Home Left

ଧରଣୀଧର ବିଶ୍ୱବିଦ୍ୟାଳୟରେ ୪ ନୂଆ ପଦବୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝରରେ ଘୋଷିତ ହୋଇଥିବା ଧରଣୀଧର ବିଶ୍ୱବିଦ୍ୟାଳୟ ପାଇଁ ୪ଟି ନୂଆ ପଦବୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୃଷ୍ଟି ହୋଇଛି। ନୂତନ ଭାବେ କୁଳପତି,କୁଳସଚିବ,କଣ୍ଟ୍ରୋଲର ଅଫ୍‌ ଫାଇନାନ୍ସ ଏବଂ ପରୀକ୍ଷା ନିୟନ୍ତ୍ରକ ପଦବୀ ସୃଷ୍ଟି ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କ…

ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ସିରିଜ୍‌ ଦୁର୍ଘଟଣା

ମୁମ୍ବାଇ,୨୭।୪: ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ଗୁରୁବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ଏକ ଟ୍ରକ୍‌ ଯାଉଥିବା ବେଳେ ବ୍ରେକ୍‌ ଫେଲ୍‌ ହୋଇଥିଲା। ଫଳରେ ଟ୍ରକ୍‌ଟି ଭାରସାମ୍ୟ…

କରାଚିରୁ ଲାହୋର ଯାଉଥିବା ଯାତ୍ରୀବାହୀ ଟ୍ରେନରେ ଲାଗିଲା ନିଆଁ, ୩ ଶିଶୁ ଜଣେ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ

କରାଚି,୨୭।୪: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଏକ ଏକ୍ସପ୍ରେସ ଟ୍ରେନର ଏକ ବଗିରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଏହି ନିଅଁାରେ ପୋଡି ଯାଇ ୩ ଶିଶୁ ଜଣେ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ…

ଏହି ୩ କଥାକୁ ସବୁବେଳେ ଗୁପ୍ତ ରଖନ୍ତୁ, ଜୀବନରେ ନିଶ୍ଚିତ ସଫଳତା ମିଳିବ

ମହାନ ଆଚାର୍ଯ୍ୟ ଚାଣକ୍ୟ ଦୁନିଆର ପ୍ରସିଦ୍ଧ ପଣ୍ଡିତମାନଙ୍କ ମଧ୍ୟରୁ ଅନ୍ୟତମ। ତାଙ୍କ ଦ୍ୱାରା କୁହାଯାଇଥିବା ନୀତି ସମଗ୍ର ବିଶ୍ୱରେ ପ୍ରସିଦ୍ଧ। ସେ ତାଙ୍କର ସମସ୍ତ ନୀତି ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ଲେଖିଛନ୍ତି। ଚାଣକ୍ୟ ନିଜେ ତାଙ୍କ ପୁସ୍ତକରେ ତାଙ୍କ ଜୀବନ…

ପ୍ରକାଶ ସିଂ ବାଦଲଙ୍କ ଶେଷ କୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼,୨୭।୪: ପଞ୍ଜାବରେ ୫ ଥର ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ପ୍ରକାଶ ସିଂ ବାଦଲଙ୍କର ଶେଷ କୃତ୍ୟ ଗୁରୁବାର ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁଖବୀର ସିଂ ବାଦଳ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ଘୋଡାଇ ଦେବା…

ଅବକାରୀ ଚଢାଉ: ଦେଶୀମଦ ସମେତ ସ୍କୁଟି ଜବତ, ଅଭିଯୁକ୍ତ ଗିରଫ

ବାଣପୁର,୨୭।୪(ଡି.ଏନ.ଏ.): ଦିନକୁ ଦିନ ଖୋର୍ଦ୍ଧା ଜିଲା ବାଲୁଗାଁ,ବାଣପୁର, ଚିଲିକା ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢିବାରେ ଲାଗିଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ କରି ଗିରଫ କରିଲେ ମଧ୍ୟ ସୁଧୁରିବାର ନାଁ ଧରୁ ନାହାନ୍ତି ଚୋରା ଦେଶୀମଦ…

ବହୁ ଚର୍ଚ୍ଚିତ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: କୋର୍ଟରେ ସମସ୍ତ ଦସ୍ତାବିଜ ଦାଖଲ

