Home Left

କେବେ ପାଳନ ହେବ ମକର ସଂକ୍ରାନ୍ତି? ଭୂଲଦିନ ପାଳନ କଲେ ହେବ…

ଭାରତରେ ପର୍ୱପର୍ୱାଣୀର ତାରିଖକୁ ନେଇ ପ୍ରାୟତଃ ଦ୍ୱନ୍ଦ୍ୱ ଦେଖାଯାଏ ଏବଂ ଏହି ବର୍ଷ, ମକର ସଂକ୍ରାନ୍ତି 2026 ସମାନ ପରିସ୍ଥିତିର ସମ୍ମୁଖୀନ ହେଉଛି। ଜ୍ୟୋତିଷମାନେ ବିଶ୍ୱାସ କରନ୍ତି ଯେ ଏହି ବର୍ଷ ଜାନୁଆରୀ 15 ତାରିଖରେ ମକର ସଂକ୍ରାନ୍ତି ପାଳନ କରିବା…

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଖଣ୍ଡଗିରିରେ ହେବନି…

ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଭଳିସ୍ଥତିରେ ଆଇନ ଏବଂ ପୂର୍ତ୍ତ ବିଭାଗ…

ବଣାଇଁ ବନଖଣ୍ଡରେ ହାତୀ ଶାବକ ମୃତ୍ୟୁ: କାରଣ ଅସ୍ପଷ୍ଟ

ବଣାଇଁ, ୧୩।୧(ପ୍ରଦୀପ ତ୍ରିପାଠୀ): ଗତକାଲି ଅପରାହ୍ନରେ ବଣାଇଁ ବନଖଣ୍ଡ ଜର୍ଡା ବନାଞ୍ଚଳ ଅନ୍ତର୍ଗତ କେଲୋ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀ ଶାବକର ମୃତ୍ୟୁ ଘଟିଥିବା ସୂଚନା ବିଭାଗକୁ ମିଳିଥିଲା। ସୂଚନା ମିଳିବା ପରେ ବଣାଇଁ ଡିଏଫଓ ଦାୟିତ୍ୱରେ ଥିବା ଦେଓଗଡ଼ ଡିଏଫଓଙ୍କ…

ଛାତ୍ରୀଛାତ୍ରଙ୍କ ଲାଗି କ୍ରୀଡାର ଆବଶ୍ୟକତା: ଗରୁରତ୍ୱାରୋପ କଲେ…

ପୁରୁଷୋତ୍ତମପୁର,୧୩।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅନିତା କୁମାରୀ ବେହେରା ପୌରହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର…

ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟ ସ୍ତରକୁ ମନୋନୀତ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଜି.ଉଦୟଗିରି,୧୩।୧(ଚିନ୍ମୟ କୁମାର ସେଠୀ) : କନ୍ଧମାଳ ଜିଲା ଜି.ଉଦୟଗିରି ପରିଷଦ ଅନ୍ତର୍ଗତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟସ୍ତରରେ ସ୍ବଚ୍ଛ ଏବଂ ହରିତ୍‌ ରେଟିଂ ପୁରସ୍କାର ପାଇଁ ରାଜ୍ୟ ଚୟନ କମିଟି ଦ୍ୱାରା ମନୋନୀତ। ସୂଚନା ଅନୁସାରେ ଗତ ବର୍ଷ…

ଅଗ୍ନିକାଣ୍ଡ ଘଟି ଜଳିଗଲା ୩୫ ଭରଣ ଜମିର ଧାନ, ସମ୍ପୂର୍ଣ୍ଣ ଜଳି ପୋଡି ନଷ୍ଟ…

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଠାତ୍‌ ନିଆଁ ଲାଗିଯାଇଛି। ଫଳରେ ଖଳାରେ ଅମଳ କରିବାକୁ ଗଦା କରାଯାଇଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇଯାଇଥିବା…

ଭାରତ ସହ ବଡ଼ ଡିଲ୍‌, ଟ୍ରମ୍ପଙ୍କୁ ଝଟ୍‌କା!

ନୂଆଦିଲ୍ଲୀ,୧୩।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ପାଇଁ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବେ ଏକ ର୍ନିଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିଥିବା ପରି ମନେ ହେଉଛି। ଯଦି ସବୁକିଛି ଯୋଜନା ଅନୁଯାୟୀ ହୁଏ,…

ଚିପ୍ସ ପ୍ୟାକେଟରେ ଥିବା ଖେଳଣା ହେଲା ବିସ୍ଫୋରଣ: ନାବାଳକଙ୍କ ଆଖି ନଷ୍ଟ, ଥାନାରେ ପହଞ୍ଚିଲେ ମା’ବାପା

ବଲାଙ୍ଗୀର,୧୩।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଶଗଡ ଘାଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୂଚନାନୁଯାୟୀ, ଚିପ୍ସ ପ୍ୟାକେଟରେ ଥିବା ଖେଳଣା ବିସ୍ଫୋରଣ ହେବାରୁ ଶଗଡ଼ ଘାଟ ଗ୍ରାମରେ ଜଣେ ନାବାଳକଙ୍କର ଆଖି ନଷ୍ଟ ହୋଇଯାଇଥିବା…

୧୮ରୁ ଶୀତରେ ଲାଗିବ ବ୍ରେକ୍‌

ଭୁବନେଶ୍ୱର,୧୩ା୧: ରାଜ୍ୟର ପୁଣି ଲେଉଟିଛି ଶୀତ। ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବା ବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହୋଇ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ୱାନୁମାନ…

ଚାଇନା-ପାକିସ୍ତାନକୁ ଚେତାବନୀ ଦେଲା ଭାରତ: ଆମେ ସ୍ବାର୍ଥ ରକ୍ଷା ପାଇଁ…

ନୂଆଦିଲ୍ଲୀ,୧୩।୧: ଭାରତ ପୁଣିଥରେ ଶାକ୍ସଗାମ ଉପତ୍ୟକା ସମ୍ପର୍କରେ ଚାଇନା ଏବଂ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇଛି। ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପୁନର୍ବାର କହିଛନ୍ତି, ପାକିସ୍ତାନ ଏବଂ ଚାଇନା ମଧ୍ୟରେ ୧୯୬୩ରେ ହୋଇଥିବା ସୀମା ଚୁକ୍ତିନାମା ଭାରତ ପାଇଁ ସମ୍ପୂର୍ଣ୍ଣ…

ଅଟୋରେ ଯାଉଥିଲେ ୧୦ ଜଣ ଯାତ୍ରୀ, ଭରସାମ୍ୟ ହରାଇ ଘାଟିରେ ଓଲଟିପଡିଲା ଅଟୋ

ଗୁଣୁପୁର,୧୩।୧ (ସଂକେତ ପାତ୍ର): ରାୟଗଡା ଜିଲା ପୁଟାସିଂ ଥାନା ସିନ୍ଦୁବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଅଟୋରେ ପ୍ରାୟ ୧୦ ଜଣ ବସିଥିଲେ। ସେଥିରୁ ୪ ଜଣ ସ୍ବଳ୍ପ ଆହତ ହୋଇଥିବା ବେଳେ ଜଣେ ବୃଦ୍ଧା ଗୁରୁତର…

‘ପ୍ରତ୍ୟେକ କୁକୁର କାମୁଡ଼ା ପାଇଁ କ୍ଷତିପୂରଣ ନିର୍ଦ୍ଦେଶ ଦିଆଯିବ’, ବୁଲା କୁକୁର ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧: ଜାନୁଆରୀ ୧୩, ୨୦୨୬ରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଥିଲେ। ସୁପ୍ରିମକୋର୍ଟ କଡ଼ା ଶବ୍ଦରେ କହିଥିଲେ, ‘ଆମେ ସରକାରଙ୍କୁ ପ୍ରତ୍ୟେକ କୁକୁର କାମୁଡ଼ା ଘଟଣା ପାଇଁ ଯଥେଷ୍ଟ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେବୁ। ଯେଉଁମାନେ କୁକୁରମାନଙ୍କୁ ଖାଦ୍ୟ ଦିଅନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri