ଏଚ୍ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍ ପାଭିଲୋମାଭାଇରସ୍ (ଏଚ୍ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର କିଶୋରୀମାନଙ୍କୁ ଏହି ଟିକା ଦିଆଯିବ। ମହିଳାଙ୍କ ମଧ୍ୟରେ ପ୍ରତିକାରଯୋଗ୍ୟ କର୍କଟ ରୋଗକୁ ଦୂର…
ପ୍ରଥମ ଥର ପାଇଁ ଏଭଳି କାରନାମା କଲେ ଅଭିଷେକ ଶର୍ମା, ହତବାକ୍ ହୋଇଗଲା ଜିମ୍ବାଓ୍ବେ!
ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ ଦଳକୁ ଆଶ୍ଚର୍ଯ୍ୟ ଚକିତ କରି ଅଭିଷେକ ଚେନ୍ନାଇ ମଇଦାନରେ ଏକ ଚମତ୍କାର ଇନିଂସ…
ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ
କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍ ଅଦାଲତ ମାମଲାର ବିଚାର କରି ନିକିତାଙ୍କ ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ କାରାଦଣ୍ଡରେ…
ପ୍ରଧାନାଚାର୍ଯ୍ୟ ଜାନକୀ ବଲ୍ଲଭଙ୍କ ପରଲୋକ
ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁ ବାସିନ୍ଦା ଜାନକୀ ବଲ୍ଲଭ ବିଷୋୟୀଙ୍କ ୫୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସେ ୨୦୧୩ ରୁ ୨୦୧୭ ଯାଏ ପ୍ରଧାନାଚାର୍ଯ୍ୟ…
T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…
ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍ରେ ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୪୮ ରନର ଦମଦାର ଭାଗିଦାରୀ ଦେଖିବାକୁ ମିଳିଥିଲା।…
କାହିଁକି ଖେଳାଳିଙ୍କ ସୁରକ୍ଷା ମାଗିଲେ ଶ୍ରୀଲଙ୍କା ଅଧିନାୟକ, ଜାଣନ୍ତୁ…
କଲମ୍ବୋ,୨୬ା୨: ଟି୨୦ ବିଶ୍ୱକପ୍ରେ ଶ୍ରୀଲଙ୍କା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି କେବଳ ଖେଳାଳିଙ୍କ ଫିଟ୍ନେସ ଓ ଫର୍ମ ଦାୟୀ ନୁହେଁ, ବରଂ ଦଳ ବାହାରେ ସୃଷ୍ଟି ହୋଇଥିବା ନକାରାତ୍ମକ ପରିବେଶ ମଧ୍ୟ ଦାୟୀ। ସେମିଫାଇନାଲ ଦୌଡ଼ରୁ ଶ୍ରୀଲଙ୍କା ବିଦାୟ ନେବା ପରେ…
କଳିଯୁଗର ପୁଅ…ବାପାଙ୍କ ଉପରେ କାଠ-କପଡା ପକାଇ ଜୀଅନ୍ତା ଜାଳିଦେଲେ
ଲକ୍ଷ୍ନୌ,୨୬।୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ କୋଟିପତି ପିତାଙ୍କ ହତ୍ୟା ମାମଲା ସମାଧାନ ନହେଉଣୁ ଇଟାୱା ଜିଲାର ଜସୱନ୍ତନଗର ଅଞ୍ଚଳର ନିଲୋଇ ଗାଁରେ ଜଣେ ଏକମାତ୍ର ପୁଅ ତାଙ୍କ ବୃଦ୍ଧ ପିତାଙ୍କୁ ଜୀବନ୍ତ ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି…
ବଢ଼ିଲା ପିଲା ଚୋରି ସନ୍ଦେହ: ମା’ଙ୍କ ହାବୁଡ଼ରେ ପଡ଼ି ଥାନାକୁ ଗଲେ ବୃଦ୍ଧା
ବାଲେଶ୍ୱର,୨୬।୨(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଟାଉନ ଥାନା ଅଧୀନ ନୁରୁପୁର ରୋଡ଼ରେ ଗୁରୁବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଅପହରଣ ଉଦ୍ୟମ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଛାତ୍ରୀଙ୍କ ମା’ ସ୍ଥାନୀୟ ଲୋକଙ୍କୁ ଜଣାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ମା’,…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ଶୁଦ୍ଧିକ୍ରିୟା ସାରି ଫେରିବା ବେଳକୁ ଘରେ କଳାକନା ….
ବୈଶିଙ୍ଗା,୨୬ା୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ନିକଟରୁ ମାତ୍ର ଏକ କିଲୋମିଟର ଦୂରରେ ଚୋରି । ବାରିପଦା ବାଲେଶ୍ବର ୧୮ ନଂ ଜାତୀୟ ରାଜପଥ ପାର୍ଶ୍ବରେ ଥିବା ଇନ୍ଦ୍ରମଣି ମହାପାତ୍ରଙ୍କ ଘରେ ଗୁରୁବାର ଦିନ ଦ୍ବିପହରରେ କବାଟ ତାଡ଼ି ଆସବାବପତ୍ର…
ସାମ୍ନାକୁ ଆସିଲା #VIROSHଙ୍କ ବିବାହ ଫଟୋ, ପୋଷ୍ଟ ଲେଖି ରୋମାଣ୍ଟିକ୍ ହେଲେ କପଲ୍…ଦେଖନ୍ତୁ
ଉଦୟପୁର: ସରିଲା ଅପେକ୍ଷା। ଦୀର୍ଘ ଦିନର ଚର୍ଚ୍ଚା ଓ ପ୍ରତୀକ୍ଷାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ସାଉଥ ସୁପରଷ୍ଟାର୍ ବିଜୟ ଦେବରକୋଣ୍ଡାଏବଂ ରଶ୍ମିକା ମନ୍ଦାନା। ଆଜି ଏହି ବହୁଚର୍ଚ୍ଚିତ ବିବାହ ସମ୍ପନ୍ନ ହେବା ପରେ ସୋସିଆଲ ମିଡିଆରେ…
ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିରେ ଦ. ଆଫ୍ରିକା
ଅହମଦାବାଦ,୨୬ା୨: ପେସରଙ୍କ ଘାତକ ବୋଲିଂ ଏବଂ ଅଧିନାୟକ ଏଡେନ ମାରକ୍ରମଙ୍କ ଅପରାଜିତ ୮୧ ରନ୍ର ଇନିଂସ ବଳରେ ଗୁରୁବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍ର ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ୍ ପକ୍ଷରୁ ଧାର୍ଯ୍ୟ ୧୭୭…
ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍କୁ ହରାଇ ଖୋଲିଦେଲା ବାଟ, ଏବେ ଟିମ୍ ଇଣ୍ଡିଆ ଖେଳିବ ସେମିଫାଇନାଲ?
ନୂଆଦିଲ୍ଲୀ,୨୬।୨: ଅହମ୍ମଦାବାଦରେ ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ୱେଷ୍ଟଇଣ୍ଡିଜ୍କୁ ପରାସ୍ତ କରିଛି। ଏହି ବିଜୟ ସହିତ ଦକ୍ଷିଣ ଆଫ୍ରିକା ସେମିଫାଇନାଲ ଆଡ଼କୁ ନିଜର ପାଦ ବଢ଼ାଇବା ସହ ଭାରତୀୟ ଦଳ ପାଇଁ ମଧ୍ୟ ସେମିଫାଇନାଲ ଖେଳିବା…
Archives


