Home Left

ସରୋଜ ସାମଲ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ଶ୍ରୀମନ୍ଦିର ପ୍ରଶାସନ ଫାଇଲ ମିଳୁନି

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ଭଳି ଜଗନ୍ନାଥ ମନ୍ଦିର ପ୍ରଶାସନର ୨ଟି ଫାଇଲର ପତ୍ତା ମିଳୁନାହିଁ। ଏ ନେଇ ଆଇନ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଉକ୍ତ ଫାଇଲକୁ ଦାଖଲ କରିବାକୁ ପଡ଼ିବ।…

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ, ୨ ଗିରଫ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ୨ଜଣ ମାଓବାଦୀ ଧରାପଡିଛନ୍ତି। ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ। ଖବରରୁ ଜଣାପଡିଛି,…

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ, ୧୮ା୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ…

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ…

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ ବିକ୍ରମ…

ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍‌: ୨ ଛାତ୍ର ଆହତ

ଆଠଗଡ଼,୧୮।୪ (ଡି.ଏନ୍‌.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨ ଛାତ୍ର ଆହତ ହୋଇଛନ୍ତି। ସେମାନେ ହେଲେ ସମୀର ସେଠୀ ଓ ତାପସ ଜେନା।…

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ୪୫ ପଦବୀ ପାଇଁ ନିଯୁକ୍ତି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଧନ ଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଭଳି…

ବୀଭତ୍ସ ହତ୍ୟା: ଘରୁ ମିଳିଲା ୩ ଜଣଙ୍କ ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ବରଗଡ଼ ଅଫିସ, ୧୮।୪: ବରଗଡ଼ ଜିଲା ଭେଡେନ୍‌ ଥାନା ନଧୀନ ଆଖିଫୁଟା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘରୁ ୩ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ଟଙ୍କଧର ସାହୁ(୭୦), ପ୍ରଥମ ପତ୍ନୀ ଦ୍ରୌପଦୀ…

ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସରପଞ୍ଚ ସଙ୍ଘର ସଭାପତି ସୁବୋଧ ରଣାଙ୍କ ନେତୃତ୍ୱରେ…

ଅତିକ ଅହମଦଙ୍କ ଓକିଲ ବିଜୟ ମିଶ୍ରାଙ୍କ ଘର ନିକଟରେ ଫୁଟିଲା ବୋମା

ପ୍ରୟାଗରାଜ,୧୮।୪: ପ୍ରୟାଗରାଜରେ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଆକ୍ରମଣକାରୀ ପୋଲିସ ଓ ମିଡିଆ ସାମ୍ନାରେ ଏଭଳି କାଣ୍ଡ ଘଟାଇଛନ୍ତି। ଏହି ହତ୍ୟାକାଣ୍ଡ ପରେ ସମଗ୍ର ଉତ୍ତର ପ୍ରଦେଶ ଦୋହଲି ଯାଇଛି। ଇତିମଧ୍ୟରେ ଖବର…

କଂଗ୍ରେସ ନେତାଙ୍କୁ ଝଟକା, ନିର୍ବାଚନ ମଣ୍ଡଳି ଗସ୍ତ ଉପରେ ରୋକ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କୁ ବଡ ଝଟକା ଲାଗିଛି। କର୍ନାଟକର ସ୍ପେଶାଲ କୋର୍ଟ କଂଗ୍ରେସର ଜଣେ ନେତାଙ୍କୁ ତାଙ୍କ ନିଜ ବିଧାନସଭା ମଣ୍ଡଳି ଗସ୍ତ କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରାର୍ଥୀଙ୍କ ଉପରେ ହତ୍ୟା ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri