କାର୍କୁ ଘେରିଗଲେ ଭାଜପା କର୍ମୀ, ପ୍ରଚାର ବାତିଲ କରି ଫେରିଆସିଲେ ୟେଦୁରପ୍ପା
ବେଙ୍ଗାଲୁରୁ,୧୬।୩: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ବିଏସ ୟେଦୁରପ୍ପା ଆଜି ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିଛନ୍ତି। ଗୁରୁବାର ଚିକମାଗାଲୁର ଜିଲାରେ ପ୍ରଚାର କରିବାକୁ ଯାଉଥିବା ବେଳେ ଭାଜପା କର୍ମୀମାନେ ତାଙ୍କ କାର୍କୁ ଘେରାଉ କରି ନିର୍ବାଚନ ପ୍ରଚାର…
ରାହୁଲଙ୍କ ଭାଇରାଲ ଭିଡିଓର ପ୍ରତିକ୍ରିୟା ରଖିଲେ ଭାଜପା ନେତା
ନୂଆଦିଲ୍ଲୀ,୧୬।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଦୁର୍ଭାଗ୍ୟବଶତଃ ମୁଁ ଏମ୍ପି’ ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଉପରେ ଭାଜପା ନେତା ଶାହଜାଦ ପୁନାୱାଲା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୟରାମ ଜୀ, ଆମ ପାଇଁ…
କନିଷ୍ଠ ଯନ୍ତ୍ରୀ-ଜିଲା ପରିଷଦ ସଭ୍ୟ ହାତାହାତି: ଥାନାରେ ମାମଲା
ବରୀ,୧୬ା୩(ଡି.ଏନ୍.ଏ.): ଉନ୍ନୟନ କାର୍ଯ୍ୟକୁ ନେଇ ଯାଜପୁର ଜିଲା ବରୀ ବ୍ଲକ୍ରେ ବିଭିନ୍ନ ସମୟରେ ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ବିପ୍ଲବ ପରିଜା ଏବଂ ୨୨ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟଙ୍କ ମଧ୍ୟରେ ହାତାହାତି…
ପୁଣି ମୁଣ୍ଡ ଟେକିଲାଣି କରୋନା, ୬ ରାଜ୍ୟକୁ ଚିଠି ଲେଖି ସତର୍କ ରହିବାକୁ କେନ୍ଦ୍ରର ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୬।୩: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଏବେ ୬ଟି ରାଜ୍ୟରେ ପୁଣିଥରେ କରୋନା ମାମଲା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ସଚିବ ୬ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ସେହି ୬ଟି ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର,…
ବୋମାମାଡ଼ ପରେ ଉତ୍ତେଜନା
ବ୍ରହ୍ମପୁର ଅଫିସ,୧୬ା୩: ଗଞ୍ଜାମ ଜିଲା ଫୁଲଟା ଗାଁରେ ୨ଜଣଙ୍କ ଘର ଉପରକୁ ବୋମାମାଡ ହୋଇଛି। କୋଠଘର ଦାୟିତ୍ୱ ହସ୍ତାନ୍ତରକୁ ନେଇ ଗୋଷ୍ଠୀ ବିବାଦରୁ ଏଭଳି ଘଟଣା ଘଟିଛି। ୧୫ରୁ ୧୬ଜଣ ଯୁବକ ସଂଘବଦ୍ଧ ଭାବେ ବିଭିନ୍ନ ମାରଣାସ୍ତ୍ର ଧରି କୋଠଘର ପୂର୍ବତନ…
ପୁଣି ନିର୍ବାଚିତ ହେଲେ ଜିଆନି ଇନ୍ଫାଣ୍ଟିନୋ
କିଗାଲି,ର୍ବାଣ୍ଡା,୧୬ା୩: ଜିଆନି ଇନ୍ଫାଣ୍ଟିନୋ ଫିଫାର ସଭାପତି ଭାବେ ପୁଣି ନିର୍ବାଚିତ ହୋଇଛନ୍ତି । ଗୁରୁବାର ସେ ଦ୍ୱିତୀୟ ଥର ପାଇଁ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ନିର୍ବାଚିତ ହୋଇଥିବା ବେଳେ ଆସନ୍ତା ୨୦୨୭ ଯାଏ ସେ ଏହି ପଦବୀରେ ରହିବେ। ଇନ୍ଫାଣ୍ଟିନୋଙ୍କୁ ୨୧୧ ଦେଶର…
ଭୂକମ୍ପ ପରେ ତୁର୍କୀକୁ ଆଉ ଏକ ବିପଦ,ବନ୍ୟାରେ ଗଲାଣି ୫ ଜୀବନ
ଆଙ୍କାରା,୧୬।୩: ଭୟଙ୍କର ଭୂକମ୍ପ ପରେ ବର୍ତ୍ତମାନ ତୁର୍କୀକୁ ଆଉ ଏକ ବିପଦ ମାଡି ଆସିଛି। ଏଠାରେ ଦକ୍ଷିଣ ପ୍ରଦେଶରେ ଜଳ ସ୍ତର ଯଥେଷ୍ଟ ବୃଦ୍ଧି ପାଇଛି। ଫଳରେ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ଲୋକଙ୍କ ଘର…
ଆରମ୍ଭରୁ ବିଜୟ ଲକ୍ଷ୍ୟ
ମୁମ୍ବାଇ,୧୬ା୩: ଭାରତ-ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବ। ନିୟମିତ ଅଧିନାୟକ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳୁ ନ ଥିବା…
ଦ୍ବିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି
ବାଲିଗୁଡ଼ା:୧୬।୩(ଡି.ଏନ.ଏ): ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଞ୍ଚିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ା…
ମୋବାଇଲ ଏନଫୋର୍ସମେଣ୍ଟ ପକ୍ଷରୁ ବହୁ ପରିମାଣର କାଠ ଜବତ
କେନ୍ଦୁଝର,୧୬।୩(ସ୍ବ.ପ୍ର.): ବନ ବିଭାଗ ଡିଭିଜନ ମୋବାଇଲ ଏନଫୋର୍ସମେଣ୍ଟ ପକ୍ଷରୁ ଗୁରୁବାର ଚଢାଉ କରାଯାଇଛି। ଏହି ଚଢାଉରେ ଜୁଡିଆ ଘାଟିରୁ ବହୁ ପରିମାଣର ଜାଳ କାଠ ଜବତ ହୋଇଛି। ସେମାନେ ଜଙ୍ଗଲରୁ ଜାଳେଣୀ କାଠ ଧରି ବିକ୍ରି ପାଇଁ ବଜାରକୁ ଆସୁଥିବାବେଳେ ସଦର…
ଆନ୍ଦୋଳନରେ ଡ୍ରାଇଭର, ଯାତ୍ରୀ ହନ୍ତସନ୍ତ
ମ.ରାମପୁର,୧୬ା୩(ଡି.ଏନ୍.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ଆହ୍ବାନରେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନରେ କଳାହାଣ୍ଡି ଜି ମ.ରାମପୁର ଗାଡ଼ି ଚାଳକ ମହାସଂଘ ପକ୍ଷରୁ ମ.ରାମପୁରଠାରେ ଗୁରୁବାର ରାସ୍ତା ଅବରୋଧ କରାଯାଇଥିଲା। ୧୧ ଦଫା ଦାବି ନେଇ ମ.ରାମପୁର ଦେଇ ଯାଇଥିବା ଜାତୀୟ ରାଜପଥ ନଂ…
ଏହି ଦିନ ଓଟିଟିରେ ରିଲିଜ ହେବ ଶାହାରୁଖଙ୍କ ଫିଲ୍ମ ‘ପଠାନ’
ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍ଙ୍କ ଫିଲ୍ମ ‘ପଠାନ’ ବକ୍ସ ଅଫିସରେ ରେକର୍ଡ ସଂଖ୍ୟକ ଆୟ କରିବା ପରେ ଏବେ ଓଟିଟିରେ ଧମାକା କରିବାକୁ ପ୍ରସ୍ତୁତ ହେଉଛି। ‘ପଠାନ’ ରିଲିଜ ହେବା ପରଠାରୁ ଦର୍ଶକ ଏହାର ଓଟିଟି ରିଲିଜ୍କୁ ଅପେକ୍ଷା କରିଛନ୍ତି।…
Archives


