ଲାଞ୍ଚ ମାମଲା: ପୂର୍ବତନ ମହିଳା ସରପଞ୍ଚଙ୍କୁ ୨ ବର୍ଷ ଜେଲ
ସୁନ୍ଦରଗଡ଼,୨୭।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ଜଣେ ପୂର୍ବତନ ମହିଳା ସରପଞ୍ଚଙ୍କୁ ୨ବର୍ଷ ଜେଲ ସହ ୨ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦାୟ ଅଧିକ…
ବଲିଉଡ୍ର ଏହି ବ୍ୟକ୍ତିଙ୍କୁ ଗଡ୍ଫାଦର ଭାବନ୍ତି ସଲମାନ
ମୁମ୍ବାଇ: କୁହାଯାଏ, ସମସ୍ତଙ୍କ ଜୀବନରେ କେହି ନା କେହି ଗଡ୍ଫାଦର ଅଛନ୍ତି। ଆମକୁ କେବଳ ଏହା ହୃଦୟଙ୍ଗମ କରିବାକୁ ପଡ଼ିବ। ସେହି ଗଡ୍ଫାଦର ଯେକୌଣସି ରୂପରେ ହୋଇପାରନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଦବଙ୍ଗ ଖାନ୍ ସଲମାନଙ୍କ ଜୀବନରେ ମଧ୍ୟ ଜଣେ…
ସେବାଶ୍ରମ ପାଚିକାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ
ବାଲିଗୁଡ଼ା, ୨୭।୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକର ରଢ଼ା ସେବାଶ୍ରମ କୋଭିଡ୍ ହଷ୍ଟେଲରେ ନିୟୋଜିତ ଜଣେ ପାଚିକାଙ୍କୁ ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି। କୋଟଗଡ଼ ଦେୱାନୀ ଓ ଫୌଜଦାରି ଅଦାଲତର ପ୍ରଥମ ବିଚାର ବିଭାଗୀୟ ବିଚାରପତି…
ତେଲଙ୍ଗାନାରେ ନିର୍ଯାତିତ: ଲୁଚିକି ଗାଁକୁ ଫେରିଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ
ଭବାନୀପାଟଣା,୨୭।୪( ସ୍ବ.ପ୍ର.): କଳାହାଣ୍ଡିରେ ଥମୁନି ଦାଦନ ସମସ୍ୟା। ପୁଣି ନିର୍ଯାତିତ ହୋଇଛନ୍ତି ଶ୍ରମିକ। ତେଲଙ୍ଗାନା ରାଜ୍ୟକୁ କାମ କରିବାକୁ ଯାଇ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଶେଷରେ ୩୦ରୁ ଊଦ୍ଧର୍ବ ଶ୍ରମିକ ତେଲଙ୍ଗାନାରୁ ଲୁଚିକି ଗାଁକୁ ଫେରିଛନ୍ତି। ଗୁରୁବାର ନ୍ୟାୟ…
ନାବାଳିକାଙ୍କୁ ଅପହରଣ ଅଭିଯୋଗ
ହିଞ୍ଜିଳିକାଟୁ,୨୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ହାଇସ୍କୁଲ ଛାତ୍ରୀଙ୍କୁ ସେହି ଗ୍ରାମର ଜଣେ ଯୁବକ ଅପହରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଅପହୃତା ନାବାଳିକାଙ୍କ ମାଆ ଅଭିଯୋଗ କରିଛନ୍ତି ଯେ, ତାଙ୍କ ନାବାଳିକା ଝିଅଙ୍କୁ ସ୍କୁଲ…
ଦୁର୍ନୀତି ମାମଲାରେ ପୂର୍ବତନ ସହକାରୀ ବନସଂରକ୍ଷକ, ଠିକାଦାର ଦଣ୍ଡିତ
ମାଲକାନଗିରି,୨୭ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା ବନ ବିଭାଗର ପୂର୍ବତନ ବନ ସହକାରୀ ବନସଂରକ୍ଷକ ଶରତ କୁମାର ପଣ୍ଡା ଏବଂ ଠିକାଦାର ଜି.ଏମ୍. ସୁବାସ ଚନ୍ଦ୍ର ବୋଷଙ୍କ ଏକ ଦୁର୍ନୀତି ମାମଲାର ରାୟ ଗୁରୁବାର ଜୟପୁର ସ୍ବତନ୍ତ୍ର ଦୁର୍ନୀତି ନିବାରଣ ବିଚାରପତି ଶୁଣାଇ ଉଭୟଙ୍କୁ…
