Home Left

ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ୍‌ ରାଇଡର୍ସ ବ୍ୟାଟିଂ ଆରମ୍ଭ କରିଛି। ୩ ଓଭର ଖେଳ…

ବର୍ଷା ଯୋଗୁ ମ୍ୟାଚ୍‌ ବିଳମ୍ବ

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳା ହେବାକୁ ଥିବା କୋଲକାତା ନାଇଟ୍‌ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଟସ୍‌ ପୂର୍ବରୁ ବର୍ଷା ହେବାରୁ ମ୍ୟାଚ୍‌ ଆରମ୍ଭରେ ବିଳମ୍ବ ହୋଇଛି।

ଗରମରେ ବାରଣ୍ଡାରେ ଶୋଉଛନ୍ତି ପ୍ରସୂତି, ନବଜାତ ଶିଶୁ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ମାତୃ ଓ ଶିଶୁ ଚିକିତ୍ସାଳୟରେ ନବଜାତ ଶିଶୁ ସହିତ ପ୍ରସୂତି ମହିଳା ବେଡ୍‌ ଅଭାବରୁ ତଳେ ଶୋଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୋଟିଏ ନୁହେଁ ଏଭଳି ବହୁ ପ୍ରସୂତି ନବଜାତ ଶିଶୁକୁ ଧରି…

ପୁଞ୍ଛ-ଜମ୍ମୁରେ ସେନା ଗାଡ଼ିରେ ନିଆଁ ଲାଗିବା ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଶ୍ରୀନଗର,୨୦।୪: ଜମ୍ମୁ-କଶ୍ମୀରର ପୁଞ୍ଛରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ପୁଞ୍ଛ-ଜମ୍ମୁ ନ୍ୟାସନାଲ ହାଇଓ୍ବେରେ ସେନା ଟ୍ରକରେ ଭୟଙ୍କର ନିଆଁ ଲାଗିବା ଘଟଣାରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଆହତଙ୍କୁ ରାଜୌରୀର ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ଭାଟାଦୁଡ଼ିଆ…

ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ

ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍‌.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ମୃତ ବୃଦ୍ଧା ପୁଷ୍ପାଞ୍ଜଳି ପରିଚ୍ଛାଙ୍କ ପୁଅ ସୁନାମ ପରିଛା। ତାଙ୍କ ନାମରେ…

ଗଛରେ ପିଟିହେଲା ତହସିଲଦାରଙ୍କ ଗାଡ଼ି, ୨ ଗୁରୁତର

କୁଜଙ୍ଗ,୨୦ା୪(ଡି.ଏନ୍‌.ଏ.): ଗୁରୁବାର ଅପରାହ୍ନରେ କୁଜଙ୍ଗ ତହସିଲଦାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଦୁଇଜଣ ଗୁରୁତର ହୋଇଥିବାର ଜଣାପଡିଛି। ପ୍ରକାଶ ଯେ, କୁଜଙ୍ଗ ତହସିଲଦାର ବ୍ୟବହାର କରୁଥିବା ଓଡି ୦୫ ଏୟୁ ୮୨୩୬ ନମ୍ବର ବିଶିଷ୍ଟ ବୋଲେରୋରେ ଅତିରିକ୍ତ ତହସିଲଦାର ବାଇଧର ପ୍ରଧାନ…

ଆଉ ଏକ ଫିଲ୍ମରେ ନଜର ଆସିବେ ଶେହନାଜ

ମୁମ୍ବାଇ: ‘କିସି କା ଭାଇ କିସି କି ଜାନ୍‌’ ଫିଲ୍ମରେ ନଜର ଆସିବେ ଅଭିନେତ୍ରୀ ଶେହନାଜ ଗିଲ୍‌। ଏହି ଫିଲ୍ମକୁ ନେଇ ସେ ବହୁତ ଉତ୍ସାହିତ ଅଛନ୍ତି। ସେ ସଲମାନ ଖାନ୍‌ ଏବଂ ପୂଜା ହେଗ୍‌ଡେଙ୍କ ବିପକ୍ଷରେ ଡେବ୍ୟୁ କରୁଛନ୍ତି। ଏହି…

ନୟାଗଡ଼ରେ ପହଞ୍ଚିଲା ୪୮୦୦ ଇଭିଏମ୍‌

ନୟାଗଡ଼ ଅଫିିସ,୨୦ା୪: ନିର୍ବାଚନକୁ ବର୍ଷେ ଥିବା ବେଳେ ନୟାଗଡ଼ରେ ପହଞ୍ଚିଛି ଇଭିଏମ୍‌ ମେଶିନ। ୪ଟି କଣ୍ଟେନରେ ପ୍ରାୟ ୪ ହଜାର ୮ଶହ ଇଭିଏମ୍‌ ଏବଂ ଅନ୍ୟାନ୍ୟ ନିର୍ବାଚନ ସଂକ୍ରାନ୍ତୀୟ ଯନ୍ତ୍ରାଂଶ ନୟାଗଡ଼ରେ ପହଞ୍ଚିଛି। ଏଥିରେ ୨୪୦୦ ବାଲଟ ୟୁନିଟ୍‌ ଏବଂ ୨୪୦୦…

କ୍ଷେତ୍ର ପରିଦର୍ଶନ କଲେ ପ୍ରମୁଖ ଶାସନ ସଚିବ

କେନ୍ଦୁଝର, ୨୦।୪(ସ୍ବ.ପ୍ର.) ଓଡିଶା ସରକାରଙ୍କ ଗ୍ରାମ ଉନ୍ନୟନ, ଶକ୍ତି, ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜି.ଏସ୍‌.ଟି. କମିଶନର ସଞ୍ଜୟ କୁମାର ସିଂହ ତିନିଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ…

ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ

ଆନନ୍ଦପୁର,୨୦ା୪(ସ୍ବ.ପ୍ର.): ଆନନ୍ଦପୁର ପୌରାଞ୍ଚଳରେ ପାନୀୟ ଜଳ ସଙ୍କଟ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ୧୬ଟି ଓ୍ବାର୍ଡ ମଧ୍ୟରୁ କେତେକ ଓ୍ବାର୍ଡରେ ପରିସ୍ଥିତି ସଙ୍ଗୀନ ହୋଇଛି। ଅସହ୍ୟ ତାତି ସାଙ୍ଗକୁ ପାନୀୟ ଜଳ ସଙ୍କଟ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଆନନ୍ଦପୁର ଉପଜିଲାପାଳ…

ଅକ୍ଟୋବରରେ ବିବାହ ବନ୍ଧନରେ ବାନ୍ଧି ହେବେ ପରିଣୀତି-ରାଘବ

ନୂଆଦିଲ୍ଲୀ/ମୁମ୍ବାଇ,୨୦।୪: ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ଘରେ ଖୁବ୍‌ଶୀଘ୍ର ଶେହନାଇ ବାଜିବାକୁ ଯାଉଛି। ମିଳିଥିବା ରିପୋର୍ଟ ଅନୁସାରେ ଏଏପି ଏମ୍‌ପି ରାଘବ ଚଡ୍ଡା ଏବଂ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ବହୁ ଦିନରୁ ଦୁହେଁ ଦୁହିଁଙ୍କୁ…

ପୁଣିଥରେ ’ଅତିକ-ଅଶରଫ’ଙ୍କୁ ହେଲା ଗୁଳି

ପ୍ରୟାଗରାଜ,୨୦।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫ ଅହମଦଙ୍କ ହତ୍ୟା ଘଟଣାରେ ଯାଞ୍ଚ କମିଟି ପ୍ରତିଟି ଦିଗରୁ ଯାଞ୍ଚ କରୁଛି। ଏବେ ୧୫ ଏପ୍ରିଲ ରାତିର ସତ୍ୟ ଜାଣିବାକୁ ହସ୍ପିଟାଲର ସେହି ସ୍ଥାନରେ ସିନ୍‌ ରିକ୍ରିଏଟ କରାଯାଇଛି। ଯେଉଁଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri