ମହ୍ଲାରଙ୍କ ଭାଗ୍ୟ ବଦଳୁନାହିଁ
କାଳିଆପାଣି,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ ଅଧୀନ କାଳିଆପାଣି ଖଣି ଅଞ୍ଚଳ କଅଁସ ପଞ୍ଚାୟତ ବିଟସାହି ଉପରମୁଣ୍ଡ ବୁଦୁବୁଦିଆ ଜଙ୍ଗଲ କଡ଼ରେ ଚାଳଛପର, ଛିଣ୍ଡା ଜରିପାଲରେ ଝୁମ୍ପୁଡ଼ି କରି ବସବାସ କରୁଛନ୍ତି ମହ୍ଲାର ସମ୍ପ୍ରଦାୟ। ହେଲେ ସେମାନଙ୍କ ଭାଗ୍ୟ ବଦଳୁନାହିଁ। ସେମାନଙ୍କ…
ଭିନ୍ନ ରୂପ ନେଲା ଆବାସ ଚୋରି ଘଟଣା: ୪ ହିତାଧିକାରୀଙ୍କ ନାଁରେ ଥାନାରେ ଅଭିଯୋଗ
ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ କଏଣା-ରଘୁନାଥପୁର ପଞ୍ଚାୟତରେ ଆବାସ ଚୋରି ଘଟଣା ଭିନ୍ନରୂପ ନେଇଛି। ଆବାସ ପାଇଥିବା ୪ ହିତାଧିକାରୀଙ୍କ ନାଁରେ ବିଡିଓ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିବାବେଳେ ହିତାଧିକାରୀମାନେ ବିଜେଡିର ପଞ୍ଚାୟତ ସଭାପତିଙ୍କ ନାଁରେ ପୃଥକ୍ଭାବେ ୩ଟି…
ମନ୍ତ୍ରୀ, ଅଫିସର ଚଢ଼ିବେ ହାଇବ୍ରିଡ୍ ଗାଡ଼ି
ଭୁବନେଶ୍ବର,୨୮ା୪(ବ୍ୟୁରୋ): ଉଭୟ ତେଲ ଓ ବ୍ୟାଟେରିରେ ଚାଲୁଥିବା ହାଇବ୍ରିଡ୍ ଗାଡ଼ି ନେତା, ମନ୍ତ୍ରୀ ଏବଂ ଅଫିସରମାନେ ଚଢ଼ିବେ। ଅର୍ଥ ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ପରିବହନ ବିଭାଗ ପକ୍ଷରୁ ଏ ନେଇ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। କିଏ କେତେ…
ଶ୍ରୀମନ୍ଦିର ରତ୍ନଭଣ୍ଡାର: ତେଜିଲା ରାଜନୀତି
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ପୁଣି ରାଜନୀତି ଆରମ୍ଭ ହୋଇଛି। ଚାବି ହଜିବା ଘଟଣାର ସାଢ଼େ ୪ ବର୍ଷ ପରେ ଜଷ୍ଟିସ୍ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ନ ହେବା ଓ ଏହାକୁ ନେଇ ରାଜ୍ୟ…
ଦୃଷ୍ଟି ଆଢ଼ୁଆଳରେ ଦୃଷ୍ଟିବାଧିତ ମହିଳା କ୍ରିକେଟର
ସମ୍ପ୍ରତି କେନ୍ଦ୍ର ଓ ଓଡ଼ିଶା ସରକାର ଖେଳର ବିକାଶ ସହ ଖେଳାଳିଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ଦେଶ କିପରି ଖେଳରେ ଆଗକୁ ବଢ଼ିବ ଏଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନାମାନ ପ୍ରସ୍ତୁତ କରୁଛନ୍ତି। ସେହିପରି ଓଡ଼ିଶାକୁ କ୍ରୀଡ଼ା ହବ୍ରେ…
ବିଶ୍ୱରେ ଭାରତ ଦ୍ୱିତୀୟ
ଯେ କୌଣସି କ୍ରୀଡ଼ା ହେଉନା କାହିଁକି ଅନେକ ସମୟରେ ତ୍ୱରିତ ସଫଳତା ପାଇଁ କେତେକ ଖେଳାଳି ଶର୍ଟ କଟ୍ ପନ୍ଥା ଆପଣେଇଥାନ୍ତି। ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ସମୟ ସମୟରେ ଶକ୍ତିବର୍ଦ୍ଧକ (ଡୋପିଂ) ବ୍ୟବହାର କରିଥାନ୍ତି। ପୂର୍ବରୁ ଅନେକ ସମୟରେ ଶକ୍ତିବର୍ଦ୍ଧକର…
ବାଦ୍ ପଡ଼ିଲେ ଶିଖା, ପୁନମ୍, ତାନିଆ
ନୂଆଦିଲ୍ଲୀ,୨୮ା୪(ପି.ଟି): ଗୁରୁବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପ୍ରକାଶ ପାଇଛି। ଏହି ତାଲିକାରେ ୧୭ ଜଣ ଖେଳାଳି ସ୍ଥାନ ପାଇଥିବା ବେଳେ ଉଇକେଟ୍କିପର ବ୍ୟାଟର ରିଚା ଘୋଷ୍ ଓ ଜେମିମା ରୋଡ୍ରିଗୁଏଜ୍ଙ୍କୁ ଗ୍ରେଡ୍ ବି’କୁ ପଦୋନ୍ନତି…
କୁସ୍ତିଯୋଦ୍ଧାଙ୍କ ଉପରେ କ୍ଷୁବ୍ଧ ପି.ଟି. ଉଷା
ନୂଆଦିଲ୍ଲୀ, ୨୮ା୪ (ପି.ଟି.): ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ ଘଟୁଥିବାରୁ ପୁଣି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ପି.ଟି. ଉଷା।…
ନୟାଗଡ଼, ବାଲେଶ୍ୱର ବିଜୟୀ
ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍ବଲ ଚାମ୍ପିୟନଶିପ୍ ସାହାଣୀ କପ୍ରେ ଗୁରୁବାର ୪ଟି ମ୍ୟାଚ୍ ଅନୁଷ୍ଠିତ ହୋଇଛି। ଏଥିରେ ନୟାଗଡ଼ ଓ ବାଲେଶ୍ୱର ଦଳ ବିଜୟୀ ହୋଇଥିବା ବେଳେ ସୁନ୍ଦରଗଡ଼-ଭୁବନେଶ୍ୱର ଓ ଜଗତ୍ସିଂହପୁର-ବୌଦ୍ଧ ମ୍ୟାଚ୍ ଡ୍ର ରହିଛି।…
ଯଶସ୍ବୀ ଜୟସ୍ବାଲଙ୍କ ଅର୍ଦ୍ଧଶତକ
ଜୟପୁର,୨୮ା୪: ଓପନର ଯଶସ୍ବୀ ଜୟସ୍ବାଲଙ୍କ ଅର୍ଦ୍ଧଶତକ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚରେ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ ହରାଇ ୨୦୨ ରନ୍ ସଂଗ୍ରହ କରିଛି ରାଜସ୍ଥାନ ରୟାଲ୍ସ। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ପକ୍ଷରୁ ଜୟସ୍ବାଲ…
ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ସମ୍ବନ୍ଧ ବଳାତ୍କାର ନୁହେଁ: ହାଇକୋର୍ଟ
କୋଲକାତା,୨୮ା୪: ବିବାହ ପ୍ରତିଶ୍ରୁତି ଦେଇ ୨ ପ୍ରାପ୍ତବୟସ୍କ ସହମତିରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ତାହା ବଳାତ୍କାର ଭାବେ ପରିଗଣିତ ହେବ ନାହିଁ ବୋଲି କାଲକାଟା ହାଇକୋର୍ଟ ଏକ ୧୪ ବର୍ଷ ପୁରୁଣା ମାମଲାରେ ରାୟ ଦେଇଛନ୍ତି। ୨୦୦୯ରେ ପଶ୍ଚିମବଙ୍ଗର ହୁଗୁଳି…
ସମଲିଙ୍ଗୀ ଯୋଡ଼ି କିପରି ପାଇବେ ସାମାଜିକ ସୁବିଧା
ନୂଆଦିଲ୍ଲୀ,୨୮ା୪: ଯୁଗ୍ମ ବ୍ୟାଙ୍କ ଆକାଉଣ୍ଟ ଖୋଲିବା କିମ୍ବା ବୀମା ପଲିସିରେ ପାର୍ଟନରଙ୍କୁ ନୋମିନୀ ରଖିବା ଆଦି ମୌଳିକ ସାମାଜିକ ଅଧିକାର ସମଲିଙ୍ଗୀ ଯୋଡ଼ି କିପରି ପାଇବେ, ସରକାର ତାହା ଖୋଜି ବାହାର କରିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଯାହା…
Archives