ନକଲି ଔଷଧ କାରବାର: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତଙ୍କୁ ବରଗଡ଼ ଆଣିଲା ପୋଲିସ
ବରଗଡ଼ ଅଫିସ,୨୭ା୪:ବରଗଡ଼ ଜିଲାରେ ଧରାପଡ଼ିଥିବା ନକଲି ଔଷଧ କାରବାରର ଚେର ଉତ୍ତରପ୍ରଦେଶକୁ ଲମ୍ବିଛି। ଏହା ଜଣାପଡ଼ିବା ପରେ ପୋଲିସ ଟିମ୍ ସେଠାକୁ ପହଞ୍ଚି ୫ ଅଭିଯୁକ୍ତଙ୍କୁ ବରଗଡ଼କୁ ଆଣିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବାରଣାସୀ ଜିଲା ଭେଲୁପୁର ଥାନା ବାଦିଗାଇବିର ଶୁଭମ୍…
୨୮ରୁ ମେ’ ୨ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଗତ କିଛିଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆସନ୍ତା ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଏପରି ପାଗ ଲାଗି…
ଫିଟ୍ ହେବାକୁ ଲାଗିବ ୭ରୁ ୮ ମାସ
ନୂଆଦିଲ୍ଲୀ,୨୫ା୪: ଦିନିକିଆ ବିଶ୍ୱକପ୍ ପୂର୍ବରୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଦୁର୍ଘଟଣା ପରେ ସୁସ୍ଥ ହେଉଥିବା ଭାରତୀୟ ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଫିଟ୍ ହେବାକୁ ନେଇ ଆସିଛି ଏକ ବଡ ଅପଡେଟ୍। ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ…
ଫିଲ୍ମ ଫେୟାର ଆଓ୍ବାର୍ଡ ନେବାକୁ ମନାକଲେ ବିବେକ
ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ତାଙ୍କ ବେକାବୁ ବୟାନକୁ ନେଇ ଅନେକ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବେଳେ ବେଳେ ସେ ଏମିତି କିଛି କାମ କରି ଦିଅନ୍ତି ଯାହାକୁ ନେଇ ସେ ଚର୍ଚ୍ଚାକୁ ଚାଲି ଆସନ୍ତି। ଏବେ ପୁଣିଥରେ…
ଅପରେଶନ ପାଇଁ ଲାଞ୍ଚ ମାଗିବାରୁ ଉତ୍ତେଜନା, ସିଡିଏମ୍ଓଙ୍କୁ ଘେରାଉ କଲା ଜିଲା ଓକିଲ ସଂଘ
କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥିଶଲ୍ୟ ବିଭାଗର ଡାକ୍ତର ଅନିଲ କୁମାର ପଣ୍ଡା ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଅର୍ଥ ମାଗିବା ଘଟଣାକୁ ନେଇ ମେଡିକାଲ ପରସରରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନାରେ ଅପରେଶନ ସୁବିଧା ନ ଥିବା କହି ଏକ…
ବିବାହର ୧୩ ବର୍ଷ ପରେ ଅଲଗା ହେବାକୁ ଯାଉଛନ୍ତି ଏହି କପଲ
ମୁମ୍ବାଇ: ଟେଲିଭିଜନ ଦୁନିଆର ନାମୀ ଅଭିନେତ୍ରୀଙ୍କ ମଧ୍ୟରେ ସାମିଲ ଥିବା ବରଖା ବିଷ୍ଟ ଓ ଅଭିନେତା ଇନ୍ଦ୍ରନୀଲ ସେନଗୁପ୍ତା ଏବେ ଅଲଗା ହେବାକୁ ଯାଉଛନ୍ତି। ଏମିତି ଏକ ଖବର ଏବେ ତାଙ୍କ ପ୍ରଶଂସକଙ୍କୁ ନିରାଶ କରିଛି। ରିପୋଟର୍ସଙ୍କ ଅନୁଯାୟୀ, ଗତ ୨…
Archives


