ଘର ଭାଙ୍ଗିଲା, ଧାନ ଖାଇଲା
ଖୁଣ୍ଟୁଣୀ,୨୪ା୪(ଡି.ଏନ୍.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇମାସ ମଧ୍ୟରେ ହାତୀ ୪ ଜଣଙ୍କର ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ହେଲେ ହାତୀଙ୍କୁ ସମ୍ପୂର୍ଣ୍ଣମାତ୍ରାରେ ଘଉଡାଇବାରେ…
ଆତଙ୍କ ଖେଳାଉଥିବା ପେସାଦାର ଲୁଟେରା ଗିରଫ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ମୋବାଇଲ ଓ ସୁନା ଚେନ୍ ଲୁଟ୍ପାଟ୍ କରି ଆତଙ୍କ ଖେଳାଉଥିବା ଜଣେ ପେଷାଦାର ଲୁଟେରାଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ରହୁଥିବା ନୟାଗଡ଼ ଜିଲା…
ଦୁଇ ମହିଳାଙ୍କୁ ଦଳିଦେଲା ହାତୀ
ଅନୁଗୋଳ ଅଫିସ,୨୪ା୪): ଅନୁଗୋଳ ଜିଲା ବନ୍ତଳା ରେଞ୍ଜର ବଡ଼କନ୍ତକୁଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସୋମବାର ସକାଳେ ଘର ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଦୁଇ ମହିଳାଙ୍କୁ ହାତୀ ଆକ୍ରମଣ କରିବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା…
ଡାୟାଲିସିସ୍ ସେବା ୟୁନିଟ୍ରେ ଏସି, ଫ୍ୟାନ୍ ଅଚଳ
ନୟାଗଡ଼ ଅଫିସ,୨୪।୪: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ପିପିପି ମୋଡ଼ରେ ଚାଲିଥିବା ସହାୟ ନିଃଶୁଳ୍କ ଡାୟାଲିସିସ୍ ସେବା ୟୁନିଟରେ ଏସି ଓ ଫ୍ୟାନ ଅଚଳ ଯୋଗୁ କିଡ୍ନୀ ରୋଗୀ ହଟହଟା ହେଉଛନ୍ତି । ପ୍ରାୟ ୧ମାସ ହେଲା ଫ୍ୟାନ ଓ…
ବ୍ରହ୍ମ ତାଳଧ୍ୱଜ ରଥକାଠ ଅନୁକୂଳ
କେନ୍ଦ୍ରାପଡ଼ା ଅଫିସ,୨୪ା୪: ଆସନ୍ତା ଜୁନ୍ ୨୦ ତାରିଖରେ ରଥଯାତ୍ରା। ଏହାର ପରଦିନ ଅର୍ଥାତ ୨୧ ତାରିଖରେ କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟଦେବ ତଥା ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ଯାତ୍ରା କରିବ। ଏହି ରଥଯାତ୍ରା…
ଡଙ୍ଗାରେ ଚାଲିଛି ବେଆଇନ ବାଲି ଚାଲାଣ
ମହାକାଳପଡ଼ା,୨୪ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା ଓ ଗୋବରୀ ନଦୀରୁ ବେଆଇନ ବାଲି ଚାଲାଣ ଚାଲିଛି। କେତେଜଣ ବାଲି ବ୍ୟବସାୟୀ ବଡ଼ ବଡ଼ ଯନ୍ତ୍ର ଚାଳିତ ଡଙ୍ଗାରେ ଗୋଟିଏ ପଟରୁ ବାଲି ଆଣି ଅନ୍ୟପଟେ ବିକ୍ରି…
ମହାନଦୀ ପଠା ଅଞ୍ଚଳରୁ ମାଟି ଲୁଟ୍
ପାରାଦୀପ,୨୪।୪(ସ୍ବ.ପ୍ର.): ପାରାଦୀପର ମହାନଦୀ ଅବବାହିକାରୁ ଗତ ମାସେହେଲା ବିପୁଳ ପରିମାଣର ମାଟି ଖୋଳା ଚାଲିଛି। ନୂଆଗଡ଼ ପଞ୍ଚାୟତ ଅଧୀନରେ ଥିବା ଏହି ଜାଗା ଆଗାମୀ ଦିନରେ ଏକ କମ୍ପାନୀ ଅଧିଗ୍ରହଣ କରିବାର ପ୍ରସ୍ତାବ ରହିଛି। ସେହି ଜାଗାରୁ ଲଗାତାର ରାତି ସାରା…
ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ
ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ କରିଛନ୍ତି ଗ୍ରାମବାସୀ। ସେମାନେ ଥାନା ନିକଟରେ ମୃତଦେହ ରଖି ପ୍ରାୟ ୨ ଘଣ୍ଟା…
ପାଣି ବଦଳରେ ପେଟ୍ରୋଲରେ କାର୍ ଧୋଇଲେ ମହିଳା, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ଆପଣ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଦେଖୁଥିବେ ନିଶ୍ଚିତ। ଏହି ଭିଡିଓଗୁଡିକର କିଛି ଭିଡିଓ ହସର ଖୋରାକ ଯୋଗାଇଥାଏ। ହସାଇଥାଏ ଆଉ ବେଳେବେଳେ ଏମିତି କିଛି ଭିଡିଓ ଦେଖିବାକୁ ମିଳେ, ଯାହା ଆମେ କଳ୍ପନା କରି ନ ଥାଉ।…
ସ୍କ୍ବାଡ୍ ଗଠନ ହୋଇଛି, ଚଢ଼ାଉ ନାହିଁ
କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍ବେଗ ପ୍ରକାଶ କରିଛନ୍ତି।…
ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର
ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନରେ ବିଳମ୍ବକୁ ନେଇ ବିବାଦରେ ପୌର ପରିଷଦ ରହିିଥିବାବେଳେ ସମସ୍ୟାରେ ଜର୍ଜରିତ…
ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ
ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ…
Archives


