Home Left

ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଅଧ୍ୟକ୍ଷତା ସମ୍ଭାଳିବ ଭାରତ, ୫୦ ବର୍ଷରେ ପ୍ରଥମ ଥର ପାଇଁ ମିଳିଲା ସୁଯୋଗ

ନୁୟର୍କ,୨୮।୭: ସଂଯୁକ୍ତ ରାଷ୍ଟ୍ରରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ପ୍ରାୟ ୫୦ବର୍ଷ ମଧ୍ୟରେ ଏହା ପ୍ରଥମ ଥର ପାଇଁ ଭାରତ ଏହାର ଅଧ୍ୟକ୍ଷତା…

ସମସ୍ୟା ଘେରରେ ପ୍ରାଣୀ ଚିକିତ୍ସାଳୟ

ନିରାକାରପୁର,୨୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ଆର୍‌ଡି କାର୍ଯ୍ୟାଳୟ ନିକଟରେ ରହିଛି ପ୍ରାଣୀ ଚିକିତ୍ସାଳୟ। ନିରାକାରପୁର, ଡିଆ, ରାମେଶ୍ୱର, ଲେଣ୍ଡୋ ଆଦି ପଞ୍ଚାୟତର ଗୃହପାଳିତ ପ୍ରାଣୀ ଓ ପକ୍ଷୀଙ୍କ ସମେତ ବିଭିନ୍ନ ସମୟରେ ଦୁର୍ଘଟଣାର ଶିକାର ହୋଇଥିବା ଷଣ୍ଢ,…

ସିରିଆର ଏକ ଧାର୍ମିକସ୍ଥଳରେ ବିସ୍ପୋରଣ: ୬ ମୃତ

ଡାମାସକସ,୨୮।୭: ସିରିଆର ମହରମ ପୂର୍ବରୁ ଗୁରୁବାର ରାତିରେ ଏକ ଶିଆ ଧାର୍ମିକସ୍ଥଳକୁ ଟାର୍ଗେଟ କରି ବିସ୍ପୋରଣ ହୋଇଛି। ଫଳରେ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଦମିସ୍କର ଗ୍ରାମାଞ୍ଚଳରେ ଥିବା ସୌଏଦା ଜୌନାବ…

ନିଷ୍କାସନ ପଥ ବନ୍ଦ, ରାସ୍ତାରେ ଲହଡ଼ି ମାରୁଛି ଆବର୍ଜନା ପାଣି

ଖଣ୍ଡପଡ଼ା,୨୮ା୭(ଅଜୟ କୁମାର ମହାରଣା): ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ଯୋଗୁ ଖଣ୍ଡପଡ଼ା ବ୍ଳକ ବେଣାଗାଡିଆ ପଞ୍ଚାୟତ ଅଧୀନ ବେଣାଗାଡିଆ ଛକ ପୂର୍ତ୍ତ ବିଭାଗ ରାସ୍ତାଠାରୁ ତେନ୍ତୁଳାପଲ୍ଲୀ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ପରିତ୍ୟକ୍ତ ଅବସ୍ଥାରେ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା…

ସରକାରୀ ହସ୍ପିଟାଲରେ ଡାଏଲିସିସ୍‌ କଲେ ମୋଦିଙ୍କ ଭାଇ

ଗାଜିଆବାଦ୍‌,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦି (୭୧) ଗାଜିଆବାଦର ସଞ୍ଜୟ ନଗରସ୍ଥିତ ଜିଲା ସଂଯୁକ୍ତ ହସ୍ପିଟାଲରେ ଡାଏଲିସିସ କରିଛନ୍ତି। ପ୍ରହ୍ଲାଦ ମୋଦି ପ୍ରତାପ ବିହାରର ଜଣେ ବନ୍ଧୁଙ୍କ ଘରକୁ ଆସି ହସ୍ପିଟାଲ ଯାଇଥିଲେ। ଜାନୁୟାରୀ ୨୦୨୩ରୁ ତାଙ୍କୁ ସପ୍ତାହରେ…

ଆଜମ୍‌ ଖାନ୍‌ଙ୍କୁ ପୁଣି ଝଟ୍‌କା

ଲକ୍ଷ୍ନୌ,୨୮।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏହି ମାମଲାରେ ତାଙ୍କୁ ସ୍ବର ନମୂନା(ଭଏସ୍‌ ସାମ୍ପୁଲ) ଦେବାକୁ ହେବ ବୋଲି କୋର୍ଟ କହିଛନ୍ତି। ତେବେ ସେ ଉତ୍ତରପ୍ରଦେଶ…

ବିମାନରେ ମହିଳା ଯାତ୍ରୀଙ୍କୁ ଅସଦାଚରଣ, ଅଭିଯୁକ୍ତ ପ୍ରଫେସର ଗିରଫ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବିମାନରେ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଜଣେ ପ୍ରଫେସରଙ୍କୁ ଗିରଫ କରାଯାଇଛି। ଉଡ଼ାଣ ସମୟରେ ପ୍ରଫେସର ଜଣେ ୨୪ ବର୍ଷ ବୟସ୍କ ଡାକ୍ତର ମହିଳା ଯାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହା ପରେ ଅଭିଯୁକ୍ତକୁ…

ପ୍ରଭାସଙ୍କ ଫେସବୁକ୍‌ ହ୍ୟାକ୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଦେଶ ତଥା ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ସେ ସୋସିଆଲ ମିଡିଆରେ ବେଶୀ ସକ୍ରିୟ ନୁହଁନ୍ତି। ପ୍ରଭାସ ଫେସବୁକ ଏବଂ ଇନଷ୍ଟାଗ୍ରାମ ଆକାଉଣ୍ଟକୁ କେବଳ ତାଙ୍କର ଆଗାମୀ ଚଳଚ୍ଚିତ୍ର ବିଷୟରେ ଅପଡେଟ ଶେୟାର କରିବାକୁ ବ୍ୟବହାର…

ଭାଙ୍ଗିଲା କ୍ରୀଦାଶପୁର କେନାଲ ବନ୍ଧ

ନୟାଗଡ଼,୨୮।୬(ଲୋକନାଥ ମିଶ୍ର): ଜଳସମ୍ପଦ ବିଭାଗର ଖାମଖିଆଲି ନୀତି କାରଣରୁ ନୟାଗଡ଼ ବ୍ଲକ ଡାହୁକାନଦୀର କ୍ରୀଦାଶପୁର କେନାଲର ବନ୍ଧ ଭାଙ୍ଗି ଯାଇଛି । କେନାଲ ବନ୍ଧ ଭାଙ୍ଗିବା କାରଣରୁ ଡାହୁକା ନାଳ ଓ କେନାଲ ଶୁଖିଲା ପଡ଼ିଛି । ବର୍ଷାଋତୁରେ ନାଳ ଓ…

ଅବ୍ୟବସ୍ଥାରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର,୨୮ା୭ (ଟି.କ୍ରିଷ୍ଣାରାଓ): ଗଜପତି ଜିଲା କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ମଞ୍ଜୁରୀ ପ୍ରାପ୍ତ ଡାକ୍ତର ପଦବୀ ରହିଛି । କିନ୍ତୁ ୭ ଜଣ ଡାକ୍ତର ବର୍ତ୍ତମାନ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଚୁକ୍ତିଭିତ୍ତିକ ପଦବୀରେ ଥିବା ବେଳେ ୩ ଜଣ…

ସ୍ବାମୀ କରଜ ନ ଶୁଝିବାରୁ ସ୍ତ୍ରୀଙ୍କୁ ବଳାତ୍କାର

ପୁଣେ,୨୮ା୭ : ମହାରାଷ୍ଟ୍ରର ପୁଣେ ସହରରେ ଜଣେ ଋଣ ଲଗାଣକାରୀ ଜଣେ ମହିଳାଙ୍କୁ ବଳାତ୍କାର କରିଛନ୍ତି। ମହିଳାଙ୍କ ସ୍ବାମୀ ଅଭିଯୁକ୍ତଙ୍କଠାରୁ ଟଙ୍କା କରଜ ନେଇ ଶୁଝିପାରି ନ ଥିଲେ। ଏଥିରେ ଉତ୍‌କ୍ଷିପ୍ତ ମହାଜନ ସ୍ବାମୀଙ୍କୁ ଛୁରି ଦେଖାଇ ଧମକ ଦେବା ସହ…

ସିନେମାଟୋଗ୍ରାଫ ସଂଶୋଧନ ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୭(ପି.ଟି.):ସିନେମାଟୋଗ୍ରାମ୍‌ (ସଂଶୋଧନ) ବିଲ୍‌ ଗୁରୁବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ସିନେମା କାହାଣୀର ନକଲ ରୋକିବା ଏବଂ ଲାଇସେନ୍ସ ପ୍ରକ୍ରିୟାର ସରଳୀକରଣ ଏହି ବିଲ୍‌ର ଉଦ୍ଦେଶ୍ୟ। ଭାରତ କଥାକାରମାନଙ୍କ ଦେଶ ହୋଇଥିବାରୁ ଏହା ବିଶ୍ୱର ବିଷୟବସ୍ତୁଗୁଡ଼ିକର କେନ୍ଦ୍ର ହେବା ଆବଶ୍ୟକ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?