ପାରଳାଖେମୁଣ୍ଡି,୨୭।୪(ଡି.ଏନ.ଏ.): ବହୁ ଚର୍ଚ୍ଚିତ ଏସିଏଫଓ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ଫାଇଲ ରିଓପନ ମାମଲାରେ ଗୁରୁବାର ସମସ୍ତ ଦସ୍ତାବିଜ ଦାଖଲ କରାଯାଇଛି। ସୌମ୍ୟରଞ୍ଜନଙ୍କ ବାପାଙ୍କ ପକ୍ଷରୁ ତାଙ୍କ ଓକିଲ ରଜତ ପାତ୍ର ମାମଲା ସମ୍ପର୍କିତ ସମସ୍ତ ଦସ୍ତାବିଜ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଦାଖଲ…

ଝାରସୁଗୁଡା ଉପନିର୍ବାଚନ: ଦୀପାଳିଙ୍କ ପାଇଁ ପ୍ରଚାର କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୨୭।୪(ଡି.ଏନ.ଏ. ): ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଝାରସୁଗୁଡା ଉପନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି l ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝିଅ ବିଜେଡି ପାର୍ଥୀ ଦୀପାଳି ଦାସଙ୍କ ପାଇଁ ମାରାଥନ ପ୍ରଚାର କରୁଛନ୍ତି। ବିଧାୟକ ବେହେରା ଗୁରୁବାର ଝାରସୁଗୁଡା…

ପ୍ରଧାନମନ୍ତ୍ରୀଙ୍କ ନାମରେ ଭୋଟ ମାଗିବାକୁ ନେଇ ଥଟ୍ଟା କଲେ ଖାର୍ଗେ କହିଲେ, ପଞ୍ଚାୟତ ନିର୍ବାଚନରେ ମଧ୍ୟ …

ବେଙ୍ଗାଲୁରୁ,୨୭।୪: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଉ ଦୁଇ ସପ୍ତାହରୁ କମ ସମୟ ବାକି ଅଛି। ଏଥିନେଇ ରାଜ୍ୟରେ ରାଜନୀତି ସରଗରମ ରହିଛି। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇଙ୍କୁ ଭାଜପା…

ରାହୁଲ-ପ୍ରିୟଙ୍କାଙ୍କ ପ୍ରଚାରରୁ ଭାଜପାକୁ ମିଳିବ ଫାଇଦା: ବୋମ୍ମାଇ

ବେଙ୍ଗାଲୁରୁ,୨୭।୪: ନିର୍ବାଚନ ରାଜ୍ୟ କର୍ନାଟକରେ ରାଜନୈତିକ ଦଳଙ୍କ ପ୍ରଚାର ଅଭିଯାନ ଖୁବ ଯୋରରେ ଚାଲିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ବୁଧବାର କହିଛନ୍ତି କି ଯଦି ରାହୁଲ ଗାନ୍ଧୀ ଓ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ପ୍ରଚାର ପାଇଁ…

ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗ: ଶୀର୍ଷରେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୭।୪: ଭାରତୀୟ କ୍ରିକେଟ ଦଳ ଏବଂ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିଛନ୍ତି। ଯଦିଓ, ସୂର୍ଯ୍ୟକୁମାର ଯାଦବ ଦୀର୍ଘ ଦିନ ଧରି ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ, କିନ୍ତୁ ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟତୀତ ଟିମ…

‘ଏକନାଥ ଶିନ୍ଦେ ସାବଧାନ ରୁହନ୍ତୁ’, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନ ସଙ୍କଟରେ ଥିବା ବେଳେ ଏମିତି କହିଲେ ରାଜ ଠାକରେ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ସହଧର୍ମିଣୀ ଅମୃତା ଫଡନବିଶ ବୁଧବାର ଲୋକମତ ଆଓ୍ବାର୍ଡ କାର୍ଯ୍ୟକ୍ରମରେ ରାଜ ଠାକରେଙ୍କ ସାକ୍ଷାତକାର ନେଇଥିଲେ। ଅମୃତା ଫଡନବିଶଙ୍କ ସହ ଏନସିପି ଏମପି ଅମୋଲ କୋହ୍ଲେବି ଆଉ ଜଣେ ଆଙ୍କର ଭାବେ ପ୍ରଶ୍ନ ପଚାରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri