Home Left

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଅବମାନନା: ସିବିଆଇର ସମନ ପରେ ଏଭଳି କହିଲେ ଅଭିଷେକ ବାନାର୍ଜୀ

କୋଲକାତା,୧୮।୪: ତୃଣମୂଳ କଂଗ୍ରେସ(ଟିଏମସି)ର ରାଷ୍ଟ୍ରୀୟ ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମଙ୍ଗଳବାର ପଚରାଉଚରା କରିବ। ଏଥିପାଇଁ ସୋମବାର ସିବିଆଇ ପକ୍ଷରୁ ସମନ ଜାରି କରାଯାଇଥିଲା। ବର୍ତ୍ତମାନ ଅଭିଷେକ ବାନାର୍ଜୀ ଏହାକୁ ନେଇ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି,…

ପିଏନ୍‌ବି ଭୁବନେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୧୮।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ଭୁବନେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ଲକ୍ଷ୍ମୀକାନ୍ତ ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏପରିକି ସେ ଉକ୍ତ ମଣ୍ଡଳର ଉପ-ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ଏହା ପୂର୍ବରୁ ମିଶ୍ର ଭୁବନେଶ୍ୱର ଜୋନାଲ…

୧୯୯୯ ମହାବାତ୍ୟା ବ୍ୟାପକ କ୍ଷତି ଘଟାଇଥିଲା: ସିଏସ୍‌

ଭୁବନେଶ୍ବର, ୧୮ା୪(ବ୍ୟୁରୋ): ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର) ପକ୍ଷରୁ ଭାରତ ଗସ୍ତରେ ଆସିଥିବା ୮ଟି ଦେଶର ପ୍ରତିନିଧିଙ୍କୁ ନେଇ ଓଡ଼ିଶାରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏହି ‘ଜେନ୍‌ ନେକ୍ସଟ୍‌-ଡେମୋକ୍ରାସି-ନେଟ୍‌ ୱର୍କ’ ଆଲୋଚନାଚକ୍ରରେ ମୁଖ୍ୟ ଶାସନ…

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ,୧୮।୪: ମଙ୍ଗଳବାର ବିଶ୍ୱ ଐତିହ୍ୟ ଦିବସ। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମୁନମେଣ୍ଟ ଆଣ୍ଡ ସାଇଟ୍ସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ ପ୍ରତି…

ମାର୍ଚ୍ଚରେ ପାଇକାରୀ ମୁଦ୍ରାସ୍ଫୀତି ହାର ୧.୩୪%

ନୂଆଦିଲ୍ଲୀ,୧୮।୪: କ୍ରମାଗତ ୧୦ ମାସ ହେବ ଦେଶର ହୋଲସେଲ୍‌ ପ୍ରାଇସ୍‌ ଇଣ୍ଡେକ୍ସ (ଡବ୍ଲ୍ୟୁପିଆଇ)ରେ ହ୍ରାସ ପରିଲକ୍ଷିତ ହେଉଛି। ଫଳରେ ଦରବୃଦ୍ଧି ଓ ମାନ୍ଦାବସ୍ଥା ସମୟରେ ଗ୍ରାହକଙ୍କୁ କିଛି ପରିମାଣରେ ଆଶ୍ୱସ୍ତି ମିଳୁଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚରେ ଦେଶର ପାଇକାରୀ ମୁଦ୍ରାସ୍ଫୀତି…

ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା

ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ ଆସୁଥିବା…

ବିରୂପା ନଦୀକୁ ଛୋଟି ପଞ୍ଚାୟତର ୫ ୱାର୍ଡବାସୀଙ୍କ ଭରସା

ଡେରାବିଶ,୧୮।୪: (ସ୍ବ.ପ୍ର.) ଡେରାବିଶ ବ୍ଲକର ଅଞ୍ଚଳ ସପ୍ତାହେ ହେବ ୪୦ ଡିଗ୍ରୀ ପାଖାପାଖି ତାପମାତ୍ରା ରହିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ବ୍ଲକର କେତେକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି।…

ଜାତି ଜନଗଣନା ପାଇଁ କଂଗ୍ରେସର ଦାବି

ନୂଆଦିଲ୍ଲୀ,୧୮।୪(ପି.ଟି.): ବିରୋଧୀଙ୍କୁ ସମାଲୋଚନା କରିବା ଲାଗି କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଜାତିଭିତ୍ତିକ ରାଜନୀତି କରିବା ସହ ଦେଶରେ ସାମାଜିକ-ଅର୍ଥନୈତିକ ଓ ଜାତି ଜନଗଣନାକୁ ଅଟକାଇଥିବା କଂଗ୍ରେସ ସୋମବାର ଅଭିଯୋଗ କରିଛି। ଅବହେଳିତ ବର୍ଗ ଫମ୍ପା ପ୍ରତିଶ୍ରୁତି ନୁହେଁ, ଅର୍ଥନୈତିକ ଓ…

ଅତିକ୍‌-ଅଶ୍ରଫ୍‌ଙ୍କୁ ହତ୍ୟା କରିବା ପାଇଁ ୪୮ ଘଣ୍ଟା ପୂର୍ବରୁ ହୋଇଥିଲା ପ୍ଲାନ୍‌

ଲକ୍ଷ୍ନୌ,୧୮।୪: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଏକ ହସ୍ପିଟାଲରୁ ବାହାରିବା ସମୟରେ ଶନିବାର ରାତିରେ ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ଅଶ୍ରଫ୍‌ ଅହମ୍ମଦଙ୍କୁ ହତ୍ୟା କରାଯାଇଛି। ମାତ୍ର ୮ ସେକେଣ୍ଡରେ ହତ୍ୟାକାରୀମାନେ ୨୦ ରାଉଣ୍ଡ ଗୁଳି ଚଳାଇ ଉଭୟଙ୍କୁ ହତ୍ୟା କରିଛନ୍ତି। ଏଥିସହ ହତ୍ୟାକାରୀମାନେ…

ଏକ୍ସବିବି ୧.୧୬.୧ ଭାରିଆଣ୍ଟରେ ୪୩୬ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୪: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଓମିକ୍ରନ୍‌ ମ୍ୟୁଟେଟେଡ୍‌ ସବ୍‌ ଭାରିଆଣ୍ଟ ଏକ୍ସବିବି ୧.୧୬.୧ ଭୂତାଣୁ ଦ୍ୱାରା ୪୩୬ ଜଣ ଆକ୍ରାନ୍ତ ହୋଇଥିବା ଭାରତୀୟ ସାର୍ସକୋଭ୍‌-୨ ଜେନୋମିକ୍ସ କୋନ୍‌ସୋର୍ଟିଅମ୍‌ (ଆଇଏନ୍‌ଏସ୍‌ଏସିଓଜି) କହିଛି। ଦେଶରେ ପ୍ରଥମ କରି ଜାନୁୟାରୀରେ ଓମିକ୍ରନ୍‌ର…

ବେଆଇନ ଇଟାଭାଟି ଉପରେ ଚଢ଼ାଉ

ବରୀ,୧୮।୪:(ଡି.ଏନ.ଏ.) ବରୀ ତହସିଲ ଅଧୀନରେ ଦୀର୍ଘଦିନରୁ ଚାଲିଥିବା ବେଆଇନ ଇଟା ଉପରେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଘରୋଇ କାମ ପାଇଁ ଇଟା ତିଆରି କରୁଥିବା ଦର୍ଶାଇ ଏହି ଇଟା ଭାଟି…

୪ ସେନା ଅଧିକାରୀଙ୍କୁ ହତ୍ୟା ଘଟଣାରେ ଯବାନ ଗିରଫ

ବଠିଣ୍ଡା, ୧୮।୪: ପଞ୍ଜାବ ବଠିଣ୍ଡାସ୍ଥିତ ମିଲିଟାରି ଷ୍ଟେଶନ୍‌ରେ ବୁଧବାର ୪ ସେନା ଅଧିକାରୀଙ୍କୁ ଗୁଳିକରି ହତ୍ୟା ଘଟଣାରେ ଜଣେ ଯବାନ୍‌ଙ୍କୁ ପୋଲିସ ଗିରଫ କରିଛି। ହତ୍ୟା କରିବା ଲାଗି ପୂର୍ବରୁ ଯୋଜନା ପ୍ରସ୍ତୁତ କରିଥିଲେ ଅଭିଯୁକ୍ତ ଗନର ଦେଶାଇ ମୋହନ। ଏଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri