Home Left

ଡମଶାଳ କୂଳରେ ଜଙ୍ଗଲ କାଟି ଘର ନିର୍ମାଣ

କାଳିଆପାଣି,୨୫।୪: (ଡି.ଏନ.ଏ.) ବନ ବିଭାଗର ନିଷ୍କ୍ରିୟତା ପାଇଁ ସୁକିନ୍ଦା ବନାଞ୍ଚଳ ଏବେ ଧ୍ୱଂସ ହେବାରେ ଲାଗିଛି । ଖଣି ପାଇଁ ଘଞ୍ଚ ଜଙ୍ଗଲରେ ପୂର୍ଣ୍ଣ ମହାଗିରି ପର୍ବତମାଳା ସବୁଜିମା ଶୂନ୍ୟ ହେବାରେ ଲାଗିଛି। ଏବେ ସୁକିନ୍ଦା ଖଣିଅଞ୍ଚଳର ଚିରସ୍ରୋତା ଡ଼ମଶାଳ ନାଳର…

ବେଧଡ଼କ ଚାଲିଛି ବେଆଇନ ଚିମିନୀ ଇଟାଭାଟି

କୋରେଇ,୨୫।୪: (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ପଥରପଦା ମୌଜାରେ ଜଣେ ବ୍ୟକ୍ତି ଦୀର୍ଘବର୍ଷ ହେବ ନିଜର ବେଆଇନ ଚିମିନ ଇଟାଭାଟି ଚଳାଇଛନ୍ତି। ଏନେଇ ସ୍ଥାନୀୟ ଅଧିବାସୀ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ ଅଧିକାରୀଙ୍କ ଇଟା ମାଫିଆଙ୍କ…

ଯାତ୍ରୀ ସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୫।୪: ଓଡ଼ିଶା ପ୍ରଦେଶରେ ଭାରତୀୟ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ଓ ବିକାଶମୂଳ କାର୍ଯ୍ୟ ଜାରି ରହିଛି। ଏପରିକି ଉକ୍ତ କାର୍ଯ୍ୟର ଅଗ୍ରଗତି ଓ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଅବଗତ ହେବା ପାଇଁ ରେଲଓ୍ବେ ବୋର୍ଡର ସଦସ୍ୟ (ଇନଫ୍ରାଷ୍ଟ୍ରକ୍‌ଚର ଡେଭଲପମେଣ୍ଟ-ଭିତ୍ତିଭୂମି ବିକାଶ) ରୂପ…

ତହସିଲଦାରଙ୍କ ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଗୃହ ନିର୍ମାଣ ଚାଲିଛି

ସିଂହପୁର,୨୫।୪: (ଡି.ଏନ.ଏ.) ବିଂଝାରପୁର ଥାନା, ବରୀ ବ୍ଲକ ଅଧୀନ ମଧୁସୁଦନପୁର ପଞ୍ଚାୟତ ସୁନ୍ଦରପୁର ଗ୍ରାମରେ ଅନାବାଦୀ ଜମିରେ ଜଣେ ବ୍ୟକ୍ତି ଗୃହ ନିର୍ମାଣ କରୁଥିଲେ। ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ମଧ୍ୟ ସେ କାମ ବନ୍ଦ କରି ନ ଥିଲେ। ବାଧ୍ୟ…

ଓଏଚ୍‌ପିସିର ଟ୍ରେନିଂ ହଷ୍ଟେଲ କମ୍ପ୍ଲେକ୍ସ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୫ ମହଲା ବିଶିଷ୍ଟ ଏକ ଅତ୍ୟାଧୁନିକ ଟ୍ରେନିଂ ହଷ୍ଟେଲ କମ୍ପ୍ଲେକ୍ସର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶା…

ଦିନକରେ ୧.୩୮ ଲକ୍ଷ କୋଟି ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୨୫।୪: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ବଜାରର ମାନ୍ଦାବସ୍ଥା ଯୋଗୁ ଗତ ସପ୍ତାହରେ ଶେୟାର ବଜାର କାରବାରରେ ବ୍ୟାପକ ହ୍ରାସ ଘଟିଥିଲା। ଫଳରେ ଲକ୍ଷାଧିକ ଟଙ୍କାର ନିବେଶ ଶେୟାର ବଜାରର ନିବେଶକମାନେ ହରାଇଥିଲେ। ହେଲେ ଗୋଟିଏ ସପ୍ତାହ ପରେ ପୁଞ୍ଜିବଜାରରେ ପୁଣି…

କୃଷକ ଦିବସ ସମାରୋହ ଗୋଟିଏ ପଞ୍ଚାୟତରେ ସୀମିତ

ରସୁଲପୁର,୨୫।୪: (ଡି.ଏନ.ଏ.) ଅକ୍ଷୟ ତୃତୀୟା ଅବସରରେ ରସୁଲପୁର ବ୍ଲକ କୃଷି ବିଭାଗ ପକ୍ଷରୁ କୃଷକ ଦିବସ ସମାରୋହ ଉକ୍ତ ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ଚିତ୍ରକୂଳ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ସମାରୋହକୁ ଗୋଟିଏ ପଞ୍ଚାୟତରେ ସୀମିତ ରଖାଯାଇଛି।…

ଇ-ଯାନ ଉପରେ ମିଳିବ ଅଧିକ ରିହାତି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଇଲେକ୍ଟ୍ରିକ୍‌ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍‌ ପଲିସି-୨୦୨୧କୁ…

୨୦୦୦ ଗଣ୍ଡା ନିଲାମ ହେବ

ଜୋହାନ୍ସବର୍ଗ,୨୫।୪: ଦକ୍ଷିଣ ଆଫ୍ରିକାରେ ଥିବା ବିଶ୍ୱର ସବୁଠୁ ବଡ଼ ଗଣ୍ଡା ଫାର୍ମ ନିଲାମ ହେବାକୁ ଯାଉଛି। ପାଖାପାଖି ୨୦୦୦ ଗଣ୍ଡା ଏଠାରେ ବାସ କରୁଛନ୍ତି। ଫାର୍ମର ମାଲିକ ପ୍ରାଣୀ ସଂରକ୍ଷକ ଜନ୍‌ ହୁମେ ପ୍ରାଣୀଙ୍କ ଜୀବନ ରକ୍ଷା ଉଦ୍ଦେଶ୍ୟରେ ନିଜର ସଞ୍ଚିତ…

ମିଡିଆକୁ ସାକ୍ଷାତ୍‌କାର ଦେଇପାରିବେନି ବିଚାରପତି

ନୂଆଦିଲ୍ଲୀ,୨୫ା୪: ବିଚାରାଧୀନ ମାମଲା ଉପରେ ବିଚାରପତିମାନେ ସାକ୍ଷାତ୍‌କାର ଦେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଲାଞ୍ଚ କାରବାର ମାମଲା ବିଚାରାଧୀନ ଥିବାବେଳେ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅଭିିଜିତ୍‌ ଗଙ୍ଗୋପାଧ୍ୟାୟ ଏକ ନ୍ୟୁଜ୍‌ ଚ୍ୟାନେଲ୍‌କୁ…

ଖଣିଜ ପଥର ଗ୍ରେଡ୍‌ ହ୍ରାସ କରି ରାଜସ୍ବ ଲୁଟ

କେନ୍ଦୁଝର,୨୫।୪: (ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ଖଣିରେ ବେଆଇନ କାମ କରି ଲାଭବାନ ହୋଇଥିବା ଖଣି ସଂସ୍ଥା ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନ ନ ସରୁଣୁ ଆଉ ଏକ ଦୁର୍ନୀତି ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏବେ ହାଇ ଗ୍ରେଡ୍‌ ଖଣିଜ ପଥରକୁ…

ହିଜ୍‌ବୁଲ ମୁଖ୍ୟଙ୍କ ପୁଅ ସମ୍ପତ୍ତିକୁ ବାଜ୍ୟାପ୍ତ କଲା ଏନ୍‌ଆଇଏ

ଶ୍ରୀନଗର,୨୫ା୪: ଆତଙ୍କବାଦ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋମବାର ହିଜ୍‌ବୁଲ୍‌ ମୁଜାହିଦ୍ଦିନ ଆତଙ୍କବାଦୀ ସଂଗଠନ ମୁଖ୍ୟ ସୟେଦ ସଲାହୁଦ୍ଦିନଙ୍କ ୨ ପୁଅଙ୍କ ସମ୍ପତ୍ତିକୁ ବାଜ୍ୟାପ୍ତ କରିଛି। ୟୁଏ(ପି) ଆଇନର ଧାରା ୩୩(୧) ଅନୁଯାୟୀ ଶହିଦ ୟୁସୁଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri