Home Left

ମୋତେ ବହୁତ ଦିନ ଅପେକ୍ଷା କରାଇଛ, କୋହଲିଙ୍କୁ କାହିଁକି ଏମିତି କହିଲେ ଦ୍ରାବିଡ

ଅହମ୍ମଦାବାଦ,୧୪।୩: ଅଷ୍ଟ୍ରେଲିଆ ବିପକ୍ଷ ଅହମ୍ମଦାବାଦ ଟେଷ୍ଟରେ ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରିଛନ୍ତି। ୧୨୦୫ ଦିନ ପରେ ସେ ଏହି ଫର୍ମାଟରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ୧୮୬ ରନ ସ୍କୋର କରି କୋହଲି ମ୍ୟାନ…

୩୦ ଲକ୍ଷ କି.ମି. ସାଇକେଲ ଚଳାଇ ଗିନିଜ୍‌ ରେକର୍ଡ

ଜୟପୁର,୧୪ା୩: ସାଇକେଲରେ ସର୍ବାଧିକ ପଥ ଅତିକ୍ରମ କରିଥିବା ରାଜସ୍ଥାନ ବାରମେରର ନରପତ୍‌ ସିଂ ରାଜପୁରୋହିତ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ରାଜପୁରୋହିତ ୨୦୧୯ ଜାନୁୟାରୀରେ ଜମ୍ମୁରୁ ନିଜର ସାଇକେଲ ଯାତ୍ରା ଆରମ୍ଭ କରି ୨୦୨୨ ଏପ୍ରିଲରେ ଜୟପୁରରେ…

ଦୂରରେ ରହିଲେ ବି ଏକାଠି

କେତେବେଳେ ଉଚ୍ଚଶିକ୍ଷା ତ କେବେ ପୁଣି କ୍ୟାରିୟର ଆଉ କେବେ ଭବିଷ୍ୟତର ସୁନେଲି ସ୍ବପ୍ନକୁ ସାକାର କରିବାର ଇଚ୍ଛା। ଏଥିପାଇଁ ଏବେ ପ୍ରାୟତଃ ଦେଖିବାକୁ ମିଳୁଛି ଲଙ୍ଗ୍‌ ଡିଷ୍ଟାନ୍ସ ରିଲେସନଶିପ୍‌। ଏଭଳିି କ୍ଷେତ୍ରରେ ପରସ୍ପର ଠାରୁ ଦୂରରେ ରହି ସମ୍ପର୍କ ନିଭାଉଛନ୍ତି…

ଗୁଜରାଟରେ ଏଚ୍‌୩ଏନ୍‌୨ ଭାଇରସରେ ମହିଳାଙ୍କ ମୃତ୍ୟୁ

ଅହମ୍ମଦାବାଦ,୧୪।୩: ଦେଶରେ ଏବେ ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ। ଏହି ଭାଇରସରେ ଦେଶରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଗୁଜରାଟର ଜଣେ ୫୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ଏଚ୍‌୩ଏନ୍‌୨ ଆକ୍ରାନ୍ତ ହୋଇ ଭଡୋଦରାସ୍ଥିତ ଏସ୍‌ଏସ୍‌ଜି ଡାକ୍ତରଖାନାରେ…

ବ୍ୟାଙ୍କିଙ୍ଗ୍‌ ସଙ୍କଟ ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୧୪।୩: ବ୍ୟାଙ୍କ୍‌ ବୁଡିଯିବା ପ୍ରଶ୍ନ ଶୁଣି ଖବରଦାତା ସମ୍ମିଳନୀ ଅଧାରୁ ପଳାଇଗଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌। ଏହାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ସିଲିକନ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ପରେ ବ୍ୟାଙ୍କିଙ୍ଗ ସଙ୍କଟ ସହ ଜଡିତ କିଛି…

ପରଲୋକରେ ବରିଷ୍ଠ ସାମ୍ବାଦିକ ବେଦ ପ୍ରତାପ ବୈଦିକ

ନୂଆଦିଲ୍ଲୀ, ୧୪।୩: ବରିଷ୍ଠ ସାମ୍ବାଦିକ ବେଦ ପ୍ରତାପ ବୈଦିକଙ୍କ ପରଲୋକ ଘଟିଛି। ମଙ୍ଗଳବାର ଏକ ଘରୋଇ ଡାକ୍ତରଖାନାରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବେଦ ପ୍ରତାପଙ୍କ ପିଏ ମୋହନ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଫିସ ଯାଇଥିଲେ ସ୍ବାମୀ, କାମ ସାରି କଲେ ଆତ୍ମସମର୍ପଣ

ମୁମ୍ବାଇ,୧୪।୩: ମହାରାଷ୍ଟ୍ରରେ ଏକ ହତ୍ୟାକାଣ୍ଡର ଅଜବ ମାମଲା ସାମ୍ନାକୁ ଆସିଛି। ସୋମବାର ପାଲଘର ଜିଲାର ନାଲାସୋପାରାଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ଏଭଳି କାଣ୍ଡ…

ନିଶା ବେପାରୀଙ୍କ ଟାର୍ଗେଟରେ ଯୁବବର୍ଗ

ବଲାଙ୍ଗୀର ଅଫିସ, ୧୪ା୩: ନିଶା ବେପାରୀଙ୍କ ଟାର୍ଗେଟରେ ରହିଛନ୍ତି ଉଭୟ ଶିକ୍ଷିତ ଏବଂ ଅଶିକ୍ଷିତ ଯୁବକ। ବଲାଙ୍ଗୀର ସମେତ ଓଡ଼ିଶାର ଅଧିକ ସଂଖ୍ୟକ ଯୁବତୀ, ଯୁବକ ନିଶାସେବନରେ ମାତିଛନ୍ତି। ନିଶା ଯୋଗୁ ସେମାନଙ୍କର ବହୁମୂଲ୍ୟ ଭବିଷ୍ୟତ ନଷ୍ଟ ହେବାର ଆଶଙ୍କା ରହୁଛି।…

ନୂଆପଡ଼ାରେ ପୁଣି ବାଘ ଆତଙ୍କ

ନୂଆପଡ଼ା ଅଫିସ,୧୪।୩: ନୂଆପଡା ଜିଲାରେ ପୁଣି ବାଘ ଆତଙ୍କ ଦେଖା ଦେଇଛି। ଏହା ପୂର୍ବରୁ ଅନେକ ଥର ନୂଆପଡା ସଦର ବ୍ଲକ ହଳଦି ଓ ଲୋଡ୍ରା ଗ୍ରାମରେ ବାଘର ଉପସ୍ଥିତି ଦଖାଦେଇଥିବା ବେଳେ ବର୍ତ୍ତମାନ ନୂଆପଡା ବନାଞ୍ଚଳ ଆମାନାରା ବିଟର ମୁସରଙ୍ଗି…

ପୁଣି ବଢୁଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୪୦୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୨ ନୂଆ କରୋନା ମାମଲା ଚିହ୍ନଟ…

ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ଗୃହରେ ହଙ୍ଗାମା: ଅପରାହ୍ନ ୨ଟା ଯାଏ ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୧୪।୩: ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ସଂସଦରେ ହଟ୍ଟଗୋଳ ହୋଇଛି। ଲୋକ ସଭାରେ ପ୍ରଶ୍ନକାଳ ଆରମ୍ଭରୁ  ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବିରୋଧୀ ହଙ୍ଗମା କରିଥିଲେ। ଯାହା ଫଳରେ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରି ନ ଥିଲା। ଏହାପରେ ଲୋକ ସଭାକୁ…

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭଗବାନ କୃଷ୍ଣଙ୍କ ସହ ତୁଳନା କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୪।୩: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭଗବାନ କୃଷ୍ଣଙ୍କ ସହ ତୁଳନା କରିଛନ୍ତି। ଏଥିସହ କେନ୍ଦ୍ର ମନ୍ତ୍ରୀ ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ଭଗବତ ଗୀତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri