Home Left

ଓଭାଲ ଟେଷ୍ଟ ଜିତିଲା ଇଂଲଣ୍ଡ

ଲଣ୍ଡନ, ୧ା୮: କେନିଙ୍ଗଟନ୍‌ ଓଭାଲରେ ଅନୁଷ୍ଠିତ ପଞ୍ଚମ ଆଶେସ ଟେଷ୍ଟକୁ ଜିତି ନେଇଛି ଇଂଲଣ୍ଡ। କ୍ରିସ୍‌ ଓକ୍ସ ଓ ମୋଇନ୍‌ ଅଲୀଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆକୁ ୪୯ ରନ୍‌ରେ ପରାସ୍ତ କରିଛି ଇଂଲଣ୍ଡ। ଅନ୍ତିମ ଦିବସରେ ୨୪୯ ରନ୍‌ ଆବଶ୍ୟକ…

ଉତ୍ତର ଚାଇନାରେ ବାତ୍ୟା ତାଣ୍ଡବ

ବେଜିଂ,୧।୮: ଉତ୍ତର ଚାଇନାରେ ମହାବାତ୍ୟା ଡୋସ୍କୁରିର ତାଣ୍ଡବ ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ବାତ୍ୟାରେ ଆଠ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ବାତ୍ୟା ପରେ ବନ୍ୟା ଆସିବାରୁ ବେଜିଂର ପୂର୍ବ ଭାଗରେ ହଜାର ହଜାର…

ଛାତ୍ରୀଙ୍କ ବୋତଲରେ ପରିସ୍ରାକୁ ନେଇ ଉତ୍ତେଜନା

ଜୟପୁର,୧।୮:ରାଜସ୍ଥାନର ଭିଲଓ୍ବାରା ଜିଲା ଅନ୍ତର୍ଗତ ଏକ ସ୍କୁଲରେ କେତେଜଣ ଛାତ୍ର ଅନ୍ୟ ସମ୍ପ୍ରଦାୟର ଜଣେ ଛାତ୍ରୀଙ୍କ ପାଣି ବୋତଲରେ ପରିସ୍ରା ପୂରାଇବା ଘଟଣାକୁ ନେଇ ସୋମବାର ଉକ୍ତ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ଜଣେ ଛାତ୍ରଙ୍କ ଘରେ…

ଏମ୍‌ଆଇ ନ୍ୟୁୟର୍କ ଚାମ୍ପିୟନ

ନୂଆଦିଲ୍ଳୀ, ୧ା୮:ମେଜର ଲିଗ୍‌ କ୍ରିକେଟ୍‌ର ପ୍ରଥମ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଏମ୍‌ଆଇ ନ୍ୟୁୟର୍କ। ସୋମବାର ଅନୁଷ୍ଠିତ ଫାଇନାଲରେ ସିଅଟେଲ ଓକ୍ରାସକୁ ଦଳ ୬ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ସିଆଟେଲ ୯ ଉଇକେଟ ହରାଇ ୧୮୩…

ପାକିସ୍ତାନ ବିସ୍ଫୋରଣ ମୃତ୍ୟୁସଂଖ୍ୟା ୫୪କୁ ବୃଦ୍ଧି

ପେଶାଓ୍ବର,୧।୮: ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶରେ ଏକ ରାଜନୈତିକ ଦଳର ସମ୍ମିଳନୀ ବେଳେ ହୋଇଥିବା ଆତ୍ମଘାତୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ସୋମବାର ୫୪କୁ ବୃଦ୍ଧି ପାଇଛି। ଆକ୍ରମଣ ପଛରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ଆକ୍ରମଣ…

ମୋ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ, ୧ା୮ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ସଭାପତି ବ୍ରିଜଭୂଷଣ ଶରଣ ସିଂ ଆଗାମୀ ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନରେ ତାଙ୍କ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁ ନାହାନ୍ତି, କିନ୍ତୁ ତାଙ୍କ ଗ୍ରୁପ୍‌କୁ ୨୫ ରାଜ୍ୟ ଆସୋସିଏଶନରୁ ୨୨ଙ୍କ ସମର୍ଥନ ରହିଛି। ମହାସଂଘର ବିଭିନ୍ନ…

ୟୁକ୍ରେନ ଉପରେ ପୁଣି ମିଶାଇଲ୍‌ ମାଡ଼ କଲା ରୁଷିଆ: ୪ ମୃତ, ଅନେକ ଆହତ

କିଭ୍‌,୧।୮: ୟୁକ୍ରେନ ଉପରେ ପୁଣି ମିଶାଇଲ୍‌ ମାଡ଼ କରିଛି ରୁଷିଆ। ଏଥିରେ ଜଣେ ଶିଶୁ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରୀ ଇହୋର କ୍ଲିମେଙ୍କୋ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,…

ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ମୃତ

ହାମିଲଟନ,୧।୮: ହାମିଲଟନ ଦ୍ୱୀପ ନିକଟ କ୍ୱିନ୍ସଲ୍ୟାଣ୍ଡ ଉପକୂଳରେ ଅଷ୍ଟ୍ରେଲିଆର ଏକ ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ କ୍ରୁ ସଦସ୍ୟ ନିଖୋଜ ହୋଇଯାଇଛନ୍ତି। ସୋମବାର ଅଷ୍ଟ୍ରେଲୀୟ ପ୍ରତିରକ୍ଷା ମନ୍ତ୍ରୀ ରିଚାର୍ଡ ମାର୍ଲେସ କହିଛନ୍ତି, ଆମେରିକା ସହ ଯୁଦ୍ଧାଭ୍ୟାସ…

ଆଜି ମୋଦିଙ୍କୁ ମିଳିବ ଲୋକମାନ୍ୟ ତିଲକ ପୁରସ୍କାର, ଶରଦ ପାଓ୍ବାର ହେବେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଙ୍ଗଳବାର ପୁଣେରେ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯିବ। ଏହି ସମୟରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ମଧ୍ୟ ମଞ୍ଚରେ ମୁଖ୍ୟ ଅତିଥି ରହିବାର କାର୍ଯ୍ୟକ୍ରମ ରହିଛି। ଏ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଦିନିକିଆ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ତ୍ରିନିଦାଦ,୧।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଆଜି ଖେଳାଯିବ। ଏପର୍ଯ୍ୟନ୍ତ ଭାରତ ଏବଂ ୱେଷ୍ଟଇଣ୍ଡିଜ ଦଳ ୧-୧ ବିଜୟ ହାସଲ କରିଛନ୍ତି। ତେଣୁ ଏହି ମ୍ୟାଚ୍‌ ଫଳାଫଳ ନିର୍ଦ୍ଧାଣ…

ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପଥର ମାଡ଼: ୨ ହୋମଗାର୍ଡ ମୃତ

ଚଣ୍ଡିଗଡ,୧।୮: ହରିୟାଣାର ନୁହରେ ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏହି ସଂଘର୍ଷରେ ୨ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ଗୁରୁଗ୍ରାମର ପୋଲିସ ଟିମ ମଓ୍ବେତକୁ ଯାଉଥିବାବେଳେ ଏହି ଘଟଣା ଘଟିଛି। ହୋମଗାର୍ଡ ନୀରଜ ଏବଂ ହୋମ…

ଚାଷଜମିରୁ ଚାଷୀଙ୍କ ମୃତଦେହ ଜବତ, କାରଣ ଅସ୍ପଷ୍ଟ

ଚାଷଜମିରୁ ଚାଷୀଙ୍କ ମୃତଦେହ ଜବତ, କାରଣ ଅସ୍ପଷ୍ଟ କୋକସରା,୩୧।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ):କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ଚାଷୀ ରାଜିନ ଶବର(୪୦)ଙ୍କ ମୃତଦେହ ଚାଷ ଜମିରୁ ଜବତ ହୋଇଛି। ସୂଚନା ଯେ, ସୋମବାର ପୂର୍ବାହ୍ନ ୧୦ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?