ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ
ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର…
ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା
ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର କୁମାର ଜେନା ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୨ ବ୍ୟାଚର ଆଇଏଏସ ସମୀର…
ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ
ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ରଜନୀ ଦାସ,…
ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା
ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର ସଫଳତା ପରେ ଏହା ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…
ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ
ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ ଭୟାବହ ଅଗ୍ନିକାଣ୍ଡ ଘଟି ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ବନବିଭାଗର…
Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….
ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି ବୋଲି ପ୍ରମାଣ କରିଛନ୍ତି । ଫିଲିପ୍ସ – ଚମତ୍କାର ଡାଇଭିଂ କ୍ୟାଚ୍ ନେବା…
ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…
ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ, ସର୍ବୋଚ୍ଚ ନ୍ୟାୟାଳୟ ମତ ଦେଇଛନ୍ତି ଯେ…
ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…
ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ ମାଡ଼ ଖାଇ ମେଡିକାଲ ଯାଇଛନ୍ତି ସ୍ତ୍ରୀ। ଅନ୍ୟପକ୍ଷରେ ସ୍ବାମୀଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ…
ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…
ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ କରିଛନ୍ତି ଯେ ଘରୋଇ ଏଲପିଜି ଏବଂ ପିଏନଜିର ଯୋଗାଣ ନିରନ୍ତର ଏବଂ କୌଣସି…
ଏସ୍-ପୂଜାରୀପୁଟରେ ପୁସିଂ ବ୍ରିଜ୍ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର
ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ ବ୍ରିଜ ଓ ରେଳପଥ ବ୍ରିଜ ନଂ ୪୮୭ ତଳେ ଏକ କଲଭର୍ଟ ନିର୍ମାଣ…
ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି
ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା। ବର୍ତ୍ତମାନର ରିପୋର୍ଟ ଅନୁସାରେ ସେମାନଙ୍କ ଦରମା ବୃଦ୍ଧି ପାଇବାକୁ ଯାଉଛି। ଏହି ବିଷୟ…
ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା
ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ୪ ଗୋଟି ଟ୍ରାପ କ୍ୟାମେରା ଲଗାଇଛନ୍ତି । ସୂଚନା…
Archives


