Home Left

ସ୍କୁଲ କମିଟି ସଭାପତିଙ୍କୁ ଚାପୁଡ଼ା ମାରିଲେ ବିଡିଓ

ଭଦ୍ରକ ଅଫିସ/ ବନ୍ତ,୧୭।୩ (ଡି.ଏନ.ଏ):ସ୍କୁଲ ପରିଚାଳନା କମିଟି ସଭାପତିକୁ ଚାପୁଡ଼ା ମାରିଲେ ବିଡିଓ। ସ୍କୁଲରେ ୫-ଟି କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ବ୍ଲକ ପ୍ରଶାସନ ଆସିଥିବା ବେଳେ କମିଟି ସଭାପତି ଏହାକୁ ବିରୋଧ କରିବାରୁ ବିଡିଓ ତାଙ୍କ ଉପରକୁ ହାତ…

ମାଟ୍ରିକ୍‌ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଭାପୁର/ଖଣ୍ଡପଡ଼ା,୧୭ା୩(ଡି.ଏନ୍‌.ଏ.): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଖୋଲାରଖି ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ଥିବା ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ମହଙ୍ଗା ପଡ଼ିଛି। ଏଥିପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ବାଇଗୁଣିଆଁ ତନ୍ତୁବାୟ ସହଯୋଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରର…

୨୦୨୨ରେ ୭.୬୦% ବଢ଼ିଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ବର,୧୭ା୩(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ପାଇଁ ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାଜ୍ୟର ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର-କଟକ ଅତିରିକ୍ତ କମିଶନର ଏବଂ ସବୁ ଆର୍‌ଟିଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି। ଦୁର୍ଘଟଣାଜନିତ…

ବଲିଉଡ୍‌ରେ କେନ୍ଦୁଝର ଝିଅ ୟୁବିକା

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ୟୁବିକା ବ୍ରହ୍ମ ବଲିଉଡ୍‌ ଜ୍ୱିଗାଟୋ ଚଳଚ୍ଚିତ୍ରରେ ଅଭିନୟ କରୁଛନ୍ତି। ଏହି ଚଳଚ୍ଚିତ୍ର ଶୁକ୍ରବାର ମୁକ୍ତି ଲାଭ କରିବ। ଚଳଚ୍ଚିତ୍ରରେ ଅଭିନେତା କପିଲ ଶର୍ମା ଡେଲିଭରି ବୟ ଚରିତ୍ର…

କୁକୁର-ବତକର ଅନାବିଳ ସ୍ନେହ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓକୁ ଲୋକେ ବହୁମାତ୍ରାରେ ପସନ୍ଦ କରିଥାନ୍ତି। ବିଶେଷକରି ଗୃହପାଳିତ ପଶୁମାନଙ୍କର ସୁନ୍ଦର ଭିଡିଓକୁ ସମସ୍ତେ ପସନ୍ଦ କରନ୍ତି। ଯଦି ଦୁଇଟି ପ୍ରାଣୀ ମଧ୍ୟରେ ବନ୍ଧୁତ୍ୱର ଏକ ସୁନ୍ଦର ଭିଡିଓ…

ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ

ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରଙ୍କ ଆକସ୍ମିକ ଭାବେ ମୃତ୍ୟୁ ଘଟିଛି। ତାଙ୍କ ନାମ କୁନା ପୂଜାରୀ। ସେ…

ତହସିଲ ଅଫିସରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ନୂଆପଡ଼ା ଅଫିସ,୧୭ା୩:ଜମି ବିକ୍ରି କରିବା ପାଇଁ ସହଯୋଗ କଲେନି ଅଧିକାରୀ। ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଶେଷରେ ପେଟ୍ରୋଲ ଢାଳିହୋଇ ନିଜ ଶରୀରରେ ନିଅଁା ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି।…

ଦେଶରେ ୩୦ ପ୍ରତିଶତ ହାଇକୋର୍ଟର ବିଚାରପତିଙ୍କ ପଦବୀ ଖାଲି

ନୂଆଦିଲ୍ଲୀ,୧୭।୩: ଦେଶରେ ହାଇକୋର୍ଟର ବିଚାରପତିଙ୍କ ପ୍ରାୟ ୩୦ ପ୍ରତିଶତ ପଦବୀ ଖାଲି ଅଛି। ହାଇକୋର୍ଟଗୁଡିକର ୧,୧୧୪ ବିଚାରପତିଙ୍କ ଅନୁମୋଦିତ ସଂଖ୍ୟା ରହିଛି ଏବଂ ବର୍ତ୍ତମାନ ୭୮୦ଟି ପଦବୀ ପୂରଣ ହୋଇଥିବାବେଳେ ୩୩୪ଟି ପଦବୀ ଖାଲି ଥିବା ଆଇନ ମନ୍ତ୍ରୀ କିରେନ ରିଜିଜୁ…

ଶୁଆ ମୃତ୍ୟୁକୁ ନେଇ ଥାନାର ଦ୍ୱାରସ୍ଥ ହେଲେ ମାଲିକ

କାନପୁର,୧୭।୩: ୟୁପିର କାନପୁରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। କାନପୁରର କିଡୱାଇନାଗର ପୋଲିସ ଷ୍ଟେଶନ ଅଞ୍ଚଳରେ ଚିକିତ୍ସା ସମୟରେ ଜଣେ ଅସୁସ୍ଥ ଶୁଆର ମୃତ୍ୟୁ ଘଟିଛି। ଶୁଆର ମାଲିକ ଡାକ୍ତରଙ୍କ ଅବହେଳା ଅଭିଯୋଗରେ ପୋଲିସ ଷ୍ଟେଶନରେ ଅଭିଯୋଗ କରିଥିଲେ। ସୋସିଆଲ…

ୟୁପିରେ ଗତ ୬ ବର୍ଷ ମଧ୍ୟରେ ହୋଇଛି ୧୦ ହଜାରରୁ ଅଧିକ ଏନକାଉଣ୍ଟର, ୬୩ ମୃତ, ୫୯୬୭ ଆରେଷ୍ଟ

ଲକ୍ଷ୍ନୌ,୧୭ ।୩: ଉତ୍ତର ପ୍ରଦେଶ ସରକାର ପୋଲିସ ଓ ଅପରାଧିଙ୍କ ମଧ୍ୟରେ ହୋଇଥିବା ସାମ୍ନା ସାମ୍ନିକୁ ନେଇ ଏକ ବଡ ସୂଚନା ଦେଇଛନ୍ତି । ଯୋଗି ଆଦିତ୍ୟନାଥ ସରକାର କହିଛନ୍ତି ଗତ ୬ବର୍ଷ ମଧ୍ୟରେ ରାଜ୍ୟରେ ପୋଲିସ ଓ ଅପରାଧିଙ୍କ ମଧ୍ୟରେ…

ଭାଜପା ବିଧାୟକଙ୍କ ମାନସିକ ସନ୍ତୁଳନ ଠିକ୍‌ ନାହିଁ, ସହରରେ ଲାଗିଲା ପୋଷ୍ଟର: ପଛରେ ରହିଛି ଏମିତି କାରଣ

ଜୟପୁର,୧୭।୩: ଭାଜପା ଓ କଂଗ୍ରେସ ମଧ୍ୟରେ ରାଜନୀତି ଚରମ ସୀମାରେ ରହିଛି। ପ୍ରତିଦିନ ନୂଆ ବିବାଦ ସାମ୍ନାକୁ ଆସୁଛି। ନିଜଟରେ ରାଜସ୍ଥାନରେ ଭାଜପାର ରାମଗଞ୍ଜମାଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ମଦନ ଦିଲାୱାର ରାଜସ୍ଥାନ କଂଗ୍ରେସ ଦାୟିତ୍ୱରେ ଥିବା ସୁଖଜିନ୍ଦର ସିଂ…

ଟିସିଏସ୍‌ର ସିଇଓ ପଦରୁ ଇସ୍ତଫା ଦେଲେ ରାଜେଶ ଗୋପୀନାଥନ

ନୂଆଦିଲ୍ଲୀ,୧୭।୩: ଦେଶର ବୃହତ୍ତମ ଆଇଟି କମ୍ପାନୀ ଟାଟା କନ୍ସଲଟାନ୍ସ ସର୍ଭିସର ଏମଡି ତଥା ସିଇଓ ରାଜେଶ ଗୋପୀନାଥନ ଇସ୍ତଫା ଦେଇଛନ୍ତି। କମ୍ପାନୀ ପକ୍ଷରୁ ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛି। ରାଜେଶ ଗୋପୀନାଥନଙ୍କ ଇସ୍ତଫା ପରେ ମାର୍ଚ୍ଚ ୧୬,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri