Home Left

୩ ଦିନରେ ୪୬୫ ବିଲିୟନ ଡଲାର ହ୍ରାସ

ନୂଆଦିଲ୍ଲୀ,୧୫ା୩: ଅନ୍ତଃରାଷ୍ଟ୍ରୀୟ ଶେୟାର ବଜାର ଏବଂ ଅର୍ଥନୀତିରେ ଏକ ପ୍ରକାର ଆଶଙ୍କା ଦେଖାଦେଇଛି। ବିଶେଷକରି ଆମେରିକାରେ ସୃଷ୍ଟି ହୋଇଥିବା ବ୍ୟାଙ୍କିଙ୍ଗ ସଙ୍କଟ ବିଶ୍ୱ ଅର୍ଥନୀତିକୁ ବେଶ୍‌ ପ୍ରଭାବିତ କରିଛି। କେବଳ ୩ଟି କାର୍ଯ୍ୟଦିବସରେ ଗ୍ଲୋବାଲ ଫାଇନାନ୍ସିଆଲ୍‌ ଷ୍ଟକ୍ସର ବଜାର ମୂଲ୍ୟ ୪୬୫…

ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ: ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୩: ଦେଶରେ ଏବେ ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ। ଗୋଟିଏ ପରେ ଗୋଟିଏ ରାଜ୍ୟରେ ଏହି ଭାଇରସ ବ୍ୟାପିବାରେ ଲାଗିଛି। ହରିୟାଣାର ଯମୁନାନଗରରେ ଏଚ୍‌୩ଏନ୍‌୨ ଭାଇରସର ୫ଟି ସନ୍ଦିଗ୍ଧ ମାମଲା ସାମ୍ନାକୁ ଆସିଛି। ଏହାକୁ ନେଇ ବର୍ତ୍ତମାନ ସ୍ବାସ୍ଥ୍ୟ ବିଭାଗ…

ବର୍ଷ ଶେଷ ସୁଦ୍ଧା ୧,୦୬,୦୯୫ ହୋଇଛନ୍ତି ଉପକୃତ

ବ୍ରହ୍ମପୁର ଅଫିସ,୧୫।୩: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ମଙ୍ଗଳବାର ବିଇଏମ୍‌ସି ନୂତନ ସମ୍ମିଳନୀ କକ୍ଷରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ (ଏନୟୁଏଚ୍‌ଏମ୍‌) ଦ୍ୱାରା ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମେୟର ସଂଘମିତ୍ରା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ…

ଜଙ୍ଗଲରେ ନିଆଁ, ରାସ୍ତାରେ ମୟୂର

ବୁଗୁଡ଼ା,୧୫।୩(ଡି.ଏନ୍‌.ଏ.): ସମ୍ପ୍ରତି ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ଯୋଗୁଁ ରାସ୍ତାରେ ମୟୂରମାନେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଅଗ୍ନି ନିର୍ବାପନରେ ବିଫଳତା ଯୋଗୁଁ ସ୍ଥାନୀୟ ବନ ବିଭାଗ ଅଡୁଆରେ ପଡିଛି। ବନ…

ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ

ରସୁଲପୁର,୧୫ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ନେଇ ମଙ୍ଗଳବାର ଏକ ମାସିକିଆ ସମୀକ୍ଷା ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅରୁଣ କୁମାର ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବା ସହ…

ରାସ୍ତା କାର୍ଯ୍ୟ ଅଧାରୁ ବନ୍ଦ, ବଢୁଛି ଦୁର୍ଘଟଣା

କାଳିଆପାଣି,୧୫ା୩(ଡି.ଏନ.ଏ.): ଯାଜପୁର ଜିଲା ପୂର୍ତ୍ତ ବିଭାଗ ଅଧୀନରେ କାଳିଆପାଣି-ମଙ୍ଗଳପୁର ମୁଖ୍ୟ ରାସ୍ତାର ଟାଟା ବଜାର ତାରେଣି ମନ୍ଦିରଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା ନିର୍ମାଣ କରାଯାଉଛି। ମାତ୍ର ଉକ୍ତ ରାସ୍ତା କାର୍ଯ୍ୟ ଅଧାରୁ ବନ୍ଦ ରହିଥିବାରୁ ଏବେ ଦୈନିକ ଦୁର୍ଘଟଣା…

ପାହାଡ଼ ଉପରେ ଷ୍ଟ୍ରବେରୀ ଚାଷ

ପାରଳାଖେମୁଣ୍ଡି, ୧୫।୩ (ଡି.ଏନ୍‌.ଏ): ଚାଷକାର୍ଯ୍ୟକୁ ଆପଣେଇ ସ୍ବାବଲମ୍ବୀ ହୋଇପାରିଛନ୍ତି ଗଜପତି ଜିଲା ମୋହନ ବ୍ଲକ ବେଲପଡ଼ା ଗ୍ରାମର ଏକ ଚାଷୀ ଦମ୍ପତି। ଷ୍ଟ୍ରବେରୀ ଚାଷ କରି ଜିଲାରେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ପାହାଡ଼ରେ ପରିଶ୍ରମ କରି…

ଓସେପା ପୁସ୍ତକ କ୍ରୟରେ ଅନିୟମିତତା

ଯାଜପୁର ଅଫିସ,୧୫ା୩: କେତେକ ଅସାଧୁ ପୁସ୍ତକ ପ୍ରକାଶକଙ୍କ ଇଙ୍ଗିତରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟାକ୍ରମ ପ୍ରାଧିକରଣ(ଓସେପା)ର ପାଠାଗାର ପୁସ୍ତକ କ୍ରୟ ଆଦେଶ ପ୍ରସ୍ତୁତି ଚାଲିଛି। କେଉଁ ପ୍ରକାଶକ କେତେ ଟଙ୍କାର ଆଦେଶ ପାଇବାକୁ ଯାଉଛନ୍ତି ସେ ସମ୍ପର୍କରେ ଜଣେ ପ୍ରକାଶକ କଟକରେ…

୩ ମାସରେ ୧୨୮୯ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା ଅଫିସ,୧୫।୩: ଶିମିଳିପାଳ ଅଭୟାରଣ୍ୟରେ ମାସ ମାସ ଧରି ନିଅଁା ଜଳିବା ଦ୍ୱାରା ଜିଲାବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ମଙ୍ଗଳବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ୍‌ ତଥ୍ୟ ଅନୁସାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର…

ଗୁଡ୍‌ସ ସେଡ୍‌ ସ୍ଥାନାନ୍ତର ହେବ

ଯାଜପୁର ଅଫିସ,୧୫ା୩ : ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ଦ୍ୱିତୀୟ ପରାମର୍ଶଦାତା କମିଟି ବୈଠକରେ କେତେକ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ଏଥିରେ ସହର ମଝିରେ ଥିବା ଅତି ପ୍ରଦୂଷଣ ସୃଷ୍ଟିକାରୀ ଗୁଡ୍‌ସ ସେଡ୍‌କୁ ବ୍ୟାସ ସରୋବର ନିକଟକୁ ସ୍ଥାନାନ୍ତର ହେବ ବୋଲି ସୂଚନା…

୩୧ ସୁଦ୍ଧା ଆବାସ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି

ରସୁଲପୁର,୧୫ା୩(ଡି.ଏନ.ଏ.): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦ୍ୱନ୍ଦ୍ୱ ଦୂର ହୋଇପାରୁ ନାହିଁ। ଏହାରି ଭିତରେ ମାର୍ଚ୍ଚ ୩୧ ସୁଦ୍ଧା ଉକ୍ତ ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଜମାଖାତାକୁ ପଠାଇବାକୁ ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟ ଡିସେମ୍ବର ୨୦୨୨ ସୁଧା ସାରିବାକୁ ଲକ୍ଷ୍ୟ…

ରାଶନ ଚାଉଳ ବଣ୍ଟନରେ ଅନିୟମିତତା

ପାଟଣା,୧୫୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ି କାପୁଡ଼ି ଗ୍ରାମରେ ରାଶନ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କୀତ ଭିଡିଓ ସୋସିଆଲ ମିଡିଆରେ ଭାରରାଲ ହେବାରେ ଲାଗିଛି। ଠକାମୀର ଶିକାର ହୋଇଥିବା ହିତାଧିକାରୀମାନେ ଏହାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri