Home Left

ବିବାହ ପାଇଁ ମନା କରିବାରୁ କଲେଜ ଛାତ୍ରୀଙ୍କୁ ଲୁହାଛଡ଼ରେ ପିଟି ହତ୍ୟା

ନୂଆଦିଲ୍ଲୀ,୨୮ା୭: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଥିବା ଅରବିନ୍ଦ କଲେଜ ନିକଟ ପାର୍କରେ ଜଣେ ୨୫ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶୁକ୍ରବାର ଲୁହାଛଡ଼ରେ ପିଟି ହତ୍ୟା କରାଯାଇଛି। ମୃତା ନର୍ଗିସଙ୍କ ମୁଣ୍ଡରେ କ୍ଷତଚିହ୍ନ ରହିଥିବାବେଳେ ମୃତଦେହ ନିକଟରୁ ଏକ ଲୁହା ରଡ୍‌…

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୮ା୭(ଅନିଲ ଦାସ): ଆସନ୍ତା ୩୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ସୋନପୁର, ଗଞ୍ଜାମ,…

ଟ୍ରକ୍‌ ଚୋରି ଘଟଣାରେ ଗ୍ୟାଙ୍ଗ ସକ୍ରିୟ : ଗିରଫ ଚାଳକ କୋର୍ଟଚାଲାଣ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ସଠିଘର (ଏନ୍‌ଏଚ ୨୦) ନିକଟରୁ ଚୋରି ହୋଇଥିବା ୧୨ ଚକିଆ ଟ୍ରକ ଝାଡ଼ଖଣ୍ଡରୁ ଚମ୍ପୁଆ ପୋଲିସ ଜବତ କରିବା ଘଟଣାରେ ଟାଉନ ଥାନା ପୋଲିସ ଟ୍ରକ୍‌ ଚାଳକଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତି…

ଘରେ ପଶି ଟଙ୍କା,ସୁନା ଲୁଟିନେଲେ

ବୈଶିଙ୍ଗା,୨୮ା୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କୁଆଶୋଳ ଗ୍ରାମର ଗୌରୀଶଙ୍କର ବେହେରାଙ୍କ ଘରେ ପଶି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି। ଗୁରୁବାର ଗୌରୀଶଙ୍କର କୌଣସି କାମରେ ବାଲେଶ୍ୱର ଯାଇଥିଲେ। ଘରେ କେହି ନ…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡାଇ ହାଣିଲେ

ଖୁଣ୍ଟୁଣୀ, ୨୮ା୭ (ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାର୍ଡ, କଟକ ୟୁନିଟ୍‌-୧ର ମୋବାଇଲ…

ବନ୍ଧୁଙ୍କୁ ସହାୟତା କରି ବନ୍ଧାହେଲେ : କନିଷ୍ଠଯନ୍ତ୍ରୀଙ୍କ ନିକଟରୁ ମିଳିଲା ଜୀବନ୍ତ ଗୁଳି

ଦାମନଯୋଡି,୨୮ା୭(ନରସିଂହ ବ୍ରହ୍ମା): ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସୁନାବେଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବିଦ୍ୟୁତ୍‌ ବିଭାଗ ଟାଟାପାଓ୍ବାରର କନିଷ୍ଠଯନ୍ତ୍ରୀ ସରୋଜ କୁମାର ବେହେରା(୪୩) ଅଛନ୍ତି। ତାଙ୍କ ଘର ଦାମନଯୋଡି ନିକଟସ୍ଥ ଭେଜାପୁଟ ଅଞ୍ଚଳର ଶାନ୍ତି ନଗରରେ।…

ଏସିଆନ୍ ଗେମ୍ସ ୨୦୨୩: ଜାଣନ୍ତୁ କେବେ ଏବଂ କାହା ବିପକ୍ଷରେ ଖେଳିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ, ୨୮। ୭: ଭାରତୀୟ କ୍ରିକେଟ ଟିମ୍ ସେପ୍ଟେମ୍ବର ୨୩ରୁ ଚାଇନାର ହାଙ୍ଗଜୁ ସହରରେ ଆୟୋଜିତ ହେବାକୁ ଥିବା ୧୯ତମ ଏସିଆନ୍ ଗେମ୍ସ ଲାଗି ପ୍ରସ୍ତୁତ। ଋତୁରାଜ ଗାଏକୱାଡଙ୍କ ଅଧିନାୟକତ୍ଵରେ ଭାରତୀୟ ଟିମ୍ ସ୍ବର୍ଣ୍ଣ ପଦକ ଲାଗି ଖେଳିବ। ଆଇସିସି ରାଙ୍କିଙ୍ଗ୍…

ମାଓବାଦୀଙ୍କ ଶହୀଦ ସପ୍ତାହ: ପ୍ରଥମ କରି ଜିଲାରେଗଡିଲା ସରକାରୀ ବସ୍‌

ମାଲକାନଗିରି,୨୮ା୭(ଦୁଯ୍ୟୋଧନ ପାତ୍ର): ପ୍ରତିବର୍ଷ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ କରି ଆସୁଛନ୍ତି। ଏଥିପାଇଁ ପୂର୍ବରୁ ମାଓବାଦୀମାନେ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ଓ ବ୍ୟାନର ଲଗାଇଥାନ୍ତି। ହିଂସାକାଣ୍ଡ ଘଟାଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି…

୮ହଜାର ଟଙ୍କା ନେଇ ଭିଜିଲାନ୍ସରେ ଏଏସ୍‌ଆଇ

ଦଶମନ୍ତପୁର,୨୮ା୭( ଅରବିନ୍ଦ ନାୟକ ): ଏକ ମାମଲା ରଫାଦଫା କରିଦେବାକୁ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲା ଦଶମନ୍ତପୁର ଥାନାର ଜଣେ ଏଏସ୍‌ଆଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ଦୀପିକା ହୀରା। ସୂଚନାଯୋଗ୍ୟ, ଗତବର୍ଷ ଫେବୃୟାରୀରେ…

କାରରେ ଛେଳି ଚୋରି

ଚମ୍ପୁଆ,୨୮ା୭(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବଜାର ମଧ୍ୟରୁ ଛେଳିଚୋରି ଅଭିଯୋଗ ହୋଇଛି। ଘର ଆଗରେ ବନ୍ଧା ହୋଇଥିବା ଛେଳିକୁ ୨ ଯୁବକ କାରରେ ଭର୍ତ୍ତି କରି ନେଇଯାଉଥିବା ବେଳେ ଲୋକଙ୍କ ହାତରେ ଧରାପଡ଼ିଥିଲେ। ଦୁଇ ଅଭିଯୁକ୍ତଙ୍କୁ ଚମ୍ପୁଆ ପୋଲିସରେ ଜିମା…

ସ୍କୁଲ ପାଚେରି ଭୁଶୁଡ଼ି ଛାତ୍ର ଗୁରୁତର

ରାୟଗଡ଼ା,୨୮।୭(ଭାଗ୍ୟଶ୍ରୀ ମିଶ୍ର): ଗୁଣାମତ୍କ ଶିକ୍ଷା ବୃଦ୍ଧି ଲାଗି ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟରେ ମାଗଣା ଖାଇବା, ରହିବା ବ୍ୟବସ୍ଥା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାସ୍ତବରେ ବିଭିନ୍ନ ଆବାସିକ ସ୍କୁଲରେ ପିଲାଙ୍କୁ ଦାୟିତ୍ୱରେ ଥିବା ଶିକ୍ଷକ ଶିକ୍ଷୟିତ୍ରୀ…

ଜାପାନ ଓପନ ସେମିଫାଇନାଲରେ ଲକ୍ଷ୍ୟ ସେନ

ଟୋକିଓ,୨୭ା୭: ଭାରତର ଅଗ୍ରଣୀ ଖେଳାଳି ଲକ୍ଷ୍ୟ ସେନ ଜାପାନ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ଏଚ୍‌ଏସ୍‌ ପ୍ରଣୟ ଏବଂ ଚିରାଗ ଶେଟ୍ଟି ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ବିଶ୍ୱର ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?