ରଶାସନର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜି.ଏସ୍‌. ସନ୍ଧଓ୍ବାଲିଆ…

ଦିଶାଙ୍କ ନୂଆ ବୟଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ ତାଙ୍କ ଲଭ୍‌ ଲାଇଫ୍‌କୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଅଭିନେତା ଟାଇଗର ଶ୍ରଫ୍‌ଙ୍କ ସହ ଦିଶାଙ୍କ ପ୍ରେମ ସମ୍ପର୍କକୁ ଦର୍ଶକ ଅନେକ ପସନ୍ଦ କରୁଥିଲେ। ହେଲେ ଅଭିନେତ୍ରୀ ଏହାକୁ ନେଇ କିଛି କହି ନ…

କୁକୁର ପାଇଁ ଛାଡ଼ିଲେ ଚାକିରି

କାନ୍‌ବେରା: ଘରେ ପାଳୁଥିବା ପ୍ରାଣୀଙ୍କୁ ପ୍ରାୟ ସମସ୍ତେ ବହୁତ ଭଲ ପାଆନ୍ତି। ତାଙ୍କ ପାଇଁ ସେମାନେ ମଧ୍ୟ ଅନେକ କିଛି କରିଥାନ୍ତି। ହେଲେ ନିକଟରେ ଜଣେ ଯୁବତୀ ପାଳିଥିବା ତାଙ୍କ କୁକୁର ପାଇଁ ଏମିତି କିଛି କରିଛନ୍ତି, ଯାହା ଶୁଣିଲେ ଆଶ୍ଚର୍ଯ୍ୟ…

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି। ଗତ ୨୪ ଘଣ୍ଟା…

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୭ା୮(ପି.ଟି.) : ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି…

ନୁହ ଉଚ୍ଛେଦ ଅଭିଯାନରେ ରୋକ୍‌ ଲଗାଇଲେ ହାଇକୋର୍ଟ

ଗୁରୁଗଗ୍ରାମ/ଚଣ୍ଡିଗଡ଼,୭ା୮(ପି.ଟି.): ହରିୟାଣାର ନୁହ ଜିଲାରେ ପ୍ରଶାସନ ପକ୍ଷରୁ ଚାଲିଥିବା ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ଉପରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ରୋକ ଲଗାଇଛନ୍ତି। ନୁହ ଜିଲାରେ ପ୍ରଶାସନର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜି.ଏସ୍‌. ସନ୍ଧଓ୍ବାଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?