EPFOକୁ ନେଇ ନୂଆ ନିୟମ: ଏଣିକି ସହଜ ହେବ…
ନୂଆଦିଲ୍ଲୀ,୨୯।୧୧: ଦେଶର ପ୍ରାୟ ସମସ୍ତ ନିଯୁକ୍ତିପ୍ରାପ୍ତ ବ୍ୟକ୍ତିଙ୍କର ପିଏଫ ଆକାଉଣ୍ଟ ଅଛି। ପ୍ରତି ମାସରେ ପିଏମ ଆକାଉଣ୍ଟରେ ଏକ ନିର୍ଦ୍ଦିଷ୍ଟ ପରିମାଣ ଜମା କରାଯାଏ। ପୂର୍ବରୁ, ନୂତନ ଆକାଉଣ୍ଟକୁ ପିଏଫ ପାଣ୍ଠି ସ୍ଥାନାନ୍ତର କରିବା ପାଇଁ ବହୁତ ଅସୁବିଧା ହେଉଥିଲା। ପୁରୁଣା…
ଏୟାରବସ A320 ଫ୍ୟାମିଲି ବିମାନର ସଫ୍ଟୱେରରେ ଯାନ୍ତ୍ରିକ ତ୍ରୁଟି, ଭାରତ ସମେତ ସାରା ବିଶ୍ୱରେ ବିମାନ ସେବା ପ୍ରଭାବିତ
ନୂଆଦିଲ୍ଲୀ,୨୯।୧୧: ବିଶ୍ୱର ସର୍ବାଧିକ ବିକ୍ରି ହେଉଥିବା ବିମାନ ଏୟାରବସ A320 ଫ୍ୟାମିଲିର ବିମାନରେ ଏକ ଯାନ୍ତ୍ରିକ ତ୍ରୁଟି ଆବିଷ୍କାର ହୋଇଛି। ଏହା ଭାରତ ସମେତ ସାରା ବିଶ୍ୱରେ ହଜାର ହଜାର ଉଡ଼ାଣକୁ ପ୍ରଭାବିତ କରୁଛି। ଏକ ସଫ୍ଟୱେର୍ ତ୍ରୁଟି ଆବିଷ୍କାର ହେବା…
ରାମଙ୍କ ସର୍ବୋଚ୍ଚ ମୂର୍ତ୍ତି ଅନାବରଣ କଲେ ମୋଦି
ନୂଆଦିଲ୍ଲୀ,୨୯ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦକ୍ଷିଣ ଗୋଆର ଶ୍ରୀସଂସ୍ଥାନ ଗୋକର୍ଣ୍ଣ ଜୀବୋତ୍ତମ ମଠରେ ଭଗବାନ ରାମଙ୍କର ୭୭ ଫୁଟ୍ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ମୂର୍ତ୍ତିକୁ ଅନାବରଣ କରିଛନ୍ତି। ମଠ ପରିସରରେ ଥିବା ମନ୍ଦିରକୁ ପ୍ରଧାନମନ୍ତ୍ରୀ ପରିଦର୍ଶନ କରିଥିଲେ। ଗୁଜରାଟରେ ଷ୍ଟାଚ୍ୟୁ…
ବିକ୍ରି ହେଲାନି ଧାନ: ଆନ୍ଦୋଳନ ପାଇଁ ସଜବାଜ ଚାଷୀ
ବରଗଡ଼,୨୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧୀନରେ ମଣ୍ଡି ଖୋଲିଛି। ଗୁରୁବାର ରାତି ସୁଦ୍ଧା ଜିଲାର ପ୍ରାୟ ୭୭ହଜାର ଚାଷୀଙ୍କ ପାଖକୁ…
ପ୍ରବାସକୁ ସବୁଦିନ ପାଇଁ ବନ୍ଦ କରିଦେବି
ଓ୍ବାଶିଂଟନ,୨୯ା୧୧: ଆମେରିକା ହ୍ବାଇଟ୍ ହାଉସ୍ ନିକଟରେ ଜଣେ ଆଫଗାନ୍ ବ୍ୟକ୍ତିଙ୍କ ଗୁଳିମାଡ଼ରେ ନ୍ୟାଶନାଲ ଗାର୍ଡର ଜଣେ ସଦସ୍ୟଙ୍କ ମୃତ୍ୟୁ ଘଟିବା ସହ ଅନ୍ୟଜଣେ ଗୁରୁତର ହୋଇଥିବାବେଳେ ତୃତୀୟ ବିଶ୍ୱର ସମସ୍ତ ଦେଶରୁ ପ୍ରବାସକୁ ସବୁଦିନ ପାଇଁ ବନ୍ଦ କରିଦେବେ ବୋଲି ରାଷ୍ଟ୍ରପତି…
ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ
ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍ ଅଞ୍ଚଳରେ। ଗୁରୁବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା।…
ଲକ୍ଷାଧିକ ଟଙ୍କା ଲୁଟିନେଲେ ସରକାରୀ କର୍ମଚାରୀ, ଅଞ୍ଚଳରେ ଚାଞ୍ଚଲ୍ୟ
ଗଜପତି,୨୮।୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରାବନ୍ଧ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ଛକ ନିକଟରେ ଚଳିତ ମାସ ନଭେମ୍ବର ୩ ତାରିଖ ରାତ୍ର ୧୦. ୩୦ ସମୟରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟପାଟ…
ଭଞ୍ଜନଗର ଥାନାରେ ସିବିଆଇ ଟିମ୍: ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତିର …
ଭଞ୍ଜନଗର,୨୮।୧୧(ବାବୁଲା ପ୍ରଧାନ): ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏ ନେଇ ପ୍ରଥମେ ପୋଲିସ ଘଟଣାର ତଦନ୍ତ କରିଥିଲା। ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିଲା। କିନ୍ତୁ ଘଟଣାର ଅଧିକ ତଦନ୍ତ ପାଇଁ ରାଜ୍ୟ ସରକାର ସିବିଆଇକୁ…
ଏଏନ୍ଏମ୍ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…
ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍ଏମ୍ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା (୨୬)।…
ଡିସେମ୍ବର ୧ରୁ ଶସ୍ତା ହୋଇଯିବ ଏଲପିଜି ଗ୍ୟାସ୍, ଜାଣନ୍ତୁ ନୂଆ ରେଟ୍…
ନୂଆଦିଲ୍ଲୀ,୨୮।୧୧: ପ୍ରତି ମାସର ପ୍ରଥମ ଦିନକୁ ଏଲପିଜି ସିଲିଣ୍ଡର ମୂଲ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ କୁହାଯାଏ। ଡିସେମ୍ବର ୧ ତାରିଖରେ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୨୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ଆଶା କରାଯାଉଛି। ଏହି ପରିମାଣର ହ୍ରାସ ନିଶ୍ଚିତ…
କାର୍ଯ୍ୟରେ ଯୋଗଦେଲେ କୋରାପୁଟ ନୂତନ ଏସଡିପିଆରଓ
କୋରାପୁଟ,୨୮।୧୧(ଅମିତାଭ ବେହେରା): କୋରାପୁଟର ନୂତନ ଏସ୍ଡିପିଆରଓ ଭାବେ ରାଧାରାଣୀ ସରକାର ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଆସି ସୁଶ୍ରୀ ସରକାର ନିଜ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଦୀର୍ଘ ବର୍ଷ ଧରି…
ଧାନଦରକୁ ନେଇ ଦ୍ବନ୍ଦ୍ବରେ ଚାଷୀ: ରାତାରାତି ଫଳକରୁ ହଟିଗଲା ବର୍ଦ୍ଧିତ ୬୯ ଟଙ୍କା
ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡି ଗୁଡିକ ଖୋଲାଯାଇଛି। ଚାଷୀମାନେ ଧାନ ଧରି ମଣ୍ଡିକୁ ମଧ୍ୟ ପହଞ୍ଚିଛନ୍ତି। ତେବେ ଚାଷୀଙ୍କ ଧାନ କିଣାଯିବା ତ ଦୂରର…
Archives


