ପାଣି ପାଇଁ ହଇରାଣ ଅନ୍ତେବାସୀ
ଲାଠୋର, ୧୮ା୪(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ନୂତନ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରହିଥିବା ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ଛାତ୍ରୀଛାତ୍ର ପାଣି…
ଡୋକରୀଚଞ୍ଚରା, ବୁଢ଼ାରଜା ମନ୍ଦିର ସ୍ଥିତି ଅନୁଧ୍ୟାନ
କୋକସରା,୧୮।୪(ଡି.ଏନ.ଏ)-ସୋମବାର କଳାହାଣ୍ଡି ଜିଲାର ପ୍ରଶାସନିକ ଅଧିକାରୀଙ୍କ ମିଳିତ ଟିମ୍ କୋକସରା ବ୍ଲକର ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଓ ଆମପାଣି ବୁଢ଼ାରଜା ମନ୍ଦିର ପରିଦର୍ଶନ କରିଛନ୍ତି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାୱାର…
ଶୁଣିଲାନି ପ୍ରଶାସନ, ଶ୍ରମଦାନ କରି କୂଅ ଖୋଳିଲେ ଗ୍ରାମବାସୀ
ଦଶମନ୍ତପୁର,୧୮ା୪( ଡି.ଏନ.ଏ. ): ପାନୀୟ ଜଳ ସମସ୍ୟା ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଲାନାହିଁ। ଜନ ପ୍ରତିନିଧିଙ୍କୁ କହି କିଛି ସୁଫଳ ମିଳିଲାନି। ଶେଷରେ ନିଜ ପାଇଁ ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ। ଗ୍ରାମରେ ଚାନ୍ଦା…
ଟୁଇଟର ଆକାଉଣ୍ଟରୁ ଦଳୀୟ ଚିହ୍ନ ହଟାଇଲେ ଅଜିତ ପାୱାର
ମୁମ୍ବାଇ: ଏନସିପି ନେତା ଅଜିତ ପାୱାର ଭାଜପାରେ ଯୋଗ ଦେବା ନେଇ ରାଜନୀତି ମହଲରେ ଜୋରଦାର ଚର୍ଚ୍ଚା କରାଯାଉଛି। ଏହି ସମୟରେ ଅଜିତ ପାୱାର ତାଙ୍କ ଟୁଇଟର ଆକାଉଣ୍ଟରୁ ଦଳୀୟ ଚିହ୍ନକୁ ହଟାଇ ଦେଇଛନ୍ତି। ଯାହା ପରେ ତାଙ୍କର ଭାଜପାରେ ଯୋଗଦେବା…
ନିଖୋଜ ହେବାର ଅଭିଯୋଗ ପରେ ମୁକୁଲ ରୟଙ୍କ ଆସିଲା ପ୍ରତିକ୍ରିୟା, କହିଲେ ମୁଁ ଦିଲ୍ଲୀରେ ଅଛି…
ନୂଆଦିଲ୍ଲୀ,୧୮।୪: ବରିଷ୍ଠ ଟିଏମ୍ସି ନେତା ମୁକୁଲ ରୟଙ୍କ ନିଖୋଜ ହେବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ମୁକୁଲ ରୟଙ୍କ ପୁଅ ଶୁଭ୍ରାଂଶୁ ମଧ୍ୟ ସେ ନିଖୋଜ ହୋଇଯାଇଥିବା ଅଭିଯୋଗ କରିଥିଲେ। ଏହି ସମୟରେ ଗଣମାଧ୍ୟମକୁ ମୁକୁଲ ରୟ ନିଜେ ସୂଚନା…
ଏଣିକି ମାଫିଆ କାହାକୁ ଭୟଭୀତ କରାଇପାରିବେ ନାହିଁ: ଯୋଗୀ
ଲକ୍ଷ୍ନୌ,୧୮।୪: ଅତିିକ୍ ଅହମ୍ମଦଙ୍କ ହତ୍ୟା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ପ୍ରଥମ ଥର ପାଇଁ ଏକ ପ୍ରାୟାଗରାଜର ସାଧାରଣ କାର୍ଯ୍ୟକ୍ରମରେ ନଜର ଆସିଛନ୍ତି। ଏହି ସମୟରେ ସେ ହତ୍ୟାକାଣ୍ଡ ପରେ ରାଜ୍ୟର ଆଇନ ଶୃଙ୍ଖଳା ଉପରେ ପ୍ରଥମ ପ୍ରତିକ୍ରିୟା…
ପଦା ହେଉଛି ସୁଲିଆ ସଂରକ୍ଷିତ ଜଙ୍ଗଲ
ଭବାନୀପାଟଣା,୧୮।୪(ସ୍ବ.ପ୍ର): ପରିବେଶ ସୁରକ୍ଷାରେ ଜଙ୍ଗଲର ଭୂମିକା ଅତୁଳନୀୟ। ଜଙ୍ଗଲ ଆର୍ଥିକ, ସାମାଜିକ, ଔଦ୍ୟୋଗିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। କିନ୍ତୁ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି ଜଙ୍ଗଲ ସମ୍ପଦ। କେଉଁଠି ଜଙ୍ଗରେ ନିଆଁ ବଡ ବଡ ଗଛ…
୧୯ରେ ବରଗଡ଼ ଜିଲା ବନ୍ଦ
ବରଗଡ଼ ଅଫିସ୍,୧୮।୪: ହନୁମାନ ଜୟନ୍ତୀ ପାଳନ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ହୋଇଥିବା ହିଂସାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଆସନ୍ତା ୧୯ତାରିଖରେ ବରଗଡ଼ ଜିଲା ବନ୍ଦ ଡାକରା ଦେଇଛି। ଏହି ପରିପ୍ରେକ୍ଷୀରେ ସୋମବାର ବରଗଡ଼ ମାରୱାଡ଼ି ଧର୍ମଶାଳାରେ ଏକ ବୈଠକ ହୋଇଥିଲା।…
ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ପାର୍
ଭୁବନେଶ୍ୱର,୧୮।୪: ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ରାଜ୍ୟରେ ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ମଙ୍ଗଳବାର ପୂର୍ବାହ୍ନ ୧୧.୩୦ ସୁଦ୍ଧା ଭୁବନେଶ୍ୱରରେ ୪୦ ଡିଗ୍ରୀ ତାପମାତ୍ରା ଟପିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…
୩ ମହିଳାଙ୍କ ଜଣେ ସ୍ବାମୀ
ଭବାନୀପାଟଣା,୧୮।୪(ସ୍ବ.ପ୍ର): ସ୍ବାମୀ ଜଣେ, ସ୍ତ୍ରୀ ତିନୋଟି। ଫିଲ୍ମ ଷ୍ଟାଇଲରେ ପ୍ରେମ। କଥାଟି ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଏପରି ଏକ ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡି ଜିଲା ଭବାନୀପାଟଣାରେ। ଏଠିକାର ଜଣେ ବ୍ୟକ୍ତି ୩ ମହିଳାଙ୍କୁ ଠକି ବିବାହ କରିଥିବା ଅଭିଯୋଗ…
ଡରାଇଲାଣି କରୋନା: ଦିଲ୍ଲୀରେ ପ୍ରତି ୧୦୦ଟେଷ୍ଟରେ ୩୨ସଂକ୍ରମିତ
ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ଦେଶରେ ୭,୬୩୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏତଦ୍ ବ୍ୟତୀତ କରୋନାଜନିତ ୧୧ଜଣଙ୍କ ମୃତ୍ୟୁ ହୋଇଛି।…
ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ
ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ଦେଉଳିଧରପୁର ପଞ୍ଚାୟତ ଅଭୟମୁଖୀ କଣ୍ଟାସାହିରେ ସ୍ତ୍ରୀଙ୍କୁ କଟୁରିରେ ହାଣି ହତ୍ୟା ଓ ଝିଅଙ୍କୁ ଗୁରୁତର କରିବା ମାମଲାରେ ଭୁବନେଶ୍ୱର ଦ୍ୱିତୀୟ ଅତିରିକ୍ତ ଜଲା ଓ ଦୌରାଜଜ ସୋମବାର ରାୟ ପ୍ରକାଶ କରିଛନ୍ତି।…
Archives


