ଓଲଟିଲା ବସ୍: ଚାଲିଗଲା ୧୭ ଜୀବନ
କାବୁଲ,୧୬।୩: ଆଫଗାନିସ୍ତାନର ତାଖର ପ୍ରଦେଶରେ ଏକ ବସ ଓଲଟି ପଡ଼ି ପରେ ଅତିକମରେ ୧୭ ଜଣ ସୁନା ଖଣି କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ବସ ତାଖର ପ୍ରଦେଶର ଚାହ ଅବ ଜିଲାରୁ ଅଞ୍ଜିର…
ଏନଟିପିସି ଦର୍ଲିପାଲିକୁ ମିଳିଲା ପର୍ଯ୍ୟାବରଣ ଉତ୍କର୍ଷତା ପୁରସ୍କାର
ସୁନ୍ଦରଗଡ,୧୫।୩(ଡି.ଏନ.ଏ): ଥର୍ମାଲ ପାଓ୍ବାର କ୍ଷେତ୍ରରେ ପର୍ଯ୍ୟାବରଣ ଉତ୍କର୍ଷତା ପାଇଁ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାଓ୍ବାର ଷ୍ଟେଶନ ((୨×୮୦୦)କୁ ଆପେକ୍ସ ଇଣ୍ଡିଆ ଗ୍ରୀନ ଲିଫ ଆଓ୍ବାର୍ଡ-୨୦୨୨ର ଗୋଲ୍ଡ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ଏହି ସମ୍ମାନଜନକ ପୁରସ୍କାର ଏନଟିପିସି ଦର୍ଲିପାଲିକୁ ଆସନ୍ତା ୧୧…
ଭଗବାନ୍ ‘ଶିବ’ଙ୍କ ଶରଣରେ ମେହବୁବା ମୁଫ୍ତି
ଶ୍ରୀନଗର,୧୬।୩: ପିଡିପି ସଭାପତି ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ପୁଞ୍ଚର ଏକ ଶିବ ମନ୍ଦିର ଦର୍ଶନ କରିଛନ୍ତି। ସେ ଶିବଲିଙ୍ଗ ଉପରେ ଜଲାଭିଶେକ କରିଛନ୍ତି। ଏହାର ଭିଡିଓ ଭାଇରାଲ ହୋଇଛି। ସର୍ବଦା ପାକିସ୍ତାନ ସହ ଆଲୋଚନା ତଥା…
ଅଷ୍ଟ୍ରେଲିଆରେ ଭାରତୀୟ ଦୂତାବାସ ବନ୍ଦ କଲେ ଖଲିସ୍ତାନ ସମର୍ଥକ
ନୂଆଦିଲ୍ଲୀ,୧୫।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍ ଦେଶରେ ଭାରତ ବିରୋଧୀ କାର୍ଯ୍ୟ ରୋକିବା ପାଇଁ ଆଶ୍ୱାସନା ଦେବାର କିଛି ଦିନ ପରେ ପୁଣି ଖଲିସ୍ତାନ ସମର୍ଥକମାନେ ବ୍ରିସବେନରେ ଥିବା ଭାରତୀୟ ବାଣିଜ୍ୟ ଦୂତାବାସ ବନ୍ଦ କରି ଦେଇଛନ୍ତି। ଦି ଅଷ୍ଟ୍ରେଲିଆ ଟୁଡେରେ…
ଆସାମ ମୁଖ୍ୟମନ୍ତ୍ରୀ ଖର୍ଚ୍ଚ କରିଛନ୍ତି ୧୩୦ କୋଟିରୁ ଅଧିକ
ଗୁଆହାଟି,୧୬ ।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ନେତୃତ୍ୱର ଆସାମ ସରକାର ଗତ ୨ ବର୍ଷରେ ବିଜ୍ଞାପନରେ ୧୩୦.୫୯ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ପୂର୍ବ ସରକାରଙ୍କ ତୁଳନା କଲେ ସର୍ବାନନ୍ଦ ସୋନୋୱାଲଙ୍କ ସରକାର ତାଙ୍କର ସମ୍ପୂର୍ଣ୍ଣ ୫…
ଧୁମଧାମରେ ପାଳନ ହେବ ଯୋଗୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉତ୍ସବ
ଲକ୍ଷ୍ନୌ,୧୬ ।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧ବର୍ଷ ପୂର୍ତ୍ତି ୨୫ ମାର୍ଚ୍ଚରେ ପାଳନ ହେବାକୁ ଯାଉଛି । ଯୋଗୀ ସରକାର ଏକ ବର୍ଷ ପୂରଣ କରିଥିବା ଖୁସିରେ ଭାରତୀୟ ଜନତା ପାର୍ଟି(ଭାଜପା) ସଙ୍ଗଠନର ପ୍ରସ୍ତୁତି ଖୁବ…
ଭାରତୀୟ ଦଳରେ କିସ୍ର ୬ ଖେଳାଳି
ଭୁବନେଶ୍ୱର, ୧୫।୩ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆରେ ଚଳିତ ମାସ ୧୭ରୁ ୧୯ ପର୍ଯ୍ୟନ୍ତ ବୋର୍ନିଓ ସେଭେନ୍ସ ମହିଳା ରଗ୍ବୀ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବ। ଏଥିପାଇଁ ମନୋନୀତ ଭାରତୀୟ ଦଳରେ କିସ୍ର ୬ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ହୁପି ମାଝି,…
ବିକ୍ରାନ୍ତ ମଲିକଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୬।୩ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇସ୍ଥିତ ତାମିଲନାଡ଼ୁ ଫିଜିକାଲ ଏଜୁକେଶନ ଆଣ୍ଡ ସ୍ପୋଟର୍ସ ୟୁନିଭର୍ସିଟି ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍ର ତୃତୀୟ ଦିବସରେ କିଟ୍ର ବିକ୍ରାନ୍ତ ମଲିକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।…
ଓଡ଼ିଶା ସିନିୟର ଟେବୁଲ ଟେନିସ ଦଳ ଘୋଷିତ
ଭୁବନେଶ୍ୱର, ୧୬।୩ (କ୍ରୀଡ଼ା ପ୍ରତିନିଧି): ଜମ୍ମୁର ଏମ୍.ଏ. ଷ୍ଟାଡିୟମରେ ଚଳିତ ମାସ ୨୦ରୁ ୨୭ ପର୍ଯ୍ୟନ୍ତ ୮୪ତମ ଜାତୀୟ ସିନିୟର ଏବଂ ଆନ୍ତଃରାଜ୍ୟ ଟେବୁଲ ଟେନିସ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଅଂଶଗ୍ରହଣ କରିବା ପାଇଁ ବୁଧବାର ଓଡ଼ିଶା ଦଳ…
ହନି ସିଂଙ୍କ ଉପରେ ନିର୍ମାଣ ହେବ ଡକ୍ୟୁମେଣ୍ଟାରୀ
ମୁମ୍ବାଇ: ଫିଲ୍ମ ପ୍ରଡ୍ୟୁସର ଗୁନିତ ମୋଙ୍ଗାଙ୍କ ମୁଭି ଦ ଏଲିଫ୍ୟାଣ୍ଟ ହ୍ୱିସସ୍ପର୍ଶକୁ ଏକାଡେମୀ ଆୱାର୍ଡସ ୨୦୨୩ରେ ଏକ ବଡ ସଫଳତା ମିଳିଛି । ଫିଲ୍ମକୁ ବେଷ୍ଟ ଡକ୍ୟୁମେଣ୍ଟାରୀ ସର୍ଟ ଫିଲ୍ମ କାଟାଗୋରୀ ପାଇଁ ଓସ୍କାର ମିଳିସାରିଛି । ଏବେ ସବୁଠି ଗୁନିତ…
ନୀଳାଞ୍ଜନା କେଏଚ୍ଏଲ୍ର ନୂତନ ଏମ୍ଡି
ଭୁବନେଶ୍ୱର,୧୬।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍(କେଏଚ୍ଏଲ୍)ର ନୂତନ ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ଭାବେ ଅଭିଜ୍ଞ ପ୍ରଶାସିକା ନୀଳାଞ୍ଜନା ମୁଖାର୍ଜୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ବୁଧବାର କେଏଚ୍ଏଲ୍ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ନୀଳାଞ୍ଜନା ଆନୁଷ୍ଠାନିକ ଭାବେ…
ସଚେତନତା ହିଁ ନିଦାନ
ବିଭିନ୍ନ ଶାରୀରିକ ସମସ୍ୟା ନେଇ ସଚେତନ ରହିବା ଉପରେ ଗୁରୁତ୍ୱାରୋପ କରାଯାଇଥାଏ। ତେଣୁ କୁହାଯାଇଥାଏ ସଚେତନତା ହିଁ ପ୍ରକୃତ ନିଦାନ। ସ୍ବାସ୍ଥ୍ୟ ସମସ୍ୟାରୁ ଦୂରେଇ ରହିବା ପାଇଁ ଜାତୀୟ ଟିକାକରଣ ଦିବସ ପ୍ରତିବର୍ଷ ମାର୍ଚ୍ଚ ୧୬ରେ ପାଳନ କରାଯାଇଥାଏ। ଜନସ୍ବାସ୍ଥ୍ୟରେ ଟିକାକରଣର…
Archives


