ଆପୋଲୋରେ ଜାତୀୟ ଅସ୍ଥି-ଗଣ୍ଠି ଦିବସ
ଭୁବନେଶ୍ୱର,୫।୮: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଆପୋଲୋ ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଜାତୀୟ ଅସ୍ଥି ଏବଂ ଗଣ୍ଠି ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସଡ଼କ ଦୁର୍ଘଟଣା ଏବଂ ନିରାପତ୍ତା ସହ ଦୁର୍ଘଟଣାସ୍ଥଳରେ ମୌଳିକ ଲାଇଫ ସପୋର୍ଟ ପ୍ରଶିକ୍ଷଣ ଆଦି ସମ୍ପର୍କରେ…
ଉଜୁଡ଼ିଯାଉଛି ମନ୍ମଦ ଉଦ୍ୟାନ: ବିପଦରେ ଭ୍ୟୁ ଟାୱାର
ପାରାଦୀପ,୫।୮(ଶରତ ରାଉତ): ମହାନଦୀରେ ଏବେ ମଧ୍ୟମ ଧରଣର ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟା ଜଳ ପାରାଦୀପର ନେହେରୁ ବଙ୍ଗଳା ମନ୍ମଦ ଉଦ୍ୟାନଠାରେ ସମୁଦ୍ରରେ ମିଶୁଛି। ଯେଉଁ ସ୍ଥାନରେ ମହାନଦୀ ବନ୍ୟାଜଳ ସମୁଦ୍ରରେ ମିଶୁଛି ସେଠାରେ ଏବେ କୂଳ କ୍ଷୟ ହେବାରେ…
ସୋନାଲିକାର ୧୦,୬୮୩ ଟ୍ରାକ୍ଟର ବିକ୍ରି
ଭୁବନେଶ୍ୱର,୫।୮: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍ ସୋନାଲିକା ଟ୍ରାକ୍ଟର ଚଳିତ ଆର୍ଥିକ ବର୍ଷର ୪ର୍ଥ ମାସରେ ମଧ୍ୟ ୫୦,୦୦୦ ଟ୍ରାକ୍ଟର ବିକ୍ରି ଅତିକ୍ରମ କରିଛି। ୨୦୨୩ ଜୁଲାଇରେ କମ୍ପାନୀର ମୋଟ ୧୦,୬୮୩ ଟ୍ରାକ୍ଟର ବିକ୍ରି ହୋଇଛି; ଯେଉଁଥିରେ ୧୪%…
ଆଳିରେ ପ୍ରଥମ ବନ୍ୟା: ୧୫ରୁ ଊର୍ଦ୍ଧ୍ୱ ଗାଁ ଜଳବନ୍ଦୀ
ଆଳି,୫ା୮(ବନମାଳୀ ସେନାପତି ): ଆଳି ବ୍ଲକକୁ ଚତୁଃପାର୍ଶ୍ୱରେ ଘେରି ରହିଥିବା ବ୍ରାହ୍ମଣୀ, ଖରସ୍ରୋତା ଓ ଶାଖା କାଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ଜଳସ୍ତର ବୃଦ୍ଧି ପାଇ ବ୍ଲକର ପେତପଡ଼ା ପଞ୍ଚାୟତର ପେତପଡ଼ା, ଖରଖରି, ବାରମାଣିଆ, ଠାକୁରପାଟଣା, କୋଳିଡିହ ପଞ୍ଚାୟତର…
ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ସଂଖ୍ୟାରେ ବୃଦ୍ଧି
ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ପୁରସ୍କାର ସଂଖ୍ୟା ଦ୍ୱିଗୁଣୀତ ହୋଇଛି। ପୂର୍ବରୁ ୧୭ଟି କ୍ଷେତ୍ରରେ ପୁରସ୍କାର ଦିଆଯାଉଥିବାବେଳେ ଏବେ ଏହା ୩୪କୁ ବୃଦ୍ଧି କରାଯାଇଛି। ପ୍ରଥମକରି ନୃତ୍ୟ, ସଙ୍ଗୀତ,…
ସୋନିର ନ୍ୟୁ ଫୁଲ୍ ଫ୍ରେମ୍ ଭ୍ଲଗ୍ କ୍ୟାମେରା
ଭୁବନେଶ୍ୱର,୫।୮: ସୋନିର ନ୍ୟୁ ଫୁଲ୍ ଫ୍ରେମ୍ ଭ୍ଲଗ୍ କ୍ୟାମେରା ‘ଜେଡ୍ଭି-ଇ୧’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏହା କନ୍ଟେଂଟ୍ କ୍ରିଏଟରମାନଙ୍କୁ ଉଚ୍ଚ ମାନର ଅନୁଭୂତି ପ୍ରଦାନ କରିବ। ସେହିଭଳି ଲେନ୍ସକୁ ବଦଳାଇ ହେଉଥିବା ଏହି କ୍ୟାମେରାରେ ୩୫ ଏମ୍ଏମ୍…
ଶେୟାର ବଜାରରେ ଉତ୍ସାହ
ଭୁବନେଶ୍ୱର,୫।୮: ଗତ କିଛିଦିନ ହେବ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ…
ନୂଆ ରୂପ ପାଇବ ଓଡ଼ିଶାର ୨୫ ରେଳଷ୍ଟେଶନ
ଭୁବନେଶ୍ୱର,୫।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ନବୀକରଣ ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଦେଶର ୧୩୦୯ ଷ୍ଟେଶନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ରେଳ ଷ୍ଟେଶନର ନବୀକରଣ…
ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା
ଭୁବନେଶ୍ୱର,୫।୮(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ବିଭାଗ କହୁଥିବାବେଳେ ବାସ୍ତବ ସଂଖ୍ୟା କିନ୍ତୁ ଭିନ୍ନ ରହୁଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି।…
ଉଠାଦୋକାନୀଙ୍କ ଦୋକାନ ଭାଙ୍ଗିଲେ ସ୍ଥାୟୀ ଦୋକାନୀ
ଭୁବନେଶ୍ୱର, ୫।୮ (ବନ୍ଦନା ସେଠୀ): ଦୀର୍ଘ ୧୮ଦିନ ପରେ ଗୁରୁବାର ଅପରାହ୍ନରୁ ୟୁନିଟ୍-୨ରେ ଥିବା ରାଜ୍ୟର ପ୍ରମୁଖ ବଜାର ମାର୍କେଟ ବିଲ୍ଡିଂ ଖୋଲିଥିଲେ ମଧ୍ୟ ଶୁକ୍ରବାରଠାରୁ ଠିକ୍ ଭାବେ ବେପାର ଆରମ୍ଭ ହୋଇଥିଲା। ତେବେ ମାର୍କେଟ ଖୋଲିବାର ମଧ୍ୟାହ୍ନ ୧୨ଟା ବେଳକୁ…
ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ନନ୍ଦିନୀ
ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଛାତ୍ରୀ ଜୀବନରୁ କମ୍ୟୁନିଷ୍ଟ ଚିନ୍ତାଧାରାରେ ପ୍ରଭାବିତ ହୋଇ ରେଭେନ୍ଶା କଲେଜରେ ଛାତ୍ର ଆନ୍ଦୋଳନରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ସହଯୋଗୀ ପାଲଟିଯାଇଥିଲେ। ରାଜ୍ୟ…
୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ
କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା…

