ରାଜରାସ୍ତାରେ ଡ୍ରାଇଭର, ଗାଡି ଚଳାଚଳ ଠପ୍
କେନ୍ଦୁଝର,୧୫।୩(ସ୍ବ.ପ୍ର.): ଓଡ଼ିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା,…
ଭୁଶୁଡି ଗଲା ନିର୍ମାଣଧୀନ ପୋଲବାଡା, ଅଳ୍ପକେ ବଞ୍ଚିଲେ ଶ୍ରମିକ
କେନ୍ଦ୍ରାପଡା ଅଫିସ,୧୫।୩: କେନ୍ଦ୍ରାପଡା ସହର ତିନିମୁହାଣୀ ଛକ ନିକଟ ନିର୍ମାଣଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲବାଡା ବୁଧବାର ଭୁଶୁଡି ପଡ଼ିଛି। ଏହି ସମୟରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୂର୍ତ୍ତ ବିଭାଗ ଅଧିନ ଏହି ପୋଲ ଗତ ୨…
ଷ୍ଟିୟରିଂ ଛାଡି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ
ନୟାଗଡ଼ ଅଫିସ,୧୫।୩: ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ବୀମା, ପେନସନ, ସଡ଼କ ଯାତ୍ରା ବେଳେ ଗାଡି ପାର୍କିଙ୍ଗ ଓ ଡ୍ରାଇଭରଙ୍କ ବିଶ୍ରାମ…
ଦାବି ଶୁଣିଲେନି ସରକାର, ଷ୍ଟିଅରିଂ ଛାଡି ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ
ବରଗଡ ଅଫିସ,୧୫।୩: ଓଡିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି। ବରଗଡ ଜିଲାରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ସ୍ଥାନୀୟ ହଲଦିପାଲି ଛକ ସମେତ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ରାସ୍ତା…
ଦିନିକିଆ ସିରିଜରେ ସ୍ମିଥ୍ ଅଧିନାୟକ
ଅହମଦାବାଦ,୧୫ା୩(ପି.ଟି.): ନିୟମିତ ଅଧିନାୟକ ପ୍ୟାଟ୍ କୁମିନ୍ସଙ୍କ ସ୍ଥାନରେ ଷ୍ଟିଭ୍ ସ୍ମିଥ୍ ଅଧିନାୟକ ଦାୟିତ୍ୱ ବହନ କରିବେ। ଅନ୍ତିମ ଦୁଇ ଟେଷ୍ଟରେ ସ୍ମିଥ୍ ଷ୍ଟାଣ୍ଡଇନ୍ କ୍ୟାପ୍ଟେନ ରହିଥିବା ବେଳେ ଦିନିକିଆ ସିରିଜ୍ ପାଇଁ ମଧ୍ୟ ତାଙ୍କୁ ଅଧିନାୟକ ରଖାଯିବ ବୋଲି ଅଷ୍ଟ୍ରେଲିଆ ଦଳର…
ପ୍ଲେ-ଅଫ୍ରେ ମୁମ୍ବାଇ
ମୁମ୍ବାଇ,୧୫ା୩: ଓମେନ୍ସ ପ୍ରିମିୟର ଲିଗ୍ରେ କ୍ରମାଗତ ୫ମ ବିଜୟ ସହ ପ୍ଲେ-ଅଫ୍ରେ ପ୍ରବେଶ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ବ୍ରାବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସକୁ ୫୫ ରନରେ ପରାସ୍ତ କରିଛି ଦଳ। ହରମନ୍ପ୍ରୀତ କୌରଙ୍କ ୫୧ ରନ୍ ବଳରେ ମୁମ୍ବାଇ…
ଜର୍ମାନୀକୁ ହରାଇଲା ଅଷ୍ଟ୍ରେଲିଆ
ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୫ା୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ପ୍ରୋଲିଗ୍ରେ ବିଶ୍ୱ ଚାମ୍ପିୟନ ଜର୍ମାନୀର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଅଷ୍ଟ୍ରେଲିଆ ୨-୧ ଗୋଲରେ ଏହି ଦଳକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ…
ଉପାନ୍ତ କରବିରା ଖୋଲରେ ଉପଜିଲାପାଳ
ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି।…
ଓଡ଼ିଶା ସେମିଫାଇନାଲରେ
ଭୁବନେଶ୍ୱର, ୧୫ା୩(ସ୍ପୋଟର୍ସ ବ୍ୟୁରୋ): ଦୃଷ୍ଟି ବାଧିତ ଜାତୀୟ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ନାଗେଶ ଟ୍ରଫିର ସୁପର-୮ ପର୍ଯ୍ୟାୟରେ ଚଣ୍ଡିଗଡ଼ ବିପକ୍ଷ ଦ୍ୱିତୀୟ ଲିଗ୍ ମ୍ୟାଚ ଓଡ଼ିଶା ୯ ଉଇକେଟରେ ଜିତି ନେଇଛି। ହାଇଦ୍ରାବାଦର ଏଓ୍ବାଇଆର୍ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ…
ଏନ୍ସିଏ କ୍ୟାମ୍ପ ପାଇଁ ଓଡ଼ିଶାରୁ ୫ ମନୋନୀତ
ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘରୋଇ ସିଜନରେ ପ୍ରଭାବୀ ପ୍ରଦର୍ଶନ କରି ଓଡ଼ିଶାର ୫ ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍ସିଏ) କ୍ୟାମ୍ପକୁ ମନୋନୀତ ହୋଇଛନ୍ତି। ଏପ୍ରିଲ ୧୭ରୁ ମେ’ ୧୧…
ଭିଜି ଟ୍ରଫି ଫାଇନାଲରେ ଇଷ୍ଟ ଜୋନ୍
ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ରାୟପୁରରେ ଚାଲିଥିବା ଭିଜି ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଇଷ୍ଟଜୋନ୍ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟଜୋନ୍ ୪୪ ରନରେ ଓ୍ବେଷ୍ଟ ଜୋନ୍କୁ ହରାଇ ଏହି ସଫଳତା…
ଭଉଣୀଙ୍କ ମେହେନ୍ଦୀ ସେରିମନିରେ ସିଗାରେଟ୍ ଟାଣୁଥିବା ନଜର ଆସିଲେ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ସମ୍ପର୍କୀୟ ଅଲାନା ପାଣ୍ଡେଙ୍କ ମେହେନ୍ଦୀ ସମାରୋହରେ ଦେଖିବାକୁ ମିଳିଥିଲା। ବର୍ତ୍ତମାନ ଏହି ମେହେନ୍ଦୀ ସମାରୋହର କିଛି ଫାଟୋ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛି। ଏହି ସମୟରେ ଅନନ୍ୟା ପାଣ୍ଡେଙ୍କ ଧୂମପାନର ଏକ ଫଟୋ ଇଣ୍ଟରନେଟରେ…
Archives


