କାଲିଫର୍ନିଆ ଗୁରୁଦ୍ୱାରରେ ଗୁଳିକାଣ୍ଡ, ୧୭ ଶିଖ ଗିରଫ, ୨ ଅପରାଧି ଭାରତରେ ଓ୍ବାଣ୍ଟେଡ
ଓ୍ବାଶିଂଟନ,୨୦।୪: କାଲିଫର୍ନିଆର ସୌକରାମେଣ୍ଟୋ ସ୍ଥିତ ଗୁରୁଦ୍ୱାର ସମେତ ୧୧ ସ୍ଥାନରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ କିଛି ଏଜେନ୍ସି ଦ୍ୱାରା କରାଯାଇଥିବା ଯାଞ୍ଚ ପରେ ୧୭ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅପରାଧିମାନେ ହେଲେ ଶିଖ। ଏମାନଙ୍କ ମଧ୍ୟରୁ ୨ ଜଣଙ୍କ…
ଓଡ଼ିଶା ଆଶ୍ରମ ବିଦ୍ୟାଳୟରେ ବିଦ୍ୟୁତ୍ କାଟିଲା ଆନ୍ଧ୍ର
ପଟ୍ଟାଙ୍ଗି, ୨୦।୪: (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ଦାବି କରୁଥିବା ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ଉନ୍ନୟନମୂଳକ କାର୍ଯ୍ୟ ସବୁ ଦିଗହରା ହେଉଛି। ସୀମାନ୍ତ ଅଞ୍ଚଳରେ ଆନ୍ଧ୍ର ଏଥିରୁ ଫାଇଦା ଉଠାଉଛି।…
କାର୍ଯ୍ୟକ୍ଷମ ହୋଇପାରୁନି କ୍ଲଷ୍ଟର ପ୍ରକଳ୍ପ
ଖଣ୍ଡପଡ଼ା,୨୦ା୪(ସ୍ବ.ପ୍ର.): ନୂତନ ଜ୍ଞାନକୌଶଳ ତଥା ପ୍ରଶିକ୍ଷଣ ମାଧ୍ୟମରେ କଂସା ପିତଳ ଏବଂ କାଠ ଖୋଦେଇର ବିଭିନ୍ନ ସୌଖୀନ ସାମଗ୍ରୀ ଉପତ୍ାଦନ କରିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲା କଣ୍ଟିଲୋରେ ଏକ ପ୍ରଶିକ୍ଷଣ ପ୍ରକଳ୍ପ ନିର୍ମାଣ ହୋଇଛି। ୫କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କେନ୍ଦ୍ରୀୟ…
ଶରଣକୁଳ କଲେଜରେ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା
ନୟାଗଡ଼ ଅଫିସ,୨୦।୪: ନୟାଗଡ଼ ଜିଲା ଶରଣକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୨-୨୪ ବ୍ୟାଚ୍ ବିଜ୍ଞାନ ବିଭାଗର ପ୍ରଥମ ବର୍ଷର ୨୪ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଏନେଇ ସମସ୍ତ ଛାତ୍ରୀଛାତ୍ର ବୁଧବାର ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଉଚ୍ଚ ମାଧ୍ୟମିକ…
ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ
କୋରାପୁଟ, ୨୦।୪: (ସ୍ବ.ପ୍ର.) ଭାରତର ରାଜଧାନୀ ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ ହୋୟାଲ। ଜିଲାର କେତେ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହାତଧୁଆର ଆବଶ୍ୟକତା ଓ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଗତ କିଛି…
ବିପଦସଙ୍କୁଳ ଅବସ୍ଥାରେ ଗୁମୁକା କଲଭର୍ଟ
ପୋଟେରୁ, ୨୦।୪: (ଡି.ଏନ୍.ଏ.) ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣ ଯୋଜନାରେ କାଲିମେଳା ବ୍ଲକର ଗୁମୁକାଠାରେ ନିର୍ମିତ ରାସ୍ତାର କଲଭର୍ଟ ଏବେ ବିପଦସଙ୍କୁଳ ହୋଇପଡ଼ିଛି। ଏହା ଉପରେ ଅନ୍ୟ ଉପାୟ ନ ପାଇ ୪ରୁ ଊର୍ଦ୍ଧ୍ୱ ଗ୍ରାମର ଗ୍ରାମବାସୀ ଯାତାୟାତ କରୁଛନ୍ତି। ଏମ୍ପିଭି-୧୧ଠାରୁ…
କାମରେ ଆସୁନି ଜଳପ୍ରକଳ୍ପ
ଦଶମନ୍ତପୁର, ୨୦।୪: ( ଡି.ଏନ୍.ଏ.) କାମରେ ଆସୁନି ୯ ଲକ୍ଷ ଟଙ୍କାର ଜଳପ୍ରକଳ୍ପ। ଜଳ କଷ୍ଟ ଭୋଗୁଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତର ବାଟିଶିଲଗୁଡା ଗ୍ରାମବାସୀ । ଏହି ଗ୍ରାମରେ ୭୨ ପରିବାର ବସବାସ କରନ୍ତି। ଜନସଂଖ୍ୟା ପ୍ରାୟ…
ଭାଜପାର ଷ୍ଟାର ପ୍ରଚାରକ ତାଲିକାରୁ ହଟିଲା ତେଜସ୍ବୀ ସୂର୍ଯ୍ୟାଙ୍କ ନାମ, କଂଗ୍ରେସ ନେଲା ମଜା
ବେଙ୍ଗାଲୁରୁ,୨୦।୪: ଦକ୍ଷିଣ ବେଙ୍ଗାଲୁରୁର ଏମପି ତେଜସ୍ବୀ ସୂର୍ଯ୍ୟାଙ୍କ ନାମ କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଭାରତୀୟ ଜନତା ପାର୍ଟି(ଭାଜପା) ଷ୍ଟାର ପ୍ରଚାରକ ତାଲିକାରେ ନାହିଁ। ତେଜସ୍ବୀ ଆରଏସଏସର ସ୍ବୟଂସେବକ ଓ ଭାଜପାର ଯୁବ ମୋର୍ଚ୍ଚା ଅଧ୍ୟକ୍ଷ ରହିଛନ୍ତି। ସେ ତାଙ୍କ ମଜଭୁତ…
ବନ୍ଦ ଯୋଗୁ ଜୀବନଜୀବିକା ଠପ୍
କୋରାପୁଟ/ଲମତାପୁଟ/ସୁନାବେଡ଼ା/ ସେମିଳିଗୁଡ଼ା/ଜୟପୁର/ପଟ୍ଟାଙ୍ଗି/ ନନ୍ଦପୁର, ୨୦।୪: (ସ୍ବ.ପ୍ର./ଡି.ଏନ୍.ଏ./ନି.ପ୍ର.) ସମ୍ବଲପୁରରେ ଘଟିଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ପାଳନ କୋରାପୁଟରେ ଶାନ୍ତିପୂର୍ଣ୍ଣଭାବେ ଶେଷ ହୋଇଛି। ଏହି ସମୟରେ ଗାଡି ଚଳାଚଳ ଠପ ସାଙ୍ଗକୁ ଦୋକାନବଜାର ବନ୍ଦ…
ଲୋ-ଭୋଲ୍ଟେଜ୍ରେ ନୟାନ୍ତ
ଢେଙ୍କାନାଳ ଅଫିସ, ୨୦।୪: ତତଲା କଡ଼େଇରେ ପରିଣତ ହୋଇଛି ସାରା ରାଜ୍ୟ। ଏଥିରୁ ବାଦ୍ ପଡ଼ିନି ଢେଙ୍କାନାଳ। ଜିଲାର ତାପମାତ୍ରା ୪୦ ଟପିଥିବାବେଳେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ଲୋ-ଭୋଲ୍ଟେଜ ସମସ୍ୟା ବୋଝ ଉପରେ ନଳିତା…
ଦ୍ୱିତୀୟ ଥର କ୍ୱିବାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ମିଗୁଏଲ ଡିଆଜ କାନେଲ
ହଭାନା,୨୦।୪: ମିଗୁଏଲ ଡିଆଜ କାନେଲ ଦ୍ୱିତୀୟ ଥର ଲାଗି କ୍ୱିବାର ରାଷ୍ଟ୍ରପତି ଭାବେ ନିର୍ବାଚତ ହୋଇଛନ୍ତି। କାନେଲ ସଂସଦୀୟ ଭୋଟରେ ଦ୍ୱିତୀୟ ଥର ଲାଗି ୫ ବର୍ଷର କାର୍ଯ୍ୟକାଳ ପ୍ରାପ୍ତ ହୋଇଛନ୍ତି। ରାଷ୍ଟ୍ରପତି ନିର୍ବାଚନ କରିବାକୁ ନେଇ ସଦନରେ ଡକାଯାଇଥିବା ବୈଠକ…
ଭୟାବହ ଅଗ୍ନିକାଣ୍ଡ: ୧୪ ପରିବାର ସର୍ବସ୍ବାନ୍ତ
ଢେଙ୍କାନାଳ ଅଫିସ/ପରଜଙ୍ଗ (ଡି.ଏନ୍.ଏ.), ୨୦।୪: ଢେଙ୍କାନାଳ ଜିଲାର ପୃଥକ୍ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୭ ବଖରା ପୋଡ଼ି ଛାରଖାର ହୋଇଯାଇଥିବାବେଳେ ୧୪ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁାର କରାଳ ରୂପ ଦେଖିବାକୁ ମିଳିଛି ସଦର ଥାନା ଭାପୁର…
Archives


