Home Left

ବ୍ରହ୍ମପୁରରେ ନକଲି ସାର୍ଟିଫିକେଟ କାରବାର

ବ୍ରହ୍ମପୁର ଅଫିସ,୨୩।୪: ବ୍ରହ୍ମପୁର ଗୋଷାଣୀନୂଆଗଁା ଥାନା ପୋଲିସ ନକଲି ସାର୍ଟିଫିକେଟ କାରବାରର ରହସ୍ୟ ଉନ୍ମୋଚନ କରି ଏହାର ମାଷ୍ଟରମାଇଣ୍ଡଙ୍କୁ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗେଳେଶ୍ୱରରୁ ଶନିବାର ଧରିଛି। ସେ ଜଣେ ଶିକ୍ଷକ ବୋଲି ଜଣାପଡିଛି। ତାଙ୍କ ବିରୋଧରେ ମାମଲା ନମ୍ବର ୧୧୩/୨୩…

ଚଳିତବର୍ଷ ଶ୍ରୀ ନୀଳମାଧବଙ୍କ ଚନ୍ଦନଯାତ୍ରା ବନ୍ଦ

ଖଣ୍ଡପଡ଼ା, ୨୩।୪: (ସ୍ବ.ପ୍ର.) ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ କଣ୍ଟିଲୋର ଶ୍ରୀ ନୀଳମାଧବ କ୍ଷେତ୍ର ସର୍ବଜନ ବିଦିତ ା ଏହି କ୍ଷେତ୍ରର ଚନ୍ଦନ ଯାତ୍ରା ଅନନ୍ୟ ା ପ୍ରତି ବର୍ଷ ଅକ୍ଷୟ ତୃତୀୟାଠାରୁ ୨୧ ଦିନ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ…

ଭତ୍ତା ଟଙ୍କା ଆତ୍ମସାତ୍‌: ୫ଜଣଙ୍କୁ ନିଲମ୍ବନ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ,୨୩।୪: ବଲାଙ୍ଗୀର ମ୍ୟୁନିସିପାଲିଟି ଅଫିସ କର୍ମଚାରୀ କୋଭିଡ୍‌ ମହାମାରୀ ସମୟରେ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରିବାକୁ ନେଇଥିବା ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରିଥିବା ଘଟଣା ଏବେ ଅଡିଟ୍‌ ବେଳେ ଧରାପଡିଛି। ଏହି ଘଟଣା ଧରାପଡିବା ପରେ ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ…

ଗାୟିକା ରତ୍ନ

୧୯୮୧ ଅକ୍ଟୋବର ୧୫ରେ ଲକ୍ଷ୍ମୀପ୍ରିୟାଙ୍କ ଜନ୍ମ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ତହସିଲ ଅନ୍ତର୍ଗତ ବାଲୁଙ୍କେଶ୍ୱର ଗ୍ରାମରେ। ମାତା ସଂଯୁକ୍ତା ଓ ପିତାଙ୍କ ନାମ ପ୍ରଫୁଲ୍ଲ କୁମାର ଦାଶ। ତିନିଭଉଣୀ ଓ ଜଣିଏ ଭାଇକୁ ନେଇ ତାଙ୍କ ପରିବାର। ପିଲାଟି ଦିନରୁ ତାଙ୍କର…

ବନ୍ଧୁକ ଦେଖାଇ ସୁନା ଦୋକାନରୁ ଲୁଟ୍‌ ଉଦ୍ୟମ

ଆଳି, ୨୩।୪: (ଡି.ଏନ୍‌.ଏ.) ଶନିବାର ସକାଳେ ଆଳି ଥାନା ଅନ୍ତର୍ଗତ ମହାଦେଇପାଟଣାରେ ୩ ଜଣ ଡକାୟତ ଆତଙ୍କ ସୃଷ୍ଟି କରିଥିଲେ। ସେମାନେ ହାତରେ ବନ୍ଧୁକ ଧରି ସୁନାଦୋକାନ ଲୁଟ ଉଦ୍ୟମ କରିଥିବା ବେଳେ ଦୋକାନୀ ଓ ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି…

୨ କନିଷ୍ଠ ଯନ୍ତ୍ରୀ, ଅସ୍ଥାୟୀ କର୍ମଚାରୀ କୋର୍ଟଚାଲାଣ

କୁଜଙ୍ଗ, ୨୩।୪: (ଡି.ଏନ୍‌.ଏ) ପାରାଦୀପ ତୈଳ ବିଶୋଧନାଗାର ପ୍ରକଳ୍ପର ନିଷିଦ୍ଧାଞ୍ଚଳକୁ ନକଲି ଏମ୍ପ୍ଲଇ କାର୍ଡରେ ପ୍ରବେଶ କରି ଆଲ୍‌କାଲାଇଟ୍‌ ଚୋରି କରିବାକୁ ଯୋଜନା କରିବା ଅଭିଯୋଗରେ ୨ କନିଷ୍ଠ ଯନ୍ତ୍ରୀ ଓ ଜଣେ ଅସ୍ଥାୟୀ କର୍ମଚାରୀଙ୍କୁ ଗିରଫ ପରେ ଶନିବାର କୋର୍ଟ…

ସ୍ଥାପତ୍ୟ କହେ କଥା

କାରିଗରର ହାତର ସ୍ପର୍ଶରେ ଗଢି ଉଠେ କେତେ ଯେ ସ୍ଥାପତ୍ୟ। ସେଇ ସ୍ଥାପତ୍ୟ କେବେ ମଣିଷର ଭାବକୁ ଦର୍ଶାଏ ତ କେବେ କହେ କାହାର କାହାଣୀ। ଠିକ ଯେମିତି ଏଇ ସବୁ ସ୍ଥାପତ୍ୟ, ଯାହା ଦେଖିବାକୁ ଅଜବ ହେଲେ ବି କହେ…

ଫିଟ୍‌ନେସ୍‌ର ନୂଆ ମନ୍ତ୍ର ଜୁମ୍ବା

ଟିଟୁ ଛୋଟରାୟ ହେଉଛନ୍ତି ଜଣେ ସାର୍ଟିଫାଏଡ୍‌ ଜୁମ୍ବା ଟ୍ରେନର୍‌। ତାଙ୍କ ଫିଟ୍‌ନେସ୍‌ ସେଣ୍ଟର୍‌ର ନାଁ ହେଉଛି ବି ଫିଟ୍‌ ଜିମ୍‌; ଯେଉଁଠାରେ ପ୍ରାୟ ୧୫ ବର୍ଷ ହେବ ସେ ଆଗ୍ରହୀ ଯୁବପିଢ଼ିଙ୍କୁ ଫିଟ୍‌ନେସ୍‌ ଉପରେ ଟ୍ରେନିଂ ଦେଇ ଆସୁଛନ୍ତି। ତାଙ୍କର ଏହି…

ଗ୍ରାମୀଣ ଉଦ୍ୟାନ କାର୍ଯ୍ୟ ଅଧାପନ୍ତରିଆ

ଛତିଆ, ୨୩।୪: (ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତ ଅମରାବତୀ ପାଟଣାର ଅମରାବତୀ ମଠ ପରିସରରେ ନିର୍ମିତ ଗ୍ରାମୀଣ ଉଦ୍ୟାନ ଅଧାପନ୍ତରିଆ ହୋଇ ପଡ଼ିରହିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ୧୦…

ଏନ୍‌ଆଇଏ ତଦନ୍ତ ପାଇଁ ଅମିତ ଶାହାଙ୍କୁ ଭାଜପାର ଚିଠି

ଭୁବନେଶ୍ୱର,୨୩।୪(ବ୍ୟୁରୋ): ହନୁମାନ ଜୟନ୍ତୀ ବେଳେ ସମ୍ବଲପୁରରେ ସଂଘଠିତ ହିଂସାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ରାଜ୍ୟ ଭାଜପା ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ତଦନ୍ତ ଦାବି କରିଛି। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍‌ପି ଓ ବିଧାୟକମାନେ ଶନିବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ…

ଠିକାସଂସ୍ଥାର ପାଇପ୍‌ ଚୋରି ବାହାନା

ଯାଜପୁର ଅଫିସ, ୨୩।୪: ଯାଜପୁର ଜିଲାର ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ଚାଲିଥିବା ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାରୁ ସମ୍ପୃକ୍ତ ଅଞ୍ଚଳବାସୀ ପ୍ରଚଣ୍ଡ ଗ୍ରୀଷ୍ମ…

ରାଜ୍ୟରେ ମହିଳା, ଶିଶୁ ଅସୁରକ୍ଷିତ, ଗୁଡୁ ମୁସ୍‌ଲିମ ସୁରକ୍ଷିତ: ଭାଜପା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ମହିଳା ବିରୋଧୀ ଅତ୍ୟାଚାରରେ ଓଡ଼ିଶା ସର୍ବାଗ୍ରେ ରହିଛି । ବିଜେଡି ସରକାର ମହିଳା ସୁରକ୍ଷାକୁ ଆଦୌ ଗୁରୁତ୍ୱ ଦେଉନାହାନ୍ତି ା ‘୫-ଟି’ ଓ ‘ମୋ ସରକାର’ ବୋଲି ମିଥ୍ୟା ପ୍ରହେଳିକା କରି ଲୋକଙ୍କୁ ଭ୍ରମିତ କରୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri