Home Left

କପିଳ ଦେବଙ୍କୁ ପଛରେ ପକାଇଲେ ଜାଡେଜା

ବ୍ରିଜ୍‌ଟାଉନ୍‌,୨୮।୭: ଟେଷ୍ଟ ସିରିଜରେ ଏକ ଚମତ୍କାର ପ୍ରଦର୍ଶନ ପରେ ରବିନ୍ଦ୍ର ଜାଡେଜା ସମାନ ଢଙ୍ଗରେ ଦିନିକିଆ ସିରିଜ୍‌ ଆରମ୍ଭ କରିଛନ୍ତି। ପ୍ରଥମ ଦିନିକିଆରେ ୪ ଉଇକେଟ ନେଇ ଜାଡେଜା ପୂର୍ବତନ ଭାରତୀୟ ଅଧିନାୟକ କପିଲ ଦେବଙ୍କ ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆରେ ସର୍ବାଧିକ…

ପାକିସ୍ତାନୀ ହିନ୍ଦୁ ଏମ୍‌ପିଙ୍କ ଅପିଲ୍‌: ହିନ୍ଦୁଙ୍କ ଉପରେ ଆକ୍ରମଣ ହେଉଛି, ଆମକୁ ରକ୍ଷା କର

ଇସଲାମାବାଦ୍‌,୨୮।୭: ପାକିସ୍ତାନରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି ଜଣେ ହିନ୍ଦୁ ଏମ୍‌ପି। ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ହିନ୍ଦୁ ସମ୍ପ୍ରଦାୟର ସୁରକ୍ଷା ପାଇଁ ସେ ପାକିସ୍ତାନ ସରକାରଙ୍କୁ ଅନୁରୋଧ କରିଥିଲେ। ଏମ୍‌ପି କେସୁ ମଲ…

ଇତିହାସ ରଚିଲେ ଜାଡେଜା-କୁଲଦୀପ ଯୋଡି

ବ୍ରିଜ୍‌ଟାଉନ୍‌,୨୮।୭: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆକୁ ୫ ଉଇକେଟ୍‌ରେ ଜିତିନେଇଛି ଭାରତ। ଏହି ମ୍ୟାଚ୍‌ରେ ରବିନ୍ଦ୍ର ଜାଡେଜା ଏବଂ କୁଲଦୀପ ଯାଦବଙ୍କ ସ୍ପିନ ଯୋଡି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ କୁଲଦୀପ ଯାଦବ ୪ଟି ଉଇକେଟ ନେଇଥିବା ବେଳେ ରବିନ୍ଦ୍ର…

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୨୮ା୭(ବିକାଶ ମଲ୍ଲିକ): ବୈତରଣୀ ନଦୀବନ୍ଧ କେବଳ ନଦୀର ସୁରକ୍ଷା ପାଇଁ ନୁହେଁ ବରଂ ଜନସାଧାଣରଙ୍କ ଯାତାୟାତର ମୁଖ୍ୟରାସ୍ତା। କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ଗ୍ରାମଠାରୁ ବୈତରଣୀ ବ୍ରିଜ ପର୍ଯ୍ୟନ୍ତ ଏହି ନଦୀ ବନ୍ଧ ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ମୂଳାପାଳ…

ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ

ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍‌ପି ନିତିଶ୍‌…

୮ ମାସର ପୁଅକୁ ବିକି ଆଇଫୋନ କିଣିଲେ ମା’, ଆଉ ତା’ପରେ…

କୋଲକତା,୨୮।୭: କୋଲମତାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଆଇଫୋନ କିଣିବାର ନିଶାରେ ଜଣେ ମା’ ନିଜ ଆଠ ମାସର ପୁଅକୁ ବିକ୍ରି କରିଛନ୍ତି। ଦାମୀ ଫୋନରୁ ସୁନ୍ଦର ରିଲ ତିଆରି କରିବା ପାଇଁ ସେ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି।…

ଶ୍ରୀନଗରରେ ବାହାରିଲା ମହରମ ଶୋଭାଯାତ୍ରା

ଶ୍ରୀନଗର,୨୭ା୭: ଦୀର୍ଘ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ବର୍ଷ ପରେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶିୟା ସମ୍ପ୍ରଦାୟ ପକ୍ଷରୁ ଗୁରୁବାର ମହରମ ଶୋଭାଯାତ୍ରା ବାହାର କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ଆୟୋଜିତ ଶୋଭଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଲାଲ୍‌ଚୌକ ଅଞ୍ଚଳ ଦେଇ…

ସ୍ତ୍ରୀଙ୍କ ନାଁରେ ପୁଅ ବିକ୍ରି ଅଭିଯୋଗ ଆଣିଲେ ସ୍ବାମୀ

ଟିଟିଲାଗଡ଼, ୨୭ା୭ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ପଦ୍ମନାଭପୁରର ଜଣେ ମହିଳା ନିଜ ଅଢ଼େଇ ବର୍ଷର ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁର ବାପା ଅକ୍ଷୟ ପଟେଲ ଗୁରୁବାର ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଛନ୍ତି।…

ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ଅଭିଯୁକ୍ତ ଗିରଫ

କୋକସରା,୨୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ପୋଲିସ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରିନେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ କୋକସରା ଥାନା ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର…

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ

କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି କରାଯାଇଛି। ଏହି ମାମଲାରେ ପୂର୍ବରୁ ପ୍ରଧାନ ଶିକ୍ଷକ ଇଶ୍ୱର ଚନ୍ଦ୍ର ସାହୁଙ୍କୁ ୧୩ ତାରିଖରେ…

କୀଟନାଶକ ପିଇ ଜୀବନ ହାରିଲେ

ପାଟଣା,୨୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ସରାସକୋଲା ପଞ୍ଚାୟତ ସରାସକୋଲା ଗ୍ରାମ ତୁଳସୀପୁର ସାହିର ଜଣେ ବୃଦ୍ଧ କୀଟନାଶକ ପିଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସାହିର ରତ୍ନାକର ବେହେରା(୭୬)। ସେ ବୁଧବାର ରାତିରେ ବିଷ ପିଇଥିବା ବେଳେ…

ଜମ୍ମୁ -କଶ୍ମୀରରୁ ଟଳିନି ଅଲ-କାଏଦାର ଭୟ, ଭାରତୀୟ ଉପମହାଦ୍ୱୀପରେ ୨୦୦ ଆତଙ୍କବାଦୀ ମହଜୁଦ: ସଂଯୁକ୍ତ ରାଷ୍ଟ୍ର

ଶ୍ରୀନଗର,୨୭।୭: ସାରା ବିଶ୍ୱରେ ଧାର୍ମିକ ଆତଙ୍କବାଦକୁ ପ୍ରୋତ୍ସାହିତ କରିବାରେ ଜଡିତ ଥିବା ଆତଙ୍କବାଦୀ ସଂଗଠନ ଅଲ-କାଏଦା ପକ୍ଷରୁ ବର୍ତ୍ତମାନ କୌଣସିି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହେଉନାହିଁ। କିନ୍ତୁ ଏହାର ବିପଦ ଦୁନିଆରୁ କିମ୍ବା ଭାରତରୁ ଶେଷ ହୋଇନାହିଁ। ଏହି ସଂଗଠନ ଏବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?