Home Left

ବଢ଼ୁଛି ୨ ନଦୀବନ୍ଧ ବିସ୍ଥାପିତଙ୍କ ଦୁଃଖ

ନୟାଗଡ଼ ଅଫିସ,୨୮।୪: ନୟାଗଡ଼ ଜିଲାର ବିଭିନ୍ନ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ଥାନୀୟ ଆଦିବାସୀଙ୍କୁ ଲୋଭ ଦେଖାଇ ଭୋଗ ଦଖଲ ଜମିରେ କାଜୁ କର୍ପୋରେଶନ କାଜୁ ଗଛ ଲଗାଇଲେ। କାଜୁ ଗଛକୁ ଆଦିବାସୀଙ୍କ ଦ୍ୱାରା ରକ୍ଷଣାବେକ୍ଷଣ କରାଗଲା । ହେଲେ ଫଳ ଧରିବା…

ଭିଜିଲାନ୍ସ ଜାଲରେ ବିଇଓ

ପଟାମୁଣ୍ଡେଇ,୨୮।୪(ଡି.ଏନ୍‌.ଏ): ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ବ୍ଲକ ଶିକ୍ଷା ଅଧିକାରୀ । ଧରାପଡିଥିବା ବ୍ଲକ ଶିକ୍ଷା ଅଧିକାରୀ ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ମାନସ ଧଳ । ଏରିଅର ଟଙ୍କା କରାଇଦେବାକୁ ଶିକ୍ଷକଙ୍କଠାରୁ ସେ ୧୦…

ବିନା ପରିବେଶ ମଞ୍ଜୁରୀରେ ଖଣି ଖନନ ଅଭିଯୋଗ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ଛତ୍ରପୁର ଠାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି ଯେ, କାରଖାନା ପକ୍ଷରୁ…

ଅତିକ୍‌-ଅଶ୍ରଫ୍‌ଙ୍କ ହତ୍ୟା ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୮।୪: ଗ୍ୟଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ ଅହମ୍ମଦଙ୍କ ହତ୍ୟା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିକଟରେ ଏହି ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ଦୁଇଟି ପିଟିସନ ଦାଖଲ କରାଯାଇଥିଲା। ଏହି ଦୁଇଟି ପିଟିସନ ଦାଖଲ ପରେ…

ଆଜି ଏସ୍‌ସିଓ ବୈଠକ: ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୮।୪: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଏଥିରେ ଅଧ୍ୟକ୍ଷତା କରିବେ। ବୈଠକରେ ଆଞ୍ଚଳିକ ଶାନ୍ତି, ନିରାପତ୍ତା, ଆତଙ୍କବାଦକୁ ରୋକିବା ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯିବ।…

ବ୍ୟାଙ୍କ ଆକାଉଣ୍ଟକୁ ଆସୁନି ଭତ୍ତା ଟଙ୍କା, ହିତାଧିକାରୀ ହଟହଟା

ନାଉଗାଁ,୨୮।୪(ସ୍ବ.ପ୍ର.): ଭତ୍ତା ଟଙ୍କା ପ୍ରଦାନରେ ସ୍ବଚ୍ଛତା ଆଣିବା ପାଇଁ ସରକାରଙ୍କ ପକ୍ଷରୁ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଭତ୍ତା ଟଙ୍କା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଫଳରେ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇବା ପାଇଁ ବ୍ୟାଙ୍କ ଆକାଉଣ୍ଟ ଦେବା ବାଧ୍ୟତାମୂଳକ କରାଯାଇଛି। ଏଥିସହ…

ଡଙ୍ଗାବୁଡ଼ି ଘଟଣାରୁ ମିଳୁନାହିଁ ଶିକ୍ଷା

କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ଏକମାଣିଆ କେରଡାଗଡ଼ ବ୍ରାହ୍ମଣୀ ଫେରିଘାଟରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଇଥିବା ଭୁଟୁଭୁଟି ଗୁରୁବାର ବୁଡ଼ିଗଲା। ଏହି ଦୁର୍ଘଟଣାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ନାଉରିଆ ନିଖୋଜ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…

ଝାରସୁଗୁଡା ଉପନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ। ଏଥିନେଇ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି। ୩ ପ୍ରମୁଖ ଦଳ ନିଜ ନିଜ ରାଜନୈତିକ ଦଳଙ୍କ ସହ ପ୍ରଚାର କରୁଛନ୍ତି। ତେବେ ନିଜ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ…

ସୌଭାଗ୍ୟଲକ୍ଷ୍ମୀ ‘ଶ୍ରେଷ୍ଠ ଓଡ଼ିଆଣୀ’

ଭୁବନେଶ୍ୱର,୨୮।୪(ବ୍ୟୁରୋ): ସମ୍ଭାବନା ପକ୍ଷରୁ ଗୁରୁବାର ସୂଚନା ଭବନଠାରେ ଶ୍ରେଷ୍ଠ ଓଡ଼ିଆଣୀ ଉତ୍ସବ ଏବଂ ଓଡ଼ିଆ ସ୍ବାଭିମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ୧୨ଟି ପର୍ଯ୍ୟାୟରେ ପ୍ରତିଯୋଗିତା ପରେ ଚଳିତବର୍ଷର ‘ଶ୍ରେଷ୍ଠ ଓଡ଼ିଆଣୀ’ ହୋଇଛନ୍ତି ସୌଭାଗ୍ୟଲକ୍ଷ୍ମୀ ମହାନ୍ତି। ସେହିପରି ଜ୍ୟୋତ୍ସ୍ନାରାଣୀ ପାତ୍ର ‘ସହ ଶ୍ରେଷ୍ଠ…

୮୮ବର୍ଷରେ ଓଡ଼ିଆ ସିନେମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’କୁ ଶୁକ୍ରବାର ୮୭ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଓଡ଼ିଆ ସିନେମାର ମୋଡ଼ ବିଭିନ୍ନ କ୍ଷେତ୍ର ଦେଇ ଆଗକୁ ବଢ଼ିଛି। ୧୯୩୬ରେ ଓଡ଼ିଆ ସିନେମା ଜଗତକୁ ସେତେବେଳେ ୨୯ହଜାର ୭୮୧ଟଙ୍କା ୧୦ଅଣା ବଜେଟରେ ସୀତା ବିବାହ…

ଆନନ୍ଦ ମୋହନ ଜେଲରୁ ମୁକୁଳିବା ଘଟଣା: ପାଟନା ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ

ପାଟନା,୨୮।୪: ଜଣେ ଆଇଏଏସ ଅଧିକାରୀଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନ ସିଂଙ୍କୁ ଗୁରୁବାର ବିହାରର ସହର୍ଷ ଜେଲରୁ ମୁକ୍ତ କରାଯାଇଛି। ତେବେ ବର୍ତ୍ତମାନ ବିହାରର ଜେଲ ନିୟମରେ ସଂଶୋଧନକୁ ଚ୍ୟାଲେଞ୍ଜ କରି ପାଟନା ହାଇକୋର୍ଟରେ…

ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି

ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